-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ

09-Aug-2026



ପୁଇଁତଲା, (ପ୍ରେରଣା ଖବର) ଆଜି ଅଗଷ୍ଟ କ୍ରାନ୍ତି ଦିବସ ଅବସରରେ ସ୍ୱାଧୀନତା ସଂଗ୍ରାମର ସେହି ଅମର ଗାଥା ଏବଂ ବୀର ଶହୀଦଙ୍କ ତ୍ୟାଗ ଓ ବଳିଦାନକୁ ସମ୍ମାନ ଜଣାଇ ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଆହ୍ୱାନ କ୍ରମେ 'ହର୍ ଘର୍ ତ୍ରିରଙ୍ଗା' ଅଭିଯାନର ଶୁଭାରମ୍ଭ ଦେଶର କୋଣ-ଅନୁକୋଣରେ ଏକ ଅଭୂତପୂର୍ବ ଗଣ-ଉତ୍ସାହ ସୃଷ୍ଟି କରିଛି l ଏହି କ୍ରମରେ ପୁଇଁତଲା ବ୍ଲକରେ ଆରମ୍ଭ ହୋଇଥିବା ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ ଯୋଗ ଦେଇଥିଲେ l ଏହି ଶୋଭାଯାତ୍ରା ମହାନ ସ୍ୱାଧୀନତା ସଂଗ୍ରାମୀ ଶହୀଦ ଧରମ ସିଂ ମାନ୍ଧତା ଙ୍କ ସ୍ମୃତିପୀଠ ଐତିହ ଗ୍ରାମ ଆଟଗାଁରୁ ଆରମ୍ଭ ହୋଇଥିଲା l ଶହୀଦ ଧରମ ସିଂ ମାନ୍ଧତା ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ପରେ ବାଇକ ରେଲି ମହାଦେବପାଳି ଶିବମନ୍ଦିର ଛକ, ଦଶପୁର ହାଟପଦା, ତେଣ୍ଡିପାଲି, ଛତାପିପିଲ, କୁରେଭନା, ମେହେରମୁଣ୍ଡା, ରଣ୍ଡା, ସାତମାଇଲ ଛକ, ଅଙ୍କରିଆପଦର, ଜାମଗାଁରେ ଶେଷ ହୋଇଥିଲା l ଜାତୀୟ ପତାକାକୁ ଉଚ୍ଚ ସ୍ଥାନରେ ରଖିବା ଆମ ସମସ୍ତଙ୍କର ଦାୟୀତ୍ୱ l ତ୍ରିରଙ୍ଗା ମାଧ୍ୟମରେ ଜାତୀୟତାବାଦ, ରାଷ୍ଟ୍ରବାଦ ପ୍ରଚାର କରିବା ସହ ଦେଶପ୍ରେମ ଜାଗ୍ରତ କରିବା ଏହି ଶୋଭାଯାତ୍ରର ମୂଳ ଉଦ୍ଦେଶ୍ୟ ବୋଲି ମନ୍ତ୍ରୀ ଡ଼. ମହାଳିଙ୍ଗ ଉଦବୋଧନ ଦେବାସହ ଆସନ୍ତୁ ସମସ୍ତେ ମିଶି ଆସନ୍ତା ଅଗଷ୍ଟ ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ନିଜ ନିଜ ଘରେ ଓ ଅନୁଷ୍ଠାନରେ ଗୌରବମୟ ତ୍ରିରଙ୍ଗା ପତାକା ଉଡ଼ାଇ 'ହର ଘର ତ୍ରିରଙ୍ଗା' ଅଭିଯାନକୁ ଏକ ଐତିହାସିକ ଗଣ-ଉତ୍ସବରେ ପରିଣତ କରିବା ପାଇଁ ସମସ୍ତ ଙ୍କୁ ଆହ୍ୱାନ କରିଥିଲେ l ଉକ୍ତ କାର୍ଯ୍ୟକ୍ରମ ରେ ବିଧାୟକ ଙ୍କ ପୁଇଁତଲା ପ୍ରତିନିଧି ଅଜିତ ପଣ୍ଡା, ବ୍ଲକ ଯୁବ ସଭାପତି ସୁଜିତ କୁମାର ବେହେରା, ଯୁବନେତା କୈଳାସ ଗହୀର, ମଣ୍ଡଳ ସଭାପତି ଲକ୍ଷ୍ମଣ ପାତ୍ର ଙ୍କ ସମେତ ବହୁ ସଂଖ୍ୟାରେ ବିଜେପି କାର୍ଯ୍ୟକର୍ତ୍ତା ସାମିଲ ଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like