-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।

15-Aug-2026



ବରପାଲି (ସୁଦାମ ଦୀପ)ବରଗଡ ଜିଲ୍ଲା ବରପାଲି  ହାଇସ୍କୁଲ ପଡିଆ ଠାରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ  ମୁଖ୍ୟ ଅତିଥି ଭାବେ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧକ୍ଷ ଦିନେଶ ଗହୀର ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିବା ପରେ ଯୋଗ ଗୁରୁ କୃଷ୍ଣ ଚନ୍ଦ୍ର ମେହେର ପିଙ୍କି ହଂସ,ମେଟ୍ରିକ ଟପ୍ପର ପ୍ରିନସି ପଧାନ ଙ୍କୁ ସମ୍ମାନିତ କରି ସ୍ଵାଧୀନତା ଦିବସ ଉପଲକ୍ଷେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ ରେଡ଼-କ୍ରସ,  ସ୍କାଉଟ୍ ଏବଂ ଗାଇଡ୍ ଓ ସିଭିଲିଆନ ସମେତ ୨୮ ଗୋଟି ଟ୍ରୁପ ରାଷ୍ଟ୍ରୀୟ ଏକତାର ପରିଚୟ ତ୍ରିରଙ୍ଗା ପତାକା ଏବଂ ମୁଖ୍ୟ ଅତିଥିଙ୍କୁ ସମ୍ମାନ ଜଣାଇ ଏହି ପାରମ୍ପରିକ କାର୍ଯ୍ୟକ୍ରମକୁ ସମ୍ପାଦନା କରିଥିଲେ। ମୁଖ୍ୟ ଅତିଥି ଶ୍ରୀ ଗହୀର ନିଜ ଅଭିଭାଷଣରେ ବରପାଲି  ତଥା ଜିଲ୍ଲାର ସ୍ଵାଧୀନତା ସଂଗ୍ରାମୀଙ୍କ ବୀରତ୍ଵ ଏବଂ ବଳିଦାନର ଇତିହାସ ବିଷୟରେ କହିବା ସହ ବରପାଲି ପ୍ରଶାସନ ଦ୍ୱାରା ବିଭିନ୍ନ ଜନହିତକର କାର୍ଯ୍ୟକଳାପ ଏବଂ ସୁ ଉପଯୋଗୀ କାର୍ଯ୍ୟ ସମସ୍ତ ବିଷୟରେ ସୂଚନା ଦେଇଥିଲେ । ଏତଦବ୍ୟତୀତ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ବିଷୟରେ ଆଲୋକପାତ କରି ଶିକ୍ଷା, ସ୍ୱାସ୍ଥ୍ୟ ସେବା, କ୍ରିଡା, ଗମନାଗମନ ଭଳି ବିଭିନ୍ନ କ୍ଷେତ୍ରରେ ବିକାଶ କରିବା ସହ ବାର୍ତ୍ତା ଦେଇଥିଲେ । ବରପାଲି ପ୍ରଶାସନ ଅଧିକାରୀ ଙ୍କ ଦ୍ୱାରା ସକାଳ ଭୋର ରୁ ଡାକବାଜିଯନ୍ତ୍ର ଯୋଗେ ସହର ରେ ରାମଧଧୂନ ଓ ଦେଶାତ୍ମବୋଧକ ସଂଗୀତ ପରିବେଷଣ ସହ ବିଭିନ୍ନ ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କ ଦ୍ୱାରା ପ୍ରଭାତଫେରୀ ଅନୁଷ୍ଠିତ ହୋଇଥିଲା।  ପ୍ରଶାସନ ଅଧିକାରୀ ମିଳିତ ଭାବେ  ସହରାଞ୍ଚଳରେ ଥିବା ସମସ୍ତ ସ୍ଵାଧୀନତା ସଂଗ୍ରାମୀ ତଥା ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି  ଅର୍ପଣ କରିଥିଲେ ।ଉକ୍ତ  ଦିବସକୁ ସୁ-ପରିଚାଳନା କରିବା ସହିତ କମିଟି ର ଆବାହକ ଅତିରିକ୍ତ ତହସିଲଦାର ହିମାଂଶୁ ଶେଖର ନାଏକ  ଙ୍କ ନେତୃତ୍ବରେ ଅନୁଷ୍ଠିତ ହେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ତହସିଲଦାର ଅଲିଶା ବାର୍ଲା, ବ୍ଲକ ଅଧ୍ୟକ୍ଷା ରୀନା ଥଇତ ,ବିଡ଼ିଓ ସୁମନ୍ତ କୁମ୍ଭାର,ଏନ ଏ ସି  ଇଓ ଭୁବନ କୁମାର ଶତପଥୀ,ବି ଇ ଓ  ଆଲୋକ କୁମାର ପଧାନ ,ଆଇ ଆଇ ସି ପ୍ରମୋଦ କୁମାର ସାହୁ ,ସାମ୍ବାଦିକ ସଂଘ ସଭାପତି ଚିତ୍ତରଞ୍ଜନ ସାହୁ, ଓକିଲ ସଂଘ ସଭାପତି ହିମାଂଶୁ ଶେଖର ସାହୁ ,ସନୋଜ ସେଠି ହାଇସ୍କୁଲ ପ୍ରଧାନ ଶିକ୍ଷକ ଉପସ୍ଥିତ ଥିବା ବେଳେ ବିଚାର ଭାବେ ପୋଲିସ ଅଧିକାରୀ ପ୍ରମୋଦ କୁମାର ସାହୁ ,ପରେଶ୍ୱର ସାହୁ,ମନ ସୁଖ ଚିନ୍ଦା ବିଚାରକ ଭାବରେ ଯୋଗ ଦେଇଥିଲେ। ପ୍ୟାରେଡ କାର୍ଯ୍ୟକ୍ରମ କୁ ଅଧ୍ୟାପକ ଅଲେଖ ମହାନନ୍ଦ, ଶିକ୍ଷକ ସରୋଜ ମେହେର,  ସଞ୍ଚାଳନ କରିଥିଲେ।ଶେଷରେ ଅତିରିକ୍ତ ତହସିଲଦାର ଅଲିଶା ବାର୍ଲା  ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like