-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

28-Aug-2026



ଭୁବନେଶ୍ୱର (ମୁରଲୀଧର ମିଶ୍ର):  ରାକ୍ଷୀ ପୂର୍ଣ୍ଣିମା ଅବସରରେ ଭାଇ ଟିଏ ନିଜ ଭଉଣୀକୁ କିଛି ଉପହାର ଦେଇଥାଏ। ଓଡ଼ିଶାର ଶାସନ ମୁଖ୍ୟ ଭାବେ ରକ୍ଷା ବନ୍ଧନରେ ସୁଭଦ୍ରା ସହାୟତା ପ୍ରଦାନ କରି ମତେ ଏକ ଭାଇର କର୍ତ୍ତବ୍ୟ ସମ୍ପାଦନ କରିବା ଭଳି ଅନୁଭବ ହେଉଛି ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ ଅବସରରେ କହିଛନ୍ତି ।ସୂଚନାଯୋଗ୍ୟ ଯେ ଆଜି ନୟାଗଡ଼ ଜିଲ୍ଲା ଲାଠିପଡ଼ାଠାରେ ମୁଖ୍ୟମନ୍ତ୍ରୀ, ବାଚସ୍ପତି, ଉପମୁଖ୍ୟମନ୍ତ୍ରୀ, ସାଂସଦ ଓ ବିଧାୟକଙ୍କ ଗହଣରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ କରାଯାଇଛି । ରାଜ୍ୟର ୧ କୋଟି ୩ ଲକ୍ଷ ୨୬ ହଜାର ୧୬୨ ହିତାଧିକାରୀଙ୍କୁ ୫,୧୬୩ କୋଟି ର ଉର୍ଦ୍ଧ୍ୱ ଟଙ୍କା ପ୍ରଦାନ କରାଯାଇଛି । ଏଥିରେ ନୟାଗଡ଼ ଜିଲ୍ଲାର ୨ ଲକ୍ଷ ୩୩ ହଜାର ୫୮୫ ହିତାଧିକାରୀ ଅନ୍ତର୍ଭୁକ୍ତ ଅଛନ୍ତି । ଉପସ୍ଥିତ ସୁଭଦ୍ରା ମା ଓ ଭଉଣୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ “ସୁଭଦ୍ରା ଯୋଜନା କେବଳ ଟଙ୍କା ଆବଣ୍ଟନର ଅବସର ନୁହେଁ, ଏହା ହେଉଛି ନାରୀ ସଶକ୍ତିକରଣର ପ୍ରତୀକ ଏବଂ ରାଜ୍ୟର ଅଧା ଜନସଂଖ୍ୟା ପ୍ରତି ଆମ ସରକାରଙ୍କ ପ୍ରତିବଦ୍ଧତା ।ନାରୀ ସଶକ୍ତିକରଣର ପ୍ରକୃତ ଅର୍ଥ ବ୍ୟାଖ୍ୟା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କେବଳ ସହାୟତା ପ୍ରଦାନ କରିବା ସଶକ୍ତିକରଣ ନୁହେଁ, ବରଂ ମହିଳାମାନଙ୍କୁ ସାମାଜିକ, ରାଜନୈତିକ ତଥା ଆର୍ଥିକ ସ୍ତରରେ ଆତ୍ମନିର୍ଭର କରି ନିଜ ପାଇଁ ନିଜେ ନିଷ୍ପତ୍ତି ନେବାର ଅଧିକାର ଦେବା ହିଁ ଅସଲ ସଶକ୍ତିକରଣ। ମୁଖ୍ୟମନ୍ତ୍ରୀ କନ୍ୟାବିବାହ ଯୋଜନା, ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା ଏବଂ ରାଜ୍ୟ ବଜେଟ୍‌ରେ ମହିଳାଙ୍କ ପାଇଁ ୧ ଲକ୍ଷ ୨୨ ହଜାର ୭୬୪ କୋଟି ଟଙ୍କାର ଐତିହାସିକ ବ୍ୟୟବରାଦ ବିଷୟରେ ସେ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗ କମିଶନର ତଥା ଶାସନ ସଚିବ ଡ଼ଃ ମୃଣାଳିନୀ ଦର୍ସ୍ୱାଲ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ଓ ଖଣ୍ଡପଡ଼ା ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଶ୍ରୀ ଦୁଷ୍ମନ୍ତ କୁମାର ସ୍ୱାଇଁ ଧନ୍ୟବାଦ୍ ଅର୍ପଣ କରିଥିଲେ।  ଅନ୍ୟମାନଙ୍କ ମଧ୍ୟରେ  ମହିଳା ଓ ଶିଶୁ ବିକାଶ ବିଭାଗ ନିର୍ଦ୍ଦେଶିକା ଶ୍ରୀମତୀ ମୋନିଷା ବାନାର୍ଜୀ ଏବଂ ନୟାଗଡ଼ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like