-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ

10-Aug-2026



ବଲାଙ୍ଗୀର(ପ୍ରେରଣା ଖବର): ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ ଜନସହଭାଗିତାରେ ପାଳନ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ଅତିରିକ୍ତ ଜିଲ୍ଲାପାଳ ଡ. ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ନିଷ୍ପତ୍ତି ଅନୁଯାୟୀ, ଅଗଷ୍ଟ ୧୧ରେ ସକାଳ ୧୦ଟାରେ ସର୍କିଟ୍ହାଉସ୍‌ରୁ ତ୍ରିରଙ୍ଗା ମାର୍ଚ୍ଚ ବାହାରି ସରକାରୀ ମହିଳା ମହାବିଦ୍ୟାଳୟରେ ପହଞ୍ଚିବ। ସେଠାରେ ତ୍ରିରଙ୍ଗା କନସର୍ଟ, ଦେଶାତ୍ମବୋଧକ ସଙ୍ଗୀତ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ହେବ। ଅଗଷ୍ଟ ୧୩ରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନିକଟସ୍ଥ କଲ୍ୟାଣ

ମଣ୍ଡପ ପରିସରରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଓ ଛାତ୍ରୀଙ୍କ ଦ୍ୱାରା ତ୍ରିରଙ୍ଗା ଥିମ୍‌ରେ ରଙ୍ଗୋଲି ପ୍ରଦର୍ଶନୀ ହେବ। ଅଗଷ୍ଟ ୧୪ରେ ଜିଲ୍ଲା ସଂସ୍କୃତି ଭବନରେ ‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ ପାଳନ ହେବ। ଏହି ଅବସରରେ ଦୁଇ ମିନିଟ୍‌ ନୀରବ ପ୍ରାର୍ଥନା ଓ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶନ କରାଯିବ।
ଜିଲ୍ଲାର ବିଭିନ୍ନ ବ୍ଲକ, ଗ୍ରାମ ପଞ୍ଚାୟତ ଓ ପୌରାଞ୍ଚଳରେ ମଧ୍ୟ ଅଭିଯାନକୁ ସୁଚାରୁ ଭାବେ ପାଳନ ପାଇଁ ବିଭାଗଗୁଡ଼ିକୁ ଦାୟିତ୍ୱ ଦିଆଯାଇଛି। ପ୍ରମୁଖ ସରକାରୀ କୋଠା, ଡାକ୍ତରଖାନା, ଛକ, ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଓ ପର୍ଯ୍ୟଟନସ୍ଥଳୀକୁ ତ୍ରିରଙ୍ଗା ଆଲୋକମାଳା ଓ ତୋରଣରେ ସଜାଯିବ। କାର୍ଯ୍ୟକ୍ରମଗୁଡ଼ିକରେ ଶାନ୍ତିଶୃଙ୍ଖଳା, ଟ୍ରାଫିକ୍ ନିୟନ୍ତ୍ରଣ, ଅଗ୍ନି

ନିରାପତ୍ତା, ଆମ୍ବୁଲାନ୍ସ ଓ ବିଦ୍ୟୁତ୍ ଯୋଗାଣ ପାଇଁ ଆବଶ୍ୟକ ବ୍ୟବସ୍ଥା କରାଯାଇଛି।
ବୈଠକରେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀ ରଞ୍ଜନ ମିଶ୍ର, ଜିଲ୍ଲା କ୍ରିଡା ଅଧିକାରୀ ହରି ଓମ ଶମ୍ଭୁ ନାରାୟଣ ମିଶ୍ର, କ୍ରିଡାବାସ ଅଧିକ୍ଷକ ପରାସର ବାଗ, ପୌରପରିଷଦ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରାଜେନ୍ଦ୍ର କୁମାର ମାଝି ସମେତ ବିଭିନ୍ନ ମହାବିଦ୍ୟାଳୟର ଅଧ୍ୟକ୍ଷ, ବିଭାଗୀୟ ଅଧିକାରୀ ଓ ସମାଜସେବୀ ବୃନ୍ଦ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like