-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଷ୍ଟେଟ୍ ଇୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||     

HOME   ଜିଲ୍ଲା

ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*

03-Sep-2026



ନବରଙ୍ଗପୁର :(ପ୍ରିୟଦର୍ଶିନୀ ପାତ୍ର,) ଡାବୁଗାଁ ଥାନା ଅଧୀନ ପାପଡାହାଣ୍ଡି ବ୍ଲକ ଅନ୍ତର୍ଗତ ଗରଡୁଗୁଡା ଠାରେ ଆଜି ଜିଲ୍ଲା ପରଜା ବିକାଶ ପରିଷଦର ୨୮ତମ ପ୍ରତିଷ୍ଠା ଦିବସ ପାଳିତ ହେଲା। ଏହି ପ୍ରତିଷ୍ଠା ଦିବସ ପ୍ରତିବର୍ଷ ସେପ୍ଟେମ୍ବର ୩ତାରିଖରେ ଜିଲ୍ଲାର ୧୦ଗୋଟି ବ୍ଲକ ମଧ୍ୟରୁ ଯେକୌଣସି ଗୋଟିଏ ବ୍ଲକରେ ପାଳିତ ହୁଅ ପ୍ରତିବର୍ଷ।  ଆଜି ଏହି ଅବସରେ ମୁଖ୍ୟ ଅତିଥି ଭାବରେ ଡାବୁଗାଁ ଥାନା ଅଧିକାରୀ ଲକ୍ଷ୍ମୀ ପରଜା ଉପସ୍ଥିତ ଥିଲେ। ଏଭଳି ଆଜିର କାର୍ଯ୍ୟକ୍ରମ ରେ ମଞ୍ଚାସୀନ ଥିଲେ ପରଜା ସମାଜ ଜିଲ୍ଲା ସଭପତି ଝିତରୁ ଜାନି , ଜିଲ୍ଲା ସମ୍ପାଦକ ଲଖମଣ ଜାନି , ଜିଲ୍ଲା ଉପସଭାନେତ୍ରୀ ମଙ୍ଗଲ ଦେଇ ଜାନି, ପାପଡାହାଣ୍ଡି ବ୍ଲକ ସଭାପତି ନରସିଂ ଜାନି, ଡାବୁଗାଁ ବ୍ଲକ ସଭପତି ଫୁଲସିଂ ଜାନି,  କଡେଙ୍ଗା ଅଂଚଳର ଦାଶରଥ ଜାନି, ବନ୍ଧୁ ଜାନି ସମେତ ୧୦ ଗୋଟି ବ୍ଲକର ମୁଖ୍ୟ କାର୍ଯ୍ୟକର୍ତ୍ତା ମାନଙ୍କ ସହ ଆଜି ନବରଙ୍ଗପୁର ଜିଲ୍ଲାର ପ୍ରତେକ ବ୍ଲକରୁ ପ୍ରାୟ ୫ ହଜାର ରୁ ଉର୍ଦ୍ଧ ପରଜା ସମାଜର ଭାଇ ଭଉଣୀମାନେ  ଉପସ୍ଥିତ ଥିଲେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ସମ୍ମାନ ହେଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଷ୍ଟେଟ୍ ଇୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026

You Might Also Like