-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||     

HOME   ଜିଲ୍ଲା

ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ

06-Aug-2026



ବରଗଡ଼(ତୁଳସୀ ଚରଣ ଦାଶ):  ବରଗଡ଼ ଖଜୁରଟିକ୍ରା ସ୍ଥିତ ପ୍ରଜାପିତା ବ୍ରହ୍ମା କୁମାରୀ ଇଶ୍ଵରୀୟ ବିଶ୍ଵ ବିଦ୍ୟାଳୟରେ ସଂସ୍ଥା ର ମୁଖ୍ୟ ସଂଚାଳିକା ଯଶୋଦା ଭଉଣୀଙ୍କ ଆବାହକତ୍ୱରେ ଆଜି ଠାରୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ନିଶା ମୁକ୍ତି ପ୍ରତିଜ୍ଞା ମହା ଅଭିଯାନ  ପରିପ୍ରେକ୍ଷୀରେ ମୁଖ୍ୟ ଅତିଥି ଭାବେ ବରଗଡ଼ ପୌରାଧ୍ୟକ୍ଷା ଶ୍ରୀମତୀ କଲ୍ପନା ମାଝୀ ଯୋଗଦେଇ ସମଗ୍ର ଦେଶକୁ ନିଶା ଗ୍ରାସ କରିଥିବାରୁ ଉଦବେଗ ପ୍ରକାଶ କରିବା ସହିତ ସମସ୍ତେ ନିଶା କୁ ବର୍ଜନ କରିବା ପାଇଁ ସଂକଳ୍ପ

ନେବାକୁ ପରାମର୍ଶ ଦେଇଥିଲେ । ଏହି ଅବଧି ମଧ୍ୟରେ ଅନ୍ୟୁନ ଦଶ କୋଟି ଲୋକଙ୍କୁ ନିଶା ନିବାରଣ ପାଇଁ ପ୍ରବର୍ତ୍ତାଇବା ବୋଲି ଶ୍ରୀମତୀ ମାଝୀ ତାଙ୍କ ବକ୍ତବ୍ୟରେ ପ୍ରକାଶ କରିଥିଲେ । ଏଥିରେ ସଂସ୍ଥା ର ସମସ୍ତ ଭାଇ ଭଉଣୀ ଯୋଗଦେଇ ନିଶା ମୁକ୍ତି ଅଭିଯାନ ରେ ସାମିଲ ହୋଇ ଭାରତକୁ ନିଶା ମୁକ୍ତ କରିବାକୁ ସଂକଳ୍ପ ନେଇଥିଲେ । ଆଜିର କାର୍ଯ୍ୟକ୍ରମ ର ମଞ୍ଚ ସଂଚାଳନ କରିଥିଲେ ଝିଲ୍ଲୀ ଭଉଣୀ  । 
         ---------×××---------


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026

You Might Also Like