-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି

05-Aug-2026



 

 

ସମ୍ବଲପୁର :(ସଂଜୀବ ପାଣିଗ୍ରାହୀ )

 

ସ୍ୱାଧୀନତା ଦିବସ ଉପଲକ୍ଷେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ୍ରମେ ଏବଂ ଜାତୀୟ ସଙ୍ଗୀତ "ବନ୍ଦେ ମାତରମ୍"ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ଅଗଷ୍ଟ ୯ ରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ "ଘରେ ଘରେ ତିରଙ୍ଗା-୨୦୨୬" (Har Ghar Tiranga) ଅଭିଯାନ ଆୟୋଜିତ ହେବାକୁ ଯାଉଛି। ଏହି କ୍ରମରେ ସମ୍ବଲପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଅଭିଯାନର ସୁଚାରୁ ପରିଚାଳନା ଓ ଜନଭାଗୀଦାରିତା ବୃଦ୍ଧି ନିମନ୍ତେ ବ୍ୟାପକ ପ୍ରସ୍ତୁତି ଗ୍ରହଣ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମ ପାଇଁ ଆଜି ସମଗ୍ର ଶିକ୍ଷା ସମ୍ମିଳନୀ କକ୍ଷ ଠାରେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ସମ୍ବଲପୁର ଶ୍ରୀ ସିଦ୍ଧେଶ୍ବର ବଳିରାମ ବୋନ୍ଦର (ଭା.ପ୍ର.ସେ) ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସମସ୍ତ ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ବୈଠକ ଅନୁସାରେ, ଆସନ୍ତା ଅଗଷ୍ଟ ୯ ତାରିଖ ପୂର୍ବାହ୍ନ ୮:୩୦ ରେ ରିଜର୍ଭ ପୋଲିସ ପଡ଼ିଆ ଠାରୁ ଆରମ୍ଭ ହୋଇ ଜେଲ୍ ଛକ ପର୍ଯ୍ୟନ୍ତ ହେବ। ରାଲିଟି ପୋଲିସ୍‌ ଗ୍ରାଉଣ୍ଡରୁ ବାହାରି ଲକ୍ଷ୍ମୀଟକିଜ୍‌ ଛକ, ମ୍ୟୁନିସିପାଲିଟି ଛକ, ଶହୀଦ ସ୍ଥମ୍ଭ ଦେଇ ଜେଲ୍‌ ଛକସ୍ଥିତ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ସ୍ଥଳୀରେ ସମାପ୍ତ ହେବ।

 

ଏହି ରାଲିରେ ବିଦ୍ୟାଳୟ ଓ କଲେଜ ର ଛାତ୍ରଛାତ୍ରୀ, ଏନସିସି, ଏନଏସଏସ କ୍ୟାଡେଟ୍‌, ସିଭିଲ୍‌ ସୋସାଇଟି, ବେସରକାରୀ ସଂସ୍ଥା ଏବଂ ସ୍ଥାନୀୟ ନାଗରିକଙ୍କ ସମେତ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଶୃଙ୍ଖଳିତ ଯାତାୟାତ, ପାର୍କିଂ, ଶାନ୍ତିଶୃଙ୍ଖଳା ଏବଂ ନିରାପତ୍ତା ପାଇଁ ଆରକ୍ଷୀ ବାହିନୀକୁ ବିଶେଷ ଦାୟିତ୍ୱ ଦିଆଯାଇଛି।  

 

 

 ଜନସାଧାରଣଙ୍କୁ ଅନୁରୋଧ କି MyGov ଓ Har Ghar Tiranga ପୋର୍ଟାଲ୍‌ରେ "Selfie with Tiranga" ଅପଲୋଡ୍ କରିବାପାଇଁ। ଏହି ଜାତୀୟ ଅଭିଯାନରେ ପ୍ରତ୍ୟେକ ନାଗରିକ ନିଜ ନିଜ ଘରେ ଜାତୀୟ ପତାକା ଉତ୍ତୋଳନ କରି ପତାକାର ମର୍ଯ୍ୟାଦା ରକ୍ଷା କରିବା ସହ ଅଭିଯାନକୁ ସଫଳ କରିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାନୁରୋଧ ଆହ୍ୱାନ କରାଯାଇଛି।

 

 

ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅଶୋକ କୁମାର ଭୋଇ, ସମ୍ବଲପୁର ମହାନଗର ନିଗମ ର ଆୟୁକ୍ତ ଶ୍ରୀ ରେହାନ୍ ଖେତ୍ରି (ଭା.ପ୍ର.ସେ) ଏବଂ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like