-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ

09-Aug-2026



ବଲାଙ୍ଗୀର(ପ୍ରେରଣା ଖବର):  କମ ସମୟରେ କି ସ୍ୱଳ୍ପ ପରିଶ୍ରମ ରେ ସଫଳତା ପାଇ ହେବନାହିଁ। ଛାତ୍ର ଛାତ୍ରୀମାନେ ନିଜର ଲକ୍ଷ୍ୟ ପଥରେ ଆଗକୁ ବଢିବାପାଇଁ ନିରନ୍ତର  ଉଦ୍ୟମ ଜାରିରଖିଲେ  ହିଁ ସଫଳତା ମିଳିଥାଏ ।ଯୁବୋଦୟ ମହାବିଦ୍ୟାଳୟ ଆଜି ସମଗ୍ର ଓଡ଼ିଶାରେ ନିଜର ସ୍ୱତନ୍ତ୍ରତା ପାଇଁ, ଶିକ୍ଷାଦାନ ଶୈଳୀ, ସର୍ବୋଚ୍ଚ ପରୀକ୍ଷା ଫଳ ପାଇଁ ପରିଚିତ। ଏହି ସଫଳତାର ଶ୍ରେୟ ଶିକ୍ଷାନୁଷ୍ଠାନର ଲଗାତାର ଉଦ୍ୟମ ବୋଲି କହିଛନ୍ତି ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ର ଚକ୍ଷୁ ବିଭାଗ ର ବିଭାଗୀୟ ମୁଖ୍ୟ ଡାକ୍ତର ସଚଳା ଭୋଇ। ଯୁବୋଦୟ ମହାବିଦ୍ୟାଳୟ ସକମା ର କନଫରେନ୍ସ  ହଲ ରେ ଆୟୋଜିତ ଯୁବୋଦୟ ଆଚିଭର  ମିଟ ୨୦୨୬ରେ NEET ଓ JEE ରେ ସଫଳତା ପ୍ରାପ୍ତ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା ପ୍ରଦାନ ଅବସରରେ ସେ ଏହି କଥା କହିଛନ୍ତି। କାର୍ଯ୍ୟକ୍ରମରେ ସଭାପତିତ୍ୱ କରି ଯୁବୋଦୟ ର ନିର୍ଦେଶକ ଶ୍ରୀ ଅମ୍ବରିଶ ଦାଶ ଛାତ୍ର ଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଓଡ଼ିଶାର ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ରେ କୌଣସି ସାଲିସ କରାଯାଉନଥିବାରୁ  ହଜାର ହଜାର ବାପା ମା ଙ୍କ ଆଶା ଓ ବିଶ୍ୱାସର ଶିକ୍ଷାନୁଷ୍ଠାନ ହୋଇପାରିଥିବା ଯୁବୋଦୟ ପ୍ରତ୍ୟେକ ବର୍ଷ ସଫଳତା ର ନୂଆଁ କୀର୍ତ୍ତିମାନ ସ୍ଥାପନ କରି ଆଗକୁ ବଢୁଛି। ମେଡିକାଲ, ଇଞ୍ଜିନିଅରିଙ୍ଗ, ଆଇ ଆଇ ଟି, ଏନଆଇ ଟି ରେ ଫ୍ରେଶର ପିଲା ସଫଳତା ପାଇବା ଆମର ସ୍ୱତନ୍ତ୍ରତା। ମାତ୍ର ଏଥିପାଇଁ ଆମେ ଗୁଣାତ୍ମକ ଶିକ୍ଷା ଦାନରେ କୌଣସି ସାଲିସ କରିନାହୁଁ ବୋଲି ମତ ଦେଇଥିଲେ ।ଏହି

ଅବସରରେ  NEET  ପରୀକ୍ଷାରେ  ପଶ୍ଚିମ ଓଡିଶାର ଟପ୍ପର  ୬୫୮ ମାର୍କ ଓ AIR ୯୫୬ ବିଶ୍ୱଜିତ ସାହୁ,ଆଶୀର୍ବାଦ ତ୍ରିପାଠୀ ୬୫୩ ମାର୍କ,ଓମପ୍ରକାଶ ପ୍ରଧାନ ୬୪୪ ମାର୍କ,ବିଭୁଦତ୍ତ ଗଡ଼ତ୍ୟା ୬୩୭ ମାର୍କ, ରିତେଶ ରିସନ ସାହୁ ୬୨୯ ମାର୍କ, ଜ୍ୟୋତିପ୍ରକାଶ ଭୋଇ ୬୨୭ ମାର୍କ, ରେଶମା ପଣ୍ଡା ୬୨୦ ମାର୍କ, ଶୁଭଶ୍ରୀ ବିଶ୍ୱାଳ ୬୧୨ ମାର୍କ, ଅନନ୍ୟା ପଧାନ ୬୧୦ ମାର୍କ, ବୈଭବ ଦାସ ୬୦୭ ମାର୍କ ଓ   JEE  ପଶ୍ଚିମ ଓଡିଶା ଟପ୍ପର  ରଖିଥିବା

କୌଶିକ କୁମାର ସାହୁ,୯୯. ୯୩  ପରସେଣ୍ଟାଇଲ ଶ୍ଳୋକ ସୌରଭ ସାହୁ ୯୯. ୩୨ ପରସେଣ୍ଟାଇଲ, ଜିଜ୍ଞ୍ୟାସୁ କୁମାର ସାହୁ ୯୮. ୮୩ ପରସେଣ୍ଟାଇଲ, ଧରମେଶ ଦର୍ଶନ ସେଠ ୯୮. ୬୪ ପରସେଣ୍ଟାଇଲ, ଅଭିନଵ ବଗର୍ତ୍ତୀ ୯୭. ୭୮ ପରସେଣ୍ଟାଇଲ, ପ୍ରିୟଦର୍ଶିନୀ ପଧାନ ୯୭. ୬୬ ପରସେଣ୍ଟାଇଲ, ଅନିଶ କୁମାର ପାଣିଗ୍ରାହୀ ୯୪. ୪୫, ପ୍ରେମଆନନ୍ଦ ମେହେର ୯୬. ୪୦ ପରସେଣ୍ଟାଇଲ, ଦେବ ଆଚାର୍ଯ୍ୟ ୯୬…୩୨ଙ୍କ ସମେତ ଉଚ୍ଚାଙ୍ଗ ସଫଳତା ପ୍ରାପ୍ତ  ଶତାଧିକ ଛାତ୍ରଛାତ୍ରୀଙ୍କୁ ମାନପତ୍ର ଓ ସ୍ମାରକୀ ଦେଇ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଅଧ୍ୟାପକ ସନ୍ଦୀପ କୁମାର କୁଅଁର ଓ ଅଧ୍ୟାପକ ରଜତ କୁମାର ପାଣିଗ୍ରାହୀ ସମ୍ବର୍ଦ୍ଧନା ସମାରୋହକୁ ସଂଯୋଜନା କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like