-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ

15-Aug-2026



ଡୁଙ୍ଗୁରିପାଲି,୧୫/୮(ପ୍ରେରଣା ଖବର):  ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା  ବିଦ୍ୟାଳୟ ପରିସରରେ ମିଳିତ ଭାବରେ ଆୟୋଜିତ ୮୦ ତମ ସ୍ୱାଧୀନତା ଦିବସ ଅବସରରେ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଶ୍ରୀମତୀ ରୀତା ମେହେର ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ର ପ୍ରଧାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ଅତିଥିଭାବରେ ଯୋଗଦାନ କରି ବିକଶିତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱ ପୂର୍ଣ୍ଣ ବୋଲି ମତ ପ୍ରକାଶ କରିଥିଲେ । ପରେ ପରେ ଖେଳ ଶିକ୍ଷକ ଚୈତ୍ୟନ୍ୟ ବାରିକ ଓ ଚିନ୍ମୟ କୁମାର ଦାସଙ୍କ ତତ୍ତ୍ୱାବଧାନରେ  ମାୟାବର୍ହା ଉଚ୍ଚ ବିଦ୍ୟାଳୟ, ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ  ଅଙ୍ଗନୱାଡି କେନ୍ଦ୍ରର ସମସ୍ତ ଛାତ୍ର ଛାତ୍ରୀଙ୍କୁ ନେଇ ଏକ ଶୋଭାଯାତ୍ରା ବାହାରି ଗ୍ରାମ ପରିକ୍ରମା କରିଥିଲେ।ଏହି ଅବସରରେ ଅନୁଷ୍ଠିତ ରଙ୍ଗାରଙ୍ଗ କାର୍ଯ୍ୟକ୍ରମକୁ ସଂସ୍କୃତ ଶିକ୍ଷକ ରାଜୁ ମେହେର ସଂଯୋଜନା କରିଥିଲେ। ବିଦ୍ୟାଳୟର ମହାନଦୀ,ଗଙ୍ଗା, ବ୍ରହ୍ମପୁତ୍ର ଓ ଗୋଦାବରୀ ଦଳ ନିଜ ନିଜ ଦଳଗତ ନୃତ୍ୟ ଓ ଗୀତ ପରିବେଷଣ କରି କାର୍ଯ୍ୟକ୍ରମକୁ ସରସ ସୁନ୍ଦର କରିଥିଲେ। ଉଭୟ ବିଦ୍ୟାଳୟର ପରିଚାଳନା କମିଟିର ସଦସ୍ୟ,ଶିକ୍ଷକ, କର୍ମଚାରୀ,କସ୍ତୁରବା ଗାନ୍ଧୀ ଆବାସିକ ବିଦ୍ୟାଳୟର ପରିଚାଳିକା ସୁଶ୍ରୀ ଚନ୍ଦ୍ରମା ମହାପାତ୍ର, ଅଙ୍ଗନୱାଡି କର୍ମୀ ବଲ୍ଲଭି ବନଛୋର, ସୁଷମା ସାହୁ, ସୋନପୂରର ସ୍ୱେଚ୍ଛାସେବୀ ସଂଗଠନର ପ୍ରତିନିଧି ସଞ୍ଜୀବ ବାଗ ଯୋଗଦାନ କରି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ।

ଶିକ୍ଷକ କିରନ କୁମାର ପୁଟେଲ୍ ଧନ୍ୟବାଦ ଅର୍ପଣ କରିଥିବା ବେଳେ ନନ୍ଦିଘୋଷ ବାରିକ,ଲିପି ପ୍ରଧାନ,ସୁଶୀଲ ସାହୁ,ଲକି ସାହୁ, ସୁରଭି ଭୋଇ,  
କର୍ମଚାରୀ ମିନିକେତନ ଦାସ , ସୁରଜ୍ ଖମାରୀ, କିଶୋର ପୁଟେଲ୍, ସମୀର କଠାର,ବିଭୀଷଣ ଖମାରୀ କାର୍ଯ୍ୟକ୍ରମକୁ  ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like