-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ

07-Aug-2026



ବାଲିଗୁଡା(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ଆରମ୍ଭ ହୋଇଛି l ଏହି ଚମ୍ପିୟାନସିପ ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଦିନ ଫାଇନାଲ ଖେଳ ଅନୁଷ୍ଠିତ ହେବ l ଏଥିରେ ବାଲିଗୁଡା ସମେତ ସୀତାପଡି, ସୁଣ୍ଡରୁମିଲା,ସଲଗା ପଦର, ଡୋପାସାହି, ସିନ୍ଦ୍ରିଗାଁ, ବରିପଡା, ବାରଖମା,ସିପାଞ୍ଜିରୀ, ପାଦେରୀପଡା,ବାଲିସୁଗା, ଓ ପାକୁଲଦା ଗ୍ରାମର ଫୁଟବଲ ଦଳ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି l ଶୁକ୍ରବାର ର ପ୍ରଥମ ମ୍ୟାଚ ପାଦେରୀପଡା ବନାମ ବାଲିସୁଗା ମଧ୍ୟରେ ଅନୁଷ୍ଠିତ ହୋଇଥିବା ବେଳେ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କେହି କାହାରିକୁ ଗୋଲ ଦେବାରେ ଅସମର୍ଥ ହେବାରୁ ପେନାଲଟିକ ସୁଟ ଜରିଆରେ ୪-୩ ଗୋଲ ରେ ପାଦେରୀପଡା ଦଳ ବିଜୟୀ ହୋଇଥିଲା l ଦ୍ୱିତୀୟ ମ୍ୟାଚ ମଧ୍ୟ ସେହିପରି ପେନାଲଟିକ ସୁଟ ଜରିଆରେ ସୀତାପଡି  ବନାମ ସୁଣ୍ଡରୁମିଲା ମଧ୍ୟରେ ଅନୁଷ୍ଠିତ ହୋଇ ୩-୨ ଗୋଲ ରେ

ସୁଣ୍ଡରୁମିଲା ଦଳ ବିଜୟୀ ହୋଇଥିଲା l ଏଥିରେ ରେଫେରୀ ଭାବେ ଶମ୍ଭୁନାଥ ମଲିକ, ତ୍ରିନାଥ ମଲିକ, ଟାର୍ଜନ ଦିଗାଳ, ଓ ସଞ୍ଜୟ ବେହେରା ଉପସ୍ଥିତ ରହି ସୁଚାରୁ ଭାବେ ପରିଚାଳନା କରିଥିଲେ l ସ୍ଥାନୀୟ ଉପଖଣ୍ଡ କ୍ରୀଡା ସଂଘ ତରଫରୁ ସୁଶାନ୍ତ କୁମାର ଦାସ, ଗଙ୍ଗାଧର ପଣ୍ଡା, ପ୍ରଶାନ୍ତ କୁମାର ସାହୁ, ଇଲିଆସ ଦିଗାଳ, ରଞ୍ଜନ କୁମାର ନାୟକ, ବ୍ରଜ ଶେଖର ନାୟକ, ସୂର୍ଯ୍ୟ ନାରାୟଣ ସୁଆର, ସୌମ୍ୟ ରଞ୍ଜନ ନାୟକ, ନଳିନୀ କାନ୍ତ ବେହେରା ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ l ଶନିବାର ର ପ୍ରଥମ ମ୍ୟାଚ ଡୋପାସାହି ସହ ସିନ୍ଦ୍ରିଗାଁ ଏବଂ ଦ୍ୱିତୀୟ ମ୍ୟାଚ ବାଲିସୁଗା ସହ ପାକୁଲଦା ଗ୍ରାମର ସଂଘର୍ଷ ପୂର୍ଣ୍ଣ ମ୍ୟାଚ ଅନୁଷ୍ଠିତ ହେବ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like