-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ

09-Aug-2026



ରେଙ୍ଗାଲିକ୍ୟାମ୍ପ(ଆକାଶ ମିଶ୍ର):  ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ଅତାବିରା ବ୍ଲକର ବାର୍ଷିକ ସମ୍ମିଳନୀ ସ୍ଥାନୀୟ ଲାରାସରା ଉଚ୍ଚ ବିଦ୍ୟାଳୟ ପରିସରରେ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି।ବ୍ଲକ ଓଷ୍ଟା ସଭାପତି ବାଳମୁକୁନ୍ଦ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ବ୍ଲକ ସମ୍ପାଦକ ପ୍ରସନ୍ନ କୁମାର ବେହେରା, ଜିଲ୍ଲା ଓଷ୍ଟା ଉପସଭାପତି ସଚ୍ଚିଦାନନ୍ଦ ପ୍ରଧାନ, ଉପସଭାନେତ୍ରୀ ଅନୁସୂୟା ଦେବତା, ଯୁଗ୍ମ ସମ୍ପାଦକ ଯାଦବ ପ୍ରଧାନ, ପୂର୍ବତନ ବ୍ଲକ ସଭାପତି ତଥା ଲାଦରପାଲି ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ହିମାଂଶୁ ଶେଖର ସାହୁ ଏବଂ ଲାରସରା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ମନବୋଧ ମାଝୀ ପ୍ରମୁଖ ମଞ୍ଚାସୀନ ଥିଲେ।ସଭା ପ୍ରାରମ୍ଭରେ ମଞ୍ଚାସୀନ ଅତିଥିମାନଙ୍କ ଦ୍ୱାରା ବିଘ୍ନବିନାଶକ ପ୍ରଭୁ ଗଣେଶ ଓ ମା' ସରସ୍ୱତୀଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା ଏବଂ ପ୍ରଦୀପ ପ୍ରଜ୍ଜ୍ୱଳନ କରାଯାଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା। ଶିକ୍ଷକ ପ୍ରମୋଦ କୁମାର ଗଡତିଆ ଅତିଥି ପରିଚୟ ପ୍ରଦାନ କରିବା ସହ ସ୍ୱାଗତ ଭାଷଣ ଦେଇଥିଲେ। ଏହାପରେ ବ୍ଲକ ସମ୍ପାଦକ ଶ୍ରୀଯୁକ୍ତ ବେହେରା ବାର୍ଷିକ ଆୟ-ବ୍ୟୟର ବିବରଣୀ ପାଠ କରିଥିଲେ।
ସଭାପତି ଶ୍ରୀଯୁକ୍ତ ସାହୁ ଉପସ୍ଥିତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀମାନଙ୍କୁ ସେମାନଙ୍କର ବିଭିନ୍ନ ସମସ୍ୟା ଉପସ୍ଥାପନ କରିବାକୁ ଆହ୍ୱାନ କରିଥିଲେ। ଏହି ଅବସରରେ ଉପସ୍ଥିତ ସଦସ୍ୟମାନେ ସେମାନଙ୍କର ବ୍ୟକ୍ତିଗତ ଓ ସାମୂହିକ ସମସ୍ୟା ଗୁଡ଼ିକ ଆଲୋଚନା କରିଥିଲେ। ଜିଲ୍ଲା ଉପସଭାପତି ଶ୍ରୀଯୁକ୍ତ ପ୍ରଧାନ ଏହିସବୁ ସମସ୍ୟାର ସମାଧାନ ଦିଗରେ ଓଷ୍ଟା ସଂଗଠନ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ଏବଂ ଆଗାମୀ କାର୍ଯ୍ୟପନ୍ଥାର ବିସ୍ତୃତ ରୂପରେଖ ଉପସ୍ଥାପନ କରିଥିଲେ। ସଂଗଠନକୁ ଅଧିକ ସୁଦୃଢ଼ କରିବା ସହ ଗଣତାନ୍ତ୍ରିକ ଆନ୍ଦୋଳନ ମାଧ୍ୟମରେ ସରକାରଙ୍କ ଉପରେ ଚାପ ସୃଷ୍ଟି କରି ଶିକ୍ଷକ ଓ କର୍ମଚାରୀଙ୍କ ନ୍ୟାର୍ଯ୍ୟ ଅଧିକାର ହାସଲ କରିବା ଉପରେ ମଞ୍ଚାସୀନ ଅତିଥିମାନେ ଗୁରୁତ୍ୱାରୋପ କରିଥିଲେ।
ଏହି ସମ୍ମିଳନୀରେ ପୂର୍ବତନ ବ୍ଲକ ସମ୍ପାଦକ ଓକିଲ ପ୍ରଧାନ, ପ୍ରଧାନଶିକ୍ଷକ ସଞ୍ଜୟ ଯଶ୍ୱାଲ, ଚତୁର୍ଥ ଶ୍ରେଣୀ କର୍ମଚାରୀ ସଂଘର ଜିଲ୍ଲା ଉପସଭାପତି ଅଚ୍ୟୁତାନନ୍ଦ ନାଥ, ରାଜ୍ୟ ଇ.ସି. ମେମ୍ବର ଚନ୍ଦ୍ରମଣି ସିଂ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଡିଗ୍ରୀ

ଚରଣ ଧର, ରାଧେଶ୍ୟାମ ବାଗ,    ଶିକ୍ଷୟିତ୍ରୀ ଜ୍ୟୋତି କିରନ ମହାନ୍ତି, ସରମା ନାଏକଙ୍କ ସମେତ ଅତାବିରା ବ୍ଲକର ସମସ୍ତ ସରକାରୀ ଓ ନୂତନ ଅନୁଦାନପ୍ରାପ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀ, କର୍ମଚାରୀ, କର୍ମକର୍ତ୍ତା ଏବଂ ୫୦ରୁ ଊର୍ଦ୍ଧ୍ୱ ଓଷ୍ଟା ପ୍ରେମୀ ଯୋଗଦେଇଥିଲେ।
ଶିକ୍ଷୟିତ୍ରୀ ପ୍ରମୋଦିନୀ ସାହୁ, ଶିକ୍ଷକ ମୋତିଲାଲ ରଣା, ପୁରନ୍ଦର ପ୍ରଧାନଙ୍କ ସମେତ ସମସ୍ତ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସକ୍ରିୟ ସହଯୋଗ କରିଥିବା ବେଳେ ଶେଷରେ ଓଷ୍ଟା ବ୍ଲକ ସଂଗଠନର ବାବୁଲାଲ ପାଣ୍ଡିଆ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like