-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ

02-Sep-2026



କଟକ୍ ତା ୨/୯ (ତପନ ମହାନ୍ତି )- କେନ୍ଦ୍ର ବିଜେପି ସରକାର ସଂସଦରେ ବିନା ଆଲୋଚନାରେ ପାସ୍ କରିଥିବା ସଂଶୋଧିତ ଖଣି ଓ ଖଣିଜ (ବିକାଶ ଓ ନିୟନ୍ତ୍ରଣ) ଆଇନ ୨୦୨୬ ,ଦେଶର ଖଣିଜ ସମ୍ପଦକୁ ବଡ଼ ବଡ଼ କର୍ପୋରେଟ୍ ଗୋଷ୍ଠୀଙ୍କ ହାତକୁ ସମ୍ପୁର୍ଣ୍ଣ ଭାବରେ ଟେକି ଦେବ ଓ ସହ ରାଜ୍ୟଗୁଡ଼ିକର ଆର୍ଥିକ ଓ ସାମ୍ବିଧାନିକ ଅଧିକାରକୁ ସଂକୁଚିତ କରିବ ବୋଲି ଆଜି କଟକ୍ ଠାରେ ଅନୁଷ୍ଟିତ ଏକ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରାଯାଇଛି। ବାମପନ୍ଥୀ ଦଳ ମାନଙ୍କ ପକ୍ଷରୁ କୁହାଯାଇଛି ଯେ ଏହି ଆଇନ ରାଜ୍ୟ ସରକାରକୁ ଖଣି ମାଲିକ ମାନଙ୍କ ଠାରୁ ପ୍ରାୟ ୧ ଲକ୍ଷରୁ ୧.୨୫ଲକ୍ଷ କୋଟି ବାକିଆ ଟଙ୍କା ପାଇବାର ସୁଯୋଗରୁ ବଞ୍ଚିତ କଲା। ଏହା ବ୍ୟତୀତ ଖଣିଜ ଦ୍ରବ୍ୟ ଉପରେ ସେସ୍ ବା କର ଆଦାୟର ଅଧିକାରରୁ ରାଜ୍ଯ ମାନଙ୍କ ଅଧିକାର ଛଡ଼ାଇ ନିଆଗଲା। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୧୨ ହଜାରରୁ ୧୭ ହଜାର କୋଟି ଟଙ୍କା ହରାଇବ। କର୍ପୋରେଟ କମ୍ପାନୀ ମନେ ଲଗାମ୍ ଛଡ଼ା ଖଣିଜ ସଂପଦ ଉତ୍ତୋଳନ କରି ମୁନାଫା ଲୁଟ କରିବେ। ଏହା ସହିତ ଖଣି ମାଲିକ ମାନେ ଲିଜ ପାଇଥବା ଜାଗା ବାହାରେ ମଧ୍ୟ ଖଣି ଖୋଳିବା ର ସୁଯୋଗ ପାଇବେ। କ୍ରିଟିକାଲ ଖଣିଜ କ୍ଷେତ୍ରରେ ମଧ୍ୟ ଏକଚାଟିଆ ଖଣି ମଲିକ ମାନଙ୍କୁ ଅନେକ ରିହାତି ଦିଆଯାଇଛି।ଏହି ପରିସ୍ଥିତିରେ ଏସ ୟୁ ସି ଆଇ ( କମ୍ୟୁନିଷ୍ଟ), ସିପିଆଇ(ଏମ୍ଏଲ) ରେଡ୍ ଷ୍ଟାର୍, ସିପିଆଇ (ଏମ୍ଏଲ୍) ନିୟୁ ଡେମୋକ୍ରେସି ଓ ସିପିଆଇ (ଏମ୍ ଏଲ) ପକ୍ଷରୁ ସଂଶୋଧିତ ଖଣି ଆଇନ, ୨୦୨୬ ପ୍ରତ୍ୟାହାର କରିବା,ରାଜ୍ୟମାନଙ୍କ ଖଣିଜ ରାଜସ୍ୱ ଓ କର ଆଦାୟର ସାମ୍ବିଧାନିକ ଅଧିକାର ସୁରକ୍ଷିତ ରଖିବା, ଖଣିଜ ସମ୍ପଦଶାଳୀ ରାଜ୍ୟମାନଙ୍କ ବକେୟା ରାଜସ୍ୱ ଆଦାୟର ଅଧିକାର ସୁରକ୍ଷିତ ରଖିବା , କ୍ୟାପ୍ଟିଭ୍‌ ଖଣିର ଖଣିଜ କୁ ବାଣିଜ୍ୟିକ ବିକ୍ରି କରିବାର ନୀତିକୁ ରଦ୍ଧ କରିବା, ଖଣି ଅଞ୍ଚଳ ବିସ୍ତାରରେ ଗ୍ରାମସଭା, ଆଦିବାସୀ ଅଧିକାର, ଜଙ୍ଗଲ ଅଧିକାର ଓ ପରିବେଶ ଆଇନର ସମସ୍ତ ସୁରକ୍ଷା ଅକ୍ଷୁଣ୍ଣ ରଖିବା, ଆଦିବାସୀ ଓ ସ୍ଥାନୀୟ ଲୋକଙ୍କ ଜମି, ଜଙ୍ଗଲ, ଜଳ ଓ ଜୀବିକାର ଅଧିକାର ସୁରକ୍ଷିତ ରଖିବା, ନୂଆ ଖଣି ଖୋଲିବା ଉପରେ ରୋକ ଲଗାଇ ପୂର୍ବରୁ ଖୋଲାଯାଇଥିବା ଖଣିଗୁଡ଼ିକର ସାମାଜିକ, ଆର୍ଥିକ ଓ ପରିବେଶଗତ ସମୀକ୍ଷା କରିବା ପ୍ରମୁଖ ଦାବିରେ ଆନ୍ଦୋଳନ ଗଢି ତୋଳିବାପାଇଁ ଡାକରା ଦିଆଯାଇଛି। ଆଜିର ସାମ୍ବାଦିକ ସମ୍ମିଳନୀରେ ଖଗେଶ୍ବର ସେଠୀ, ରାଜକିଶୋର ମଲ୍ଲିକ, ବବି ବଳବନ୍ତରାୟ, ବସନ୍ତ ନାୟକ ଓ ଭଗ୍ୟରାବି ଦାସ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like