-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଆମ ଉତ୍କଳ ମହିଳା ବିକାଶ ପରିଷଦ* ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||     

HOME   ଜିଲ୍ଲା

ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ

05-Aug-2026



 

ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ )

ସମ୍ବଲପୁର ଅଇଁଠାପାଲି ଥାନା ଅନ୍ତର୍ଗତ ଭାଲୁପାଲି ଛକ ନିକଟରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣାରେ ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ ଘଟିଛି।

ମିଳିଥିବା ସୂଚନା ଅନୁସାରେ, ତାଲବ ଗ୍ରାମରେ ଜନ୍ମିତ ଜସ୍ମିନ ଆଜି ଅପରାହ୍ନ ପ୍ରାୟ ୨:୩୦ ମିନିଟ୍ ସମୟରେ ନିଜ ସ୍କୁଟି ଯୋଗେ ଯାଉଥିବା ବେଳେ ଭାଲୁପାଲି ଛକ ନିକଟରେ ଏକ ଅଜଣା ଯାନ ତାଙ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ତାଙ୍କର ବିୟୋଗ ଘଟିଥିଲା।

ଜସ୍ମିନ ଜଣେ ବିବାହିତା ମହିଳା ଥିଲେ ଏବଂ ତାଙ୍କର ସ୍ୱାମୀଙ୍କ ସହ ଦୁଇଟି ସନ୍ତାନ ଅଛନ୍ତି। ତାଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ତାଲବ ଗ୍ରାମ ସମେତ ସମ୍ବଲପୁରର ସାମ୍ବାଦିକ ମହଲରେ ଗଭୀର ଶୋକର ଛାୟା ଖେଳିଯାଇଛି।

ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରାଯାଉଛି।

ଓଁ ଶାନ୍ତି! ?


News Comment




Photo in News

Advertisment
Lastest News
ଆମ ଉତ୍କଳ ମହିଳା ବିକାଶ ପରିଷଦ* ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026

You Might Also Like