-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||     

HOME   ଜିଲ୍ଲା

*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .

05-Aug-2026



ସୋନପୁର,( ମନୋରଞ୍ଜନ ତ୍ରିପାଠୀ)   
ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ରେ ଗତ ରବିବାର ରାତିରେ ଜଣେ ଯୁବକ ଙ୍କ ଚିକିତ୍ସା ଅବହେଳା ରୁ ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ହୋଇଥିଲା ।ମୃତକ ଜଣକ ହେଲେ ସୋନପୁର ଥାନା ଅନ୍ତର୍ଗତ ପାନିଶିଆଲି ଗାଁ ର ପ୍ରଶାନ୍ତ କୁମାର ତ୍ରିପାଠୀ । ଏହି ଘଟଣାକୁ  ନେଇ ସେଠାରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଥିଲା। ଏଥିରେ ଉତ୍ୟକ୍ତ  ହୋଇ ମୃତକଙ୍କ ପରିବାର ସଦସ୍ୟ ଡାକ୍ତରଙ୍କୁ ଗାଳିଗୁଲଜ ଓ ଧସ୍ତାଧସ୍ତି କରିଥିବା ନେଇ ସୋନପୁର ଥାନାରେ ଅଭିଯୋଗ ହୋଇଥିଲା। ଅପରପକ୍ଷ ରେ ମୃତକ ଙ୍କ ପରିବାର ବର୍ଗ ପକ୍ଷରୁ ମଧ୍ୟ ଚିକିତ୍ସା ଅବହେଳା ରୁ ପ୍ରଶାନ୍ତ ଙ୍କ ମୃତ୍ୟୁ ହୋଇଥିବା ନେଇ ମଧ୍ୟ ପରିବାର ପକ୍ଷ ରୁ ଅଭିଯୋଗ ହୋଇଥିଲା । ତେବେ ଏହି ଘଟଣା ପରେ ମୃତକ ଙ୍କ ଶବ ବ୍ୟବଛେଦ କରିବା ରେ ବିଳମ୍ବ କରିବା ସହ ଯେଉଁ ମାନେ ଡାକ୍ତର ଙ୍କ ସହ ଧସ୍ତା ଧସ୍ତି କରିଛନ୍ତି ତାଙ୍କୁ  ତୁରନ୍ତ ଗିରଫ କରିବା କୁ ଡାକ୍ତର ସଂଘ ପକ୍ଷରୁ କୁହାଯାଇଥିଲା । ଏନେଇ ଡାକ୍ତର ମାନେ ଡିଏଚଏଚ ପରିସର ରେ ଏସପି ଙ୍କ ସହ ଆଲୋଚନା କରୁଥିଲେ । ସେହି ସମୟ ରେ କିଛି ସାମ୍ବାଦିକ ଉକ୍ତ ଆଲୋଚନା ସମୟ ର ଭିଡିଓ ଫୋଟ ଉତ୍ତୋଳନ କରୁଥିଲେ । ଏଥିରେ ଉତକ୍ଷିପ୍ତ ହୋଇ ଡ. ମହାପାତ୍ର ଆଙ୍ଗୁଠି ଲମ୍ଭାଇ ସାମ୍ବାଦିକମାନଙ୍କୁ  ଅଶୋଭନୀୟ ଆଚରଣ ପ୍ରଦର୍ଶନ କରିଥିଲେ । ଯାହାକି ସୋସିଆଲ ମିଡିଆ ରେ ଖୁବ୍ ଭାଇରାଲ ହେଉଛି । ଏହାକୁ ନେଇ ଜିଲ୍ଲା ର ସାମ୍ବାଦିକ ଓ ବୁଦ୍ଧିଜୀବୀ ଙ୍କ ମହଲ ରେ ଖୁବ୍ ଅସନ୍ତୋଷ ଦେଖା ଦେଇଛି । ଓ ଏହି ଘଟଣାକୁ ଖୁବ୍ ନିନ୍ଦା କରାଯାଉଛି । ଏହି ଘଟଣା ବିରୁଦ୍ଧରେ ଆଜି ସମସ୍ତ ସାମ୍ବାଦିକ ସୁବର୍ଣ୍ଣପୁର ଏସପି ନାରାୟଣ ନାୟକ ଙ୍କୁ ଭେଟି ଏହି ଘଟଣା ର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା କୁ ଲିଖିତ ଭାବେ ଜଣାଇଛନ୍ତି । ଓ ଏନେଇ ସିଡିଏମଓ ଡ. ଉଷାରାଣୀ ଦାସ ଙ୍କୁ ମଧ୍ୟ ସାକ୍ଷାତ୍ କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026

You Might Also Like