-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||     

HOME   ଜିଲ୍ଲା

ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*

06-Aug-2026



 

     ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ )- ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ଶୁଭ୍ରାଂଶୁ ପାଢ଼ୀ ଓ ସମ୍ବଲପୁର ବିଜେପି ଜିଲ୍ଲା ସଭାପତି ରାମ ଚନ୍ଦ୍ର ମେହେର ଙ୍କ ଅନୁମୋଦନ କ୍ରମେ ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ସଭାପତି ମିତ୍ରଭାନୁ ପ୍ରଧାନ ଆଜି ତାଙ୍କର ଜିଲ୍ଲା ଟିମ ର ସମସ୍ତ ପଦବୀ ର ପଦାଧିକାରୀ ଙ୍କ ନାମ ଘୋଷଣା କରିଛନ୍ତି ।

     ବିଜେପି ରାଜ୍ୟ ପ୍ରବକ୍ତା ତଥା କ୍ଷେତ୍ରିୟ ଗଣମାଧ୍ୟମ ସଂଯୋଜକ ମାନସ ରଞ୍ଜନ ବକ୍ସି ଙ୍କ ଦ୍ଵାରା ପ୍ରଦତ୍ତ ସୂଚୀ ମୁତାବକ ଜିଲ୍ଲା ଉପସଭାପତି ଭାବରେ ସୁଜୟ ପାଣିଗ୍ରାହୀ, ଶ୍ରୀକାନ୍ତ ପଟେଲ, ଯମୁନା ମହାକୁଡ଼, ସନ୍ତୋଷ କୁମାର ଧଳ ଓ ମନୋରଞ୍ଜନ ନାୟକ ଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିବା ବେଳେ ଜିଲ୍ଲା ସାଧାରଣ ସମ୍ପାଦକ ଭାବରେ ଦୁଷ୍ମନ୍ତ ବିଶ୍ୱାଳ ଓ ସୁବୋଧ ପଟେଲ ଙ୍କୁ ଦାୟିତ୍ୱ ଦିଆଯାଇଛି । 

      ମୋର୍ଚ୍ଚା ର ଜିଲ୍ଲା ସମ୍ପାଦକ ଭାବରେ ସ୍ୱର୍ଣ୍ଣଲତା ପ୍ରଧାନ, ଅରୁଣ ପ୍ରଧାନ, ନିଶା ତ୍ରିପାଠୀ, ଆର୍ତ୍ତତ୍ରଣ ପଣ୍ଡା ଓ ନିର୍ମଳ ବଢ଼େଇ ଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିବା ବେଳେ ନିଳାମ୍ବର ସାହୁ ଙ୍କୁ ଜିଲ୍ଲା କୋଷଧକ୍ଷ ଦାୟିତ୍ୱ ଦିଆଯାଇଛି ।

      ସେହିପରି କୃଷକ ମୋର୍ଚ୍ଚା ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଭାବେ ରମେଶ ରାଏ, ସୁରଜ ସେନାପତି, ରଞ୍ଜିତା ମାଝୀ, ସୁମନ୍ତ ପଟେଲ, ସଞ୍ଜୟ କୁମାର ପ୍ରଧାନ, ଶ୍ରବଣ କୁମାର ସାହୁ, ସୁଦୀପ୍ତ ପଟେଲ, ନୁଆସ ବାଘ୍, କବିତା ସେଠ, ଅର୍ଜୁନ ସାହୁ, ଅଶୋକ ନାଥ, ରାମକୃଷ୍ଣ ଦାସ, ଅମୂଲ୍ୟ ପ୍ରଧାନ, ସୁରେଶ ଛନ୍ଦ, ବେବିନା କଠାର, ରାଧେଶ୍ୟାମ ପ୍ରଧାନ, ସୁରଜ ସେନାପତି, ବାବୁଲାଲ ସାହୁ, ଭିକ୍ଷୁ ଦମୋଦର ପଟେଲ, ସୁଦୀପ୍ତ ପଟେଲ, କହ୍ନେଇ ଚରଣ ନାୟକ, ନବୀନ ପଲେଇ, ଅଭିଷେକ ପ୍ରଧାନ ଓ ସଞ୍ଜୀବ ପ୍ରଧାନ ଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି । 

      ଜିଲ୍ଲା ସଂଗଠନକୁ ଅଧିକ ସୁଦୃଢ଼ କରିବା, ସାଙ୍ଗଠନିକ କାର୍ଯ୍ୟକ୍ରମକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ଏବଂ କୃଷକମାନଙ୍କୁ ସଂଗଠନ ସହ ଯୋଡ଼ିବା ଲକ୍ଷ୍ୟରେ ଏହି ନୂତନ କାର୍ଯ୍ୟକାରିଣୀ ଗଠନ କରାଯାଇଛି । ନୂତନ ପଦାଧିକାରୀମାନେ ସଂଗଠନର ନୀତି, ଆଦର୍ଶ ଓ କାର୍ଯ୍ୟକ୍ରମକୁ ସାଧାରଣ ଲୋକଙ୍କ ମଧ୍ୟରେ ପହଞ୍ଚାଇବା ସହ ଜିଲ୍ଲାରେ କୃଷକ ମୋର୍ଚ୍ଚାକୁ ଆହୁରି ସକ୍ରିୟ କରିବା ପାଇଁ କାମ କରନ୍ତୁ ବୋଲି ବିଜେପି ରାଜ୍ୟ ପ୍ରବକ୍ତା ମାନସ ରଞ୍ଜନ ବକ୍ସି ଆହ୍ୱାନ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026

You Might Also Like