-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ

01-Sep-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ସହରର ବିଭିନ୍ନ ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ କରାଯାଇଛି। ଜିପି ଫିଡ୍‌, ବିଗିଜ୍‌ ବର୍ଗର ଓ ବିଗ୍‌ ଗାଇଜ୍‌ ଭଳି ମୋଟ ୧୦ ଫାଷ୍ଟଫୁଡ୍‌ ସେଣ୍ଟର୍  ଯାଞ୍ଚ କରାଯାଇଥିଲା।
ବାସି ଖାଦ୍ୟ, ମାଂସ ଓ ରନ୍ଧନ ତେଲର ଗୁଣବତ୍ତା ସହିତ

ପ୍ରତିଷ୍ଠାନ ଗୁଡ଼ିକର ସ୍ୱଚ୍ଛତା ଓ ପରିମଳ ବ୍ୟବସ୍ଥା ଯାଞ୍ଚ କରାଯାଇଥିଲା। ଯାଞ୍ଚ ବେଳେ ୩ ଲିଟର ଏକ୍ସପାରଏର୍ଡ  ରନ୍ଧନ ତେଲ, ୨ କିଲୋଗ୍ରାମ ଚିକେନ୍‌ କରି ଏବଂ ୨୦ଟି ଚିକେନ୍‌ ଆଇସ୍‌ ଷ୍ଟିକ୍‌ ସମେତ  ଅନ୍ୟ ଏକ୍ସପାରଏର୍ଡ ଖାଦ୍ୟପାନୀୟ ନଷ୍ଟ କରାଯାଇଛି ।  ଅନ୍ୟ ନଷ୍ଟ କରାଯାଇଥିବା ସାମଗ୍ରୀ ମଧ୍ୟରେ ରହିଥିଲା, ୭୪୦ ମିଲିଲିଟରର ୪ଟି ସ୍ପ୍ରାଇଟ୍‌, ୭୫୦ ମିଲିଲିଟରର ୨ଟି କିନ୍‌ଲେ

ସୋଡା ୱାଟର, ୧ଟି ମିଲ୍କି ମୁ, ୭୫୦ ମିଲିଲିଟରର ୫ଟି ପେପ୍ସି, ୨.୫ ଲିଟରର ୩ଟି ପେପ୍ସି, ୭୫୦ ମିଲିଲିଟରର ୨ଟି ଥମ୍ସଅପ୍‌, ୨.୫ ଲିଟରର ୧ଟି କୋକାକୋଲା, ୭୫୦ ମିଲିଲିଟରର ୩ଟି ଫାଣ୍ଟା ଏବଂ ୭୫୦ ମିଲିଲିଟରର ୨ଟି ଲିମ୍କା ।

ଏହାସଙ୍ଗେ ୩ଟି ଖାଦ୍ୟ ପ୍ରତିଷ୍ଠାନକୁ ନୋଟିସ୍‌ ଜାରି କରାଯାଇଛି । ଜନସାଧାରଣଙ୍କୁ ନିରାପଦ ଓ ସ୍ୱାସ୍ଥ୍ୟକର ଖାଦ୍ୟ ଯୋଗାଣ  କରିବା ସହ ଖାଦ୍ୟ ପ୍ରତିଷ୍ଠାନଗୁଡ଼ିକରେ ସ୍ୱଚ୍ଛତା ଓ ଖାଦ୍ୟ ସୁରକ୍ଷା ମାନଦଣ୍ଡର କଡ଼ାକଡ଼ି ପାଳନ ସୁନିଶ୍ଚିତ ପାଇଁ ଏଭଳି ଯାଞ୍ଚ ଆଗକୁ ମଧ୍ୟ ଜାରି ରହିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like