-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ

14-Aug-2026



ଡୁଙ୍ଗୁରିପାଲି(ଆରବିନ୍ଦ ମିଶ୍ର)-ବରଗଡ-ବୋରିଗୁମ୍ମା ୨୬ନ ନମ୍ବର ଜାତୀୟ ରାଜପଥ ଡୁଙ୍ଗୁରିପାଲି ଏଫସିଆଇ ନିକଟରେ ଏକ ଅଜଣା ଭାରିଯାନ ଗାଡି ଧକ୍କାରେ ଜଣେ ଯୁବକର ମୃତ୍ୟୁ ହୋଇଥିବା ବେଳେ ପଛରେ ବସିଥ‌ିବା ଅନ୍ୟ ଜଣେ ଗୁରୁତର ହୋଇଛି । ପ୍ରାପ୍ତ ସୂଚନା ଅନୁସାରେ ଡୁଙ୍ଗୁରିପାଲିର ଏକ ଦୋକାନରେ ଝାଡଖଣ୍ଡ ରାଜ୍ୟର ଯୁବକମାନେ କାମ କରୁଥିଲେ ।ପ୍ରାୟ ସଂଧ୍ୟା ୮ଟା ପାଖାପାଖୁ ଦୁଇ ଜଣ ଯୁବକ ବାଇକରେ ଡୁଙ୍ଗୁରିପାଲି ସହରରୁ ଜଳଖୁଆଇ ଏଫସିଆଇ ପାଖରେ ରହୁଥ‌ିବା ଜାଗାକୁ ଫେରୁଥିଲେ । ଲୋକଙ୍କ କହିବା ଅନୁସାରେ ବିପରୀତ ଦିଗରୁ ଏକ ମାଲବାହୀ ଗାଡି ଦୃତଗତିରେ ଫେରୁଥୁଲା । ବାଇକ ଆରୋହୀଙ୍କୁ ଧକ୍କା ଦେଇ ପ୍ରାୟ କିଛିଦୁର ଘୋଷାଡି ନେଇଥିଲା । ସେହି ଘୋଷାଡିବା ଅବସ୍ଥାରେ ଗାଡି ଚକ ଯୁବକର ଉପରେ ମାଡି ଯାଇଥିଲା । ଫଳରେ ଶରୀରର ବିଭିନ୍ନ ଅଂଶ ଖୁନଭିନ ହୋଇଯାଇଛି । ଘଟଣା ସ୍ଥୂଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିବା ବେ ପଛରେ ବସିଥ‌ିବା ଯୁବକକୁକ ଗୁରୁତର ଅବସ୍ଥାରେ ଡୁଙ୍ଗୁରିପାଲି ଡାକ୍ତରଖାନାରେ ଭ କରାଯାଇଛି । ତାଙ୍କର ଅବସ୍ଥା ମଧ୍ୟ ସଙ୍ଗୀନ ରହିଛି । ସେ ବ ମାନ ସୁଦ୍ଧା କିଛି କହିପାରୁ ନାହିଁ । ତାଙ୍କୁ ବୁର୍ଲା ନେବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି । ବାଇକ କୁ ଧକ୍କା ଦେବା ଫଳରେ ଉକ୍ତ ବାଇକଟି ଖୁଣ୍ଟ ପାଲି ଗ୍ରାମର ଚିଦାନନ୍ଦ ବାଙ୍କ ଫେରୁଥିବା ବେଳେ ତାଙ୍କୁ ଧକ୍କା ଦେଇଥିଲା । ଖବର ଲେଖା ହେବା ପର୍ଯ୍ୟନ୍ତ ଘଟଣା ସୁଳରେ ଉ ଜନା ଦେଖା ଦେଇଥିବା ବେଳେ ମାଲ

ବୋଝେଇ ଗାଡିକୁ ଲୋକେ ଅଟକ ରଖୁଥ‌ିବା ବେଳେ ଅନ୍ୟ ଗାଡିକୁ ଛାଡି ଛନ୍ତି । ଘଟଣା ସ୍ଥଳରୁ ମୃତ ଦେହ ନ ଛାଡିବାକୁ ଲୋକେ ଅଡି ବସିଛନ୍ତି ।କ୍ଷତିପୁରଣ ଏବଂ ଦୃତଗତି ଉପରେ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ଥାନୀୟ ଲୋକେ ଶବକୁ ଛାଡି ନଥୁବା ଜଣାଯାଏ । ଘଟଣା ସ୍ଥଳରେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ ପହଂଚି ଲୋକଙ୍କୁ ବୁଝାସୁଝା କରୁଥିବା ଜଣାଯାଏ। ସାଲେଭଟା ନିକଟସୁ ଜଙ୍ଗଲି ଢାବାଠାରେ ଦୁର୍ଘଟଣା ଘଟାଇଥୁବା ଗାଡିକୁ ଲୋକେ ଅଟକାଇଛନ୍ତି ବୋଲି ଜଣାଯାଏ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like