-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||     

HOME   ଜିଲ୍ଲା

*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*

03-Sep-2026



ବରୀ (ରଂଜିତ ମହାନ୍ତି )
 ବରୀ ବ୍ଲକ ଅନ୍ତର୍ଗତ ବାଲିବିଲି  ପଞ୍ଚାୟତ ବନବାସୀ ବିଦ୍ୟାଳୟ ର ସେବିକା ଶିକ୍ଷକ ନୀଳଲତା ସାହୁ ଙ୍କ ଏକାଦଶାହ ଉପଲକ୍ଷେ ଏକ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଯାଇଅଛି । ବରିଷ୍ଠ ନାଟ୍ୟକାର ଅଭୟ  ଶତପଥି ପ୍ରଦୀପ ପ୍ରଜ୍ବଳନ କ କରିବା ସହିତ ପଣ୍ଡିତ ଉପେନ୍ଦ୍ର କଣ୍ଠ ବେଦଧ୍ଵନୀ ମାଧ୍ୟମ ରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ପ୍ରଥମେ ଆତ୍ମୀୟ ପରିଜନ ଦିବଂଗତ ଆତ୍ମା ଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ଦିବଂଗତ ଆତ୍ମା ଙ୍କ ସଦ୍ଗତୀ ନିମନ୍ତେ ଏକ ମିନିଟ୍ ନିରବ ପ୍ରାର୍ଥନା ସହିତ ସର୍ବଧର୍ମ ପ୍ରାର୍ଥନା ବୋଲା ଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ବରିଷ୍ଠ ଶିକ୍ଷାବିତ୍ ବୃନ୍ଦାବନ ସାମଲ,ଶ୍ରମିକ ନେତା ନିମାଇଁ ରାୟ,ପ୍ରବଚକ୍ ବୀର କିଶୋର ରାଉତ,ପଣ୍ଡିତ ରାମଚନ୍ଦ୍ର ପଣ୍ଡା ପ୍ରଭୃତି ଅତିଥି ମାନେ ଦିବଂଗତ ଙ୍କ ସ୍ମୃତିଚାରଣ ସହିତ ୰ ସାହୁ ଙ୍କ ତ୍ୟାଗପୁତ,ସେବା ପରାୟଣ ସଂକ୍ଷିପ୍ତ ଜୀବନୀ ବିଷୟରେ ବର୍ଣ୍ଣନା କରିଥିଲେ। ଯୁବ ସମାଜସେବୀ ଡଃ ବିଶ୍ଵନାଥ ତ୍ରିପାଠୀ ସଞ୍ଚାଳନ କରିଥିଲେ । ଶେଷରେ ଶାନ୍ତିପାଠ କରାଯାଇ ଜୟ ଘୋଷ ମାଧ୍ୟମ ରେ ସଭାକାର୍ଯ୍ୟ ସମାପନ କରାଯାଇଥିଲା । କାର୍ଯ୍ୟକ୍ରମ ଟିକୁ ଭାସ୍କର ଚନ୍ଦ୍ର ସାହୁ, କୃଷ୍ଣଚନ୍ଦ୍ର ସାହୁ, ଲକ୍ଷ୍ମୀଧର ସାହୁ,ମନୋରଞ୍ଜନ ସାହୁ, ପଞ୍ଚାନନ ସାହୁ,ସିପୁ ସାହୁ,ଚଗଲା ସାହୁ, ଫୁକନ ସାହୁ ପ୍ରଭୃତି ପରିଚାଳନା କରିଥିଲେ । ସମସ୍ତ ପରିବାର ବର୍ଗ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026

You Might Also Like