-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ

15-Aug-2026



ପଦ୍ମପୁର (ପ୍ରେରଣା ଖବର )
 ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି ।ଏହି ଅବସରରେ ଶିଶୁ ମନ୍ଦିର ପରିସରରେ ସମ୍ପାଦକ ଶ୍ରୀଯୁକ୍ତ ଜନକଲାଲ ମେହେର ଦୀପ ପ୍ରଜ୍ବଳନ ପୂର୍ବକ ପତାକା ଉତ୍ତୋଳନ କରି ମିଳିତ ପ୍ୟାରେଡ଼ ରେ ଅଭିଭାଦନ ଗ୍ରହଣ କରିଥିଲେ ।ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଜୀବନାନନ୍ଦ ଶତପଥି ଗୁରୁଜୀ ସଂଯୋଜନା କରିଥିଲେ । ଦିବା ପର୍ଯ୍ୟାୟ ପ୍ରମୁଖ ମୁଦିରଥ ପଣ୍ଡା ଗୁରୁଜୀ ଧନ୍ୟବାଦ ଅର୍ପଣ କରିଥିବା ବେଳେ ବିଦ୍ଵତ ପରିଷଦ ସଭାପତି  ତ଼ଃ ବାଞ୍ଚାନିଧି ପଣ୍ଡା, କୋଷାଧ୍ୟକ୍ଷ ଘନଶ୍ୟାମ ପୁଞ୍ଜି ପ୍ରମୁଖ ଉପସ୍ଥିତ ଥିଲେ । ସୌରଭ ବୁକସ୍ କଟକ ତରଫରୁ  ମାକେଟିଂ ମାନେଜର ପଣ୍ଡିତ ସମରେନ୍ଦ୍ର ଆଚାର୍ଯ୍ୟ ଙ୍କ  ପ୍ରତକ୍ଷ୍ୟ ତତ୍ତ୍ଵାବଧାନ ରେ ସୌରଭ ଟେଷ୍ଟପେପର କୁପନ   ଲକି ଡ୍ର ରେ ବିଜେତା ମାନଙ୍କୁ  ପୁରସ୍କାର ପ୍ରଦାନ କରାଯାଇଥିଲା ।ବିଦ୍ୟାମନ୍ଦିର ପରିସରରେ ସଭାପତି ଶ୍ରୀଯୁକ୍ତ ପୃଥିରାଜ ସାହୁ ଦୀପ ପ୍ରଜ୍ୱଳନ ପୂର୍ବକ ପତାକା ଉତ୍ତୋଳନ କରି ମିଳିତ ପ୍ୟାରେଡ଼ ରେ ଅଭିଭାଦନ ଗ୍ରହଣ କରିଥିଲେ ।   ସମ୍ମାନିତ ଅତିଥି ଭାବରେ ପରିଚାଳନା ସମିତିର ଉପସଭାପତି ଶ୍ରୀଯୁକ୍ତ ଗୋପାଳ କୃଷ୍ଣ ମିଶ୍ର ଓ ନିମନ୍ତ୍ରିତ ସଦସ୍ୟ ଶ୍ରୀଯୁକ୍ତ ଭକ୍ତ ଚରଣ ସାହୁ ଯୋଗ ଦେଇଥିଲେ ।ଶ୍ରୀମତୀ କଲ୍ୟାଣୀ ମିଶ୍ର ଗୁରୁମା ସଂଯୋଜନା କରିଥିବା ବେଳେ ବିଦ୍ୟା ମନ୍ଦିର ପ୍ରମୁଖ ଶ୍ରୀଯୁକ୍ତ ଦେବରାଜ ଗୁରୁଜୀ ଅତିଥି ପରିଚୟ ପ୍ରଦାନ କରିଥିଲେ । ଶ୍ରୀଯୁକ୍ତ ତରଣୀ ମହାପାତ୍ର ଗୁରୁଜୀ ଧନ୍ୟବାଦ ଅର୍ପଣ କରିଥିଲେ । ଉପଖଣ୍ଡ ସ୍ତରରେ ବିଭିନ୍ନ ପ୍ରତିଯୋଗୀତାରେ ଶିଶୁବିଦ୍ୟା ମନ୍ଦିର ରୁ ୩୦ ଜଣ ଛାତ୍ର ଛାତ୍ରୀ, NRTS ବ୍ଳକ ସ୍ତରରେ ପ୍ରଥମ , ମିଳିତ ପ୍ୟାରେଡ଼ରେ ଜୁନିଅର ରେଡକ୍ରସ୍ ପ୍ରଥମ , ସିନିଅର ଦଳ ପ୍ରଥମ , ଗତବର୍ଷ ଦଶମ ଶ୍ରେଣୀ ପରୀକ୍ଷାରେ ପ୍ରଥମ ଓ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା କୃତି ପ୍ରତିଯୋଗୀ ମାନେ ପୁରସ୍କୃତ ହୋଇଥିଲେ ।  ସମସ୍ତ ଗୁରୁଜୀ ଗୁରୁମା, ମାତୃଭାରତୀ ସଦସ୍ୟା ବୃନ୍ଦ,, ଅଭିଭାବକ ଅଭିଭାବିକା  ଯୋଗଦାନ କରି କାଯ୍ୟକ୍ରମକୁ ସଫଳ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like