-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ

01-Sep-2026



ବଲାଙ୍ଗୀର(ପ୍ରେରଣା ଖବର): ଆଜି ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ତରଫରୁ ବିଶ୍ୱରେ ତାପମାତ୍ରା ବୃଦ୍ଧି ସଙ୍କଟ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ସ୍ଥାନୀୟ ପୁଇଁତଳା ଥାନା ପରିସରରେ ଅନୁଷ୍ଠିତ ହୋଇଯାଇଛି।ଏଥିରେ ସିଭିଲ୍ ସୋସାଇଟିର କର୍ମକର୍ତ୍ତା, ପୁଲିସ କର୍ମଚାରୀ, ବୁଦ୍ଧିଜୀବୀ ଓ ରେନ୍ ବୋ' ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ତଥା ଶିକ୍ଷକଶିକ୍ଷୟିତ୍ରୀ ମାନେ ଅଂଶଗ୍ରହଣ କରିଥିଲେ।ପେଟ୍ରୋଲିୟମଜାତ ଦ୍ରବ୍ୟର ବହୁଳ ବ୍ୟବହାର, କଳକାରଖାନାର ବୃଦ୍ଧି, ଜଙ୍ଗଲର ବିଲୁପ୍ତି, ଅତ୍ୟାବଶ୍ୟକୀୟ

ଖଣିଜ ଖନନ ଓ ଅନ୍ୟାନ୍ୟ କାରଣ ଯୋଗୁଁ ବଢ଼ୁଥିବା ବିଶ୍ୱ ତାପମାତ୍ରା ଉପରେ ଉଦ୍‌ବେଗ ପ୍ରକାଶ କରି ଏକ ଆଲୋଚନା ଅନୁଷ୍ଠିତ ହୋଇଥିଲା।ଏହି ଆହ୍ୱାନର ମୁକାବିଲା ପାଇଁ ସୌରଶକ୍ତି, ପବନଶକ୍ତିର ବ୍ୟବହାର, ପ୍ଲାଷ୍ଟିକ୍ ବର୍ଜନ କରି ଜଙ୍ଗଲ ବୃଦ୍ଧି ନକଲେ ଆଗାମୀ ପିଢ଼ି ଅସୁରକ୍ଷିତ ରହିବେ ବୋଲି ମତପ୍ରକାଶ କରାଯାଇଥିଲା। ଏହି ଅବସରରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା।ସୋସାଇଟିର ଆବାହକ ଇଂ. ବେଲାରସିଂ ଭୋଇଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ପୁଇଁତଳା ଥାନା ଅଧିକାରୀ ସଞ୍ଜୟ କୁମାର ରାଉତରାୟ ଯୋଗଦେଇ ଗଛ ଲଗାଇବାର ମହତ୍ତ୍ୱ ଉପରେ ବୁଝାଇ ସିଭିଲ ସୋସାଇଟି ର କାର୍ଯ୍ୟକ୍ରମକୁ ଉଚ୍ଚ ପ୍ରଶଂସା କରିଥିଲେ । ସଂଯୋଜକ ମନୋରଞ୍ଜନ ସାହୁ ସଭାକୁ ସଂଯୋଜନା କରି ନିକଟରେ ଘଟିଥିବା ନେପାଳର ପ୍ରାକୃତିକ ବିପର୍ଯ୍ୟୟର ଉଦାହରଣ ଦେଇ ବିଭିନ୍ନ ପଦକ୍ଷେପ

ସହ ବ୍ୟାପକ ବନୀକରଣ ଜରୁରୀ ବୋଲି ମତବ୍ୟକ୍ତ କରିଥିଲେ।ସମ୍ମାନିତ ଅତିଥି ଭାବେ ବଲାଙ୍ଗୀର ଯୁଧିଷ୍ଠିର ମିଶ୍ର ଆଇନ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ସଞ୍ଜୀବ ପଧାନ, ପୋଲିସ ଅଧିକାରୀ ଯୁଗଳ କିଶୋର ବିଶ୍ୱାଳ, ରେନବୋ କଲେଜର ନିର୍ଦ୍ଦେଶକ ହିମାଂଶୁ ନାଏକ, ଆଇନଜୀବୀ ରତିଲାଲ ମୁଗ୍ରୀ, ସୋସାଇଟିର ସଦସ୍ୟ ଗୋପଭୂଷଣ ନାଥ, ବିମଳ ଚୋପଦାର, ଗୋବିନ୍ଦ ମିଶ୍ର, ଦିବାକର ହୋତା, ରବିନାରାୟଣ ସାହୁ, ଇଂ. ଲଳିନ୍ଦ୍ର ବେହେରା, ରଘୁନନ୍ଦନ ସିଂହ ପ୍ରମୁଖ ଏହି ସଚେତନତା କାର୍ଯ୍ୟକ୍ରମରେ ଭାଗ ନେଇଥିଲେ।ଶେଷରେ ମନୋରଞ୍ଜନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like