-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା

13-Aug-2026



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ):  ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଗଡ଼ଜାତ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ। ଚୋରୀ କୁ ନେଇ ଜନ ଅସନ୍ତୋଷ ବଢ଼ିବାରେ ଲାଗିଥିବା ବେଳେ ମାଁ କଣ କହିବେ ତାଙ୍କ ଉପରେ ସମସ୍ତଙ୍କ ନଜର ରହିଥିଲା। ସେଥିପାଇଁ ସିନ୍ଧେକେଲା ଗଡତିଆ ପରିବାରର ମୁଖ୍ୟ ତଥା ଦେବୀଙ୍କ ମୁଖ୍ୟ ସେବକ ଅରୁଣ ସିଂହଦେଓ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ 
ବୁଢ଼ାରଜା ଙ୍କ ଝାପିତଳ ମନ୍ଦିର (ଦେବୀ ଙ୍କ ବିଶେଷ ମନ୍ଦିର ଯୋଉ ଠାରେ ଦେବୀ ଙ୍କୁ କୌଣସି ଜରୁରୀ ସମୟରେ ଆବିର୍ଭାବ କରାଯାଏ ) ରେ ମନ୍ଦିରର ସମସ୍ତ ପ୍ରକାର ସେବାୟତ ମାନଙ୍କ ଉପସ୍ଥିତିରେ 
କାଳିସୀ ଦେହରେ ଦେବୀ ଙ୍କୁ ପାରମ୍ପରିକ ରୀତିନୀତିରେ ଆବାହନ କରି ଚୋରୀ ବିଷୟରେ ପଚାରି ବୁଝିଥିଲେ। ତେବେ ଦେବୀ ଘଟଣା ବିଷୟରେ ପୁଙ୍ଖାନୁପୁଙ୍ଖ କହିବାପରେ ଚୋରି ଯୋଗୁଁ ମନ୍ଦିର ଅଶୁଦ୍ଧି ହେବାପରେ ମୁଁ ନିଜେ ମୋ ଦେହରେ ନିଆଁ ଲଗାଇ ଦେବା ଫଳରେ ଦୁର୍ବୃତ୍ତମାନେ ଭୟରେ କିଛି ଅଳଙ୍କାର ଛାଡ଼ି ପଳାଇବା ସହ ସେମାନେ ଆଣିଥିବା କିଛି ସାମଗ୍ରୀ ମଧ୍ୟ ଛାଡି ପଳାଇଥିଲେ। ତେଣୁ ମୁଁ ଠିକ୍ ସମୟରେ ଏମାନଙ୍କୁ ଠିକ୍ ଜାଗାରେ ପହଞ୍ଚାଇ ଦେବୀ ବୋଲି କହିଥିଲେ। ଏହି ସମୟରେ ଜଣେ ଭକ୍ତ ରୁପା ମୁକୁଟ ଦାନ କରିବା ପାଇଁ ଦେବୀ ଙ୍କୁ ପଚାରିବାରୁ ମୋ ଚୋରୀ ହୋଇଥିବା ଅଳଙ୍କାର ପୁଣି ଫେରି ଆସିବ ବୋଲି କହିଥିଲେ। ଏବଂ ମୁଖ୍ୟ ସେବାୟତ ଶ୍ରୀ ସିଂହଦେଓ ଙ୍କୁ ତୁରନ୍ତ ମନ୍ଦିର ସଫାକରି ଭଲଭାବେ ଶୁଦ୍ଧି କରି ଚଣ୍ଡୀ ପାଠ ସହ ମନ୍ଦିର ପ୍ରତିଷ୍ଠା କରିବାପାଇଁ ଆଦେଶ ଦେଇଥିଲେ। ତାଙ୍କ ଆଦେଶ ଅନୁଯାୟୀ ମଙ୍ଗଳବାର ପଣ୍ଡିତ ଉମାଶଙ୍କର ତ୍ରିପାଠୀ, ଭବାନୀ ଶଙ୍କର ତ୍ରିପାଠୀ 
ଙ୍କ ସହ ଅନ୍ୟ ପଣ୍ଡିତମାନେ ପୂଜା କାର୍ଯ୍ୟ ତୁଲାଇ ମନ୍ଦିର ପ୍ରତିଷ୍ଠା କରିଥିଲେ। ଏଥିରେ ଅରୁଣ ସିଂହଦେଓ ମୁଖ୍ୟ କର୍ତ୍ତା ଏବଂ ଉଦିତ ନାରାୟଣ ସିଂହ ଦେଓ, ସଞ୍ଜୟ ସିଂହ ଦେଓ, ଗୋପାଳ ସିଂହ ଦେଓ ଟୁଲୁ ସିଂ ଭୋଇ ସାହାଯ୍ୟ କରିଥିଲେ। 
ବୁଧବାର ସକାଳୁ ମାଁ ଙ୍କ ଦର୍ଶନ ପୁଣି ସୁଚାରୁରୂପେ ଆରମ୍ଭ ହୋଇଯାଇଛି। ଏହି ସମୟରେ ଅନ୍ୟ ମାନଙ୍କ ମଧ୍ୟରେ ପୂର୍ବତନ ମନ୍ତ୍ରୀ ଯୋଗେନ୍ଦ୍ର ବେହେରା ସକାଳୁ ଆସି ସଂନ୍ଧ୍ୟା ପର୍ଯ୍ୟନ୍ତ ରହି ପ୍ରତିଷ୍ଠା ପରେ ଦେବୀ ଙ୍କ ଦର୍ଶନ କରି ଫେରିଥିଲେ 
କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଙ୍କ ବଡ଼ଭାଇ ପୁରନ୍ଦର ବାଗ ମଧ୍ୟ ପହଞ୍ଚି ଉପସ୍ଥିତ ସେବାୟତମାନଙ୍କ ସହ ଆଲୋଚନା କରିଥିଲେ। ବଲାଙ୍ଗୀର ସାଂସଦଙ୍କ ବଙ୍ଗୋମୁଣ୍ଡା ବ୍ଲକ ପ୍ରତିନିଧି ଅନିଲ ନାଏକ, ରାଣୀପୁର ଝରିଆଲ ଟ୍ରଷ୍ଟ କମିଟିର ଆବାହକ ଅନିଲ କୁମାର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ। 
ଏପଟେ ପୋଲିସ ପକ୍ଷରୁ ମଧ୍ୟ ତଦନ୍ତ କୁ ବ୍ୟାପକ କରାଯାଇ ସିସିଟିଭି ଫୁଟେଜ, କଲ୍ ଡମ୍ପିଂ, ଫିଙ୍ଗର ପ୍ରିଣ୍ଟ ଭଲି ବିଭିନ୍ନ ଦିଗକୁ ନେଇ ତନାଘନା ଚଳାଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like