-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||     

HOME   ଜିଲ୍ଲା

ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା

05-Aug-2026



ବଲାଙ୍ଗୀର(ପ୍ରେରଣା ଖବର) ଓଡ଼ିଶା ମାଧ୍ୟମିକ ଶିକ୍ଷକ ସଂଘ (ଓଷ୍ଟା) ବଲାଙ୍ଗୀର ଜୋନ ପକ୍ଷରୁ ବଲାଙ୍ଗୀର ବ୍ଲକ ଓଷ୍ଟା ସଭାପତି ସୁରେଶ ଷଡ଼ଙ୍ଗୀ,ସମ୍ପାଦକ ସଞ୍ଜୟ ତ୍ରିପାଠୀ,ଜିଲ୍ଲା କାର୍ଯକାରୀ ସଭାପତି ଅନିଲ ସାହୁ,ଜିଲ୍ଲା ସମ୍ପାଦକ ଶଙ୍କର ମିଶ୍ର ପ୍ରମୁଖଙ୍କ ନେତୃତ୍ୱରେ ଶିକ୍ଷକ  ମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ,ଉଚ୍ଚଶିକ୍ଷା ମନ୍ତ୍ରୀ,ଆଇନ ମନ୍ତ୍ରୀଙ୍କୁ ଏକ ଦାବୀପତ୍ର ବଲାଙ୍ଗୀର ବିଡ଼ିଓ ହୃଷିକେଶ ଗଣ୍ଡଙ୍କ ଜରିଆରେ ପ୍ରଦାନ କରାଯାଇଛି।ଏହି ଦାବୀପତ୍ରରେ ସମସ୍ତ ଯୋଗ୍ୟ ସ୍କୁଲ ଓ କଲେଜକୁ ଜିଆଇଏ ଅନ୍ତର୍ଭୁକ୍ତ କରାଯାଇ ନୂତନ ଅନୁଦାନ ପ୍ରାପ୍ତ ସ୍କୁଲ ଓ କଲେଜର ଶିକ୍ଷକ ଏବଂ କର୍ମଚାରୀଙ୍କୁ ପେନସନ ଓ ସେବା ସର୍ତ୍ତ ପ୍ରଦାନ କରିବା,ନୂତନ ଅନୁଦାନ ପ୍ରାପ୍ତ ସ୍କୁଲ ଓ କଲେଜ ର ଶିକ୍ଷକ ଓ ଅଣଶିକ୍ଷକ ପଦବୀରେ ନିଯୁକ୍ତି ଶୀଘ୍ର ଆରମ୍ଭ କରାଯାଉ ଏବଂ ଅବସର ଗ୍ରହଣର ବୟସ ୬୦ ବର୍ଷରୁ ବଢ଼ାଇ ୬୨ବର୍ଷ କରାଯାଉ,ସମସ୍ତ ବର୍ଗର କର୍ମଚାରୀଙ୍କ

ବେତନ ବୈଷମ୍ୟ ଦୂର କରାଯାଉ ଏବଂ ଚୁକ୍ତିଭିତ୍ତିକ ଶିକ୍ଷକ ମାନଙ୍କୁ ୬ଟି ନୋସନାଲ ବେତନ ବୃଦ୍ଧି ପ୍ରଦାନ କରାଯାଉ, ସମସ୍ତ ଅନୁଦାନ ପ୍ରାପ୍ତ ଓ ନୂତନ ଅନୁଦାନପ୍ରାପ୍ତ ସ୍କୁଲ ଓ କଲେଜକୁ ସରକାରୀକରଣ କରାଯାଇ ସମସ୍ତଙ୍କ ପାଇଁ ପୁରୁଣା ପେନସନ ବ୍ୟବସ୍ଥା ଲାଗୁ କରାଯାଉ ବୋଲି ଉଲ୍ଲେଖ ହୋଇଛି।ଏହି ଦାବୀ ପତ୍ର ପ୍ରଦାନ ସମୟରେ ଓଷ୍ଟା ରାଜ୍ୟ ଉପସଭାପତି ସୁଧୀର ନାଏକ,ସଭ୍ୟ ଜଗନ୍ନାଥ ସାହୁ,ସରୋଜ ସାହୁ,ମଦନ ମୋହନ ରଥ,ରାଜକିଶୋର ଭଞ୍ଜ,ମନୋଜ ଧଳ,ପ୍ରଦୀପ ନାଏକ, ବୈକୁଣ୍ଠ ଜେନା,ସୁଧାଂଶୁ ଶତପଥି,ଗୋବିନ୍ଦ ବଗର୍ତ୍ତୀ, ପରେଶ ଯୋଶୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026

You Might Also Like