-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)

10-Aug-2026



ବିନିକା(ହିମାଂଶୁ ଶେଖର  ପୁଟେଲ)ସୁବର୍ଣ୍ଣପୁର ଜିଲ୍ଲାର ବିନିକା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ଜିଲ୍ଲାପାଳ ଡ. ନୃପରାଜ ସାହୁ ଓ ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୬୩ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା ।ସେଥିମଧ୍ୟରୁ ୪୪ଟି ବ୍ୟକ୍ତିଗତ,୧୯ଟି ସାମୂହିକ ଏବଂ ଗୋଟିଏ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ସହାୟତା ପାଇଁ ଆସିଥିଲା। ୧୨ଟି ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିଲା ଅନ୍ୟ ସମସ୍ତ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି। ଅନୁଷ୍ଟିତ ଏହି ଅଭିଯୋଗ ଶୁଣାଣି ଶିବିରରେ ରାଜସ୍ୱ ବିଭାଗ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ସାଧାରଣ ବିଭାଗ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ.ଉଷାରାଣୀ ଦାସ,ବିନିକା ତହସିଲଦାର ରସନା ଭୋଇ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶରତ ବାଗ, ସହାୟକ ଜିଲ୍ଲାପାଳ ଅଭିଯୋଗ ଶାଖା ପ୍ରିୟଦର୍ଶିନୀ ସାହୁ ପ୍ରମୁଖଙ୍କ ସମେତ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like