-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....

02-Sep-2026



ଯୋଗଦେବେ ପୂର୍ବାଞ୍ଚଳର ୬ ଟି ରାଜ୍ୟର ୨୨୦ରୁ ଉର୍ଧ୍ଵ ଖେଳାଳୀ ଓ ସପୋର୍ଟ ଷ୍ଟାଫ

ଭୁବନେଶ୍ୱର(ପ୍ରେରଣା ଖବର): ଭୁବନେଶ୍ୱର ସ୍ଥିତ ପୋଖରୀପୁଟ ଇଣ୍ଡୋର ଷ୍ଟେଡ଼ିଅମରେ ଆଜି ଠାରୁ  ୟୋନେକ୍ସ-ସାନରାଇଜ ଇଷ୍ଟଜୋନ ଆନ୍ତଃରାଜ୍ୟ ବେଡ଼ମିଣ୍ଟନ ଚାମ୍ପିୟନସିପ ଆରମ୍ଭ ହେଉଛି l ଭାରତୀୟ ବେଡ଼ମିଣ୍ଟନ ସଂଘ ଓ ଓଡିଶା ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ସେବା ବିଭାଗର ସହଯୋଗରେ ୩ ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ରେ ପୂର୍ବାଂଚଳ ର ୬ ଟି ରାଜ୍ୟ ଯଥା ଓଡିଶା, ଝାରଖଣ୍ଡ, ବିହାର ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ଓ ପଶ୍ଚିମବଙ୍ଗର ୨୨୦ରୁ ଊର୍ଧ ଖେଳାଳୀ ଓ ସପୋର୍ଟ ଷ୍ଟାଫ ଯୋଗ ଦେଇଛନ୍ତି l ପ୍ରତିଯୋଗିତାରେ ବରିଷ୍ଠ ଓ କନିଷ୍ଠ ବର୍ଗର ଦଳଗତ ସହ ବ୍ୟକ୍ତିଗତ ବିଭାଗର ସିଙ୍ଗଲସ, ଡବଲସ ଓ ମିକ୍ସଡ଼ ଡବଲସ ରେ ଟାଇଟଲ ପାଈଁ ଲଢେଇ ହେବ l ଦଳଗତ ପ୍ରତିଯୋଗିତା ୩ ତାରିଖରୁ ଓ ବ୍ୟକ୍ତିଗତ ପ୍ରତିଯୋଗିତା ୪ତାରିଖ ଅପରାହ୍ନରୁ ଆରମ୍ଭ ହେବ ବୋଲି ଓଡିଶା ରାଜ୍ୟ ବେଡ଼ମିଣ୍ଟନ ସଂଘ ସମ୍ପାଦକ ତଥା  ଆୟୋଜନ କମିଟୀ ସମ୍ପାଦକ ନିଲିନ କୁମାର ସୂଚନା ଦେଇଛନ୍ତି l  ପ୍ରତିଯୋଗିତା ସଂଯୋଜକ ଭାବେ ଓସବା ଉପସଭାପତି ପ୍ରଦୀପ ପଟନାୟକ, ଶୈଳେନ୍ଦ୍ର ଚୌଧୁରୀ, ଜୟପ୍ରକାଶ ସିଂ,  ବିଭିନ୍ନ ବିଭାଗ ଦାୟିତ୍ୱରେ ଉପସଭାପତି ସୁରେଶ ଚନ୍ଦ୍ର ପଣ୍ଡା ସଭ୍ୟ ମନୋରଞ୍ଜନ ପଣ୍ଡା,କମଲ ଦାସ , ସୁରୁଲାଲ ମଟlରୀ, ଜୟପ୍ରକାଶ ଜେନା, ମନୋରଞ୍ଜନ ଦାସ,ସନ୍ଦୀପ ମିଶ୍ର, ଶୁଭମ ନାୟକ, ଶୁଭମ ଶର୍ମା ଅବଦୁଲ ହାକିମ, ଚନ୍ଦନ ମହାରଣା ପ୍ରମୁଖ ଅଛନ୍ତି। ପ୍ରତିଯୋଗିତାର ଚିଫ ରେଫରୀ ଭାବେ କେରଳ ର ଇ.ପି.ଦିଵାକରଣ,

ଡେପୁଟି ରେଫରୀ ଆନ୍ଧ୍ର ପ୍ରଦେଶର ସମ୍ପଦ ରାଓ ଓ ମେଚ କଣ୍ଟ୍ରୋଲ ହରିଆଣାର ରବି ଚୌହାନ ଦାୟିତ୍ୱରେ ଅଛନ୍ତି l 
 ଓଡିଶାର  ଦଳରେ ସୋମ୍ୟଜିତ ସାହୁ, ଦିବ୍ୟମ୍ କେଜ୍ରିୱାଲ, ଶୁଭ୍ରକେତନ ମଲ୍ଲିକ, ନିମିସା ଓଝା, ସ୍ୱାତି ନାୟକ, ଅସ୍ୱିକା ମିଶ୍ର  ତହସିବ୍ ଖାନ, ଜୈସ ଅଗ୍ରୱାଲ, ଅଭିଜିତ ମହାରଣା, ତନ୍ମୟ କୁମାର ସାହୁ,  କଲଗା ଜଗଦିଶ, ତୁମି ବାକ୍‌ଚି, ହର୍ଷିତା ରାଉତ,ଆଶ୍ରୀୟା  ଜି. ବିରୋକ, ସ୍ୱିଟିପ୍ରିୟା ପ୍ରଧାନ, ମୁଖ୍ୟ କୋଚ ଭାବେ ଗୋବର୍ଧନ ରେଡ୍ଡୀ, ସହକାରୀ କୋଚ ସଂଜୀବ ମଲ୍ଲ ଓ ଅଜିତ ମହାନ୍ତି ସ୍ଥାନ ପାଇଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like