-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||     

HOME   ଜିଲ୍ଲା

ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ

03-Sep-2026



ଭୁବନେଶ୍ୱର(ପ୍ରେରଣା ଖବର)- ଭୁବନେଶ୍ୱର ସ୍ଥିତ ପୋଖରୀପୁଟ ଇଣ୍ଡୋର ଷ୍ଟେଡ଼ିଅମରେ ୟୋନେକ୍ସ-ସାନରାଇଜ ଇଷ୍ଟଜୋନ ଆନ୍ତଃ ରାଜ୍ୟ ବେଡ଼ମିଣ୍ଟନ ଚାମ୍ପିୟନସିପ ଉଦ୍ଗାଟନ ହୋଇଯାଇଅଛି l ଆଜି ପ୍ରତିଯୋଗିତାକୁ ଓସବା ସମ୍ପାଦକ ତଥା ଆୟୋଜନ କମିଟି ସମ୍ପାଦକ ନିଲିନ କୁମାର ଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ। ଏହି ଅବସରରରେ ମୁଖ୍ୟ ରେଫରୀ ଇ.ପି. ଦିବାକରଣ, ଓଡିଶା ଦଳର ମୁଖ୍ୟ କୋଚ ଗୋବର୍ଧନ ରେଡ୍ଡୀ, ଓସବା ଉପସଭାପତି ସୁରେଶ ଚନ୍ଦ୍ର ପଣ୍ଡା, ଯୁଗ୍ମ ସମ୍ପାଦକ ଶୈଳେନ୍ଦ୍ର ଚୌଧୁରୀ,ମନରଞ୍ଜନ ପଣ୍ଡା, କମଳ ଦାସ, ଅଜିତ ମହାନ୍ତି, ଚନ୍ଦନ ମହାରଣା ପ୍ରମୁଖ ଉପସ୍ଥିତ ଥିଲେ l

ଭାରତୀୟ ବେଡ଼ମିଣ୍ଟନ, ସଂଘ ଓ ଓଡିଶା ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ସେବା ବିଭାଗର ସହଯୋଗରେ ୩ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାର ଦଳଗତ ଇଭେଣ୍ଟ ଆରମ୍ଭ ହୋଇଛି l ପ୍ରଥମଦିନ ଖେଳ ଶେଷ ସୁଦ୍ଧା ଦଳଗତ ଇଭେଣ୍ଟର ଜୁନିଅର ବର୍ଗ ଫାଇନାଲ ଲାଇନ ଅପ ଚୂଡାନ୍ତ ହୋଇଯାଇଛି l 
ଓଡ଼ିଶା ଜୁନିଅର ଦଳ ସେମିଫାଇନାଲରେ ପଶ୍ଚିମବଙ୍ଗକୁ ୨-୧ ରେ ପରାସ୍ତ କରି ଫାଇନାଲ ପହଂଚିଛି l ଓଡିଶା ଦଳର ସୌମ୍ୟଜିତ ସାହୁ ପ୍ରଥମ ସିଙ୍ଗଲସରେ ପଶ୍ଚିମବଙ୍ଗର ଦିବ୍ୟାନସ ଅଗ୍ରୱାଲଙ୍କ ଠାରୁ ହାରିଯାଇଥିବା ବେଳେ ଓଡ଼ିଆ ଖେଳାଳୀ ଦିବ୍ୟମ ଜେଜ୍ରିୱାଲ ପଶ୍ଚିମବଙ୍ଗର ଆଦିତ୍ୟ ବ୍ରହ୍ମlଙ୍କୁ ୧୫-୧୦, ୧୦-୧୫ ଓ ୧୫-୬ ପଏଣ୍ଟରେ ହରାଇ ବିଜୟୀ ହୋଇ ଛନ୍ତି l ଡବଲସରେ ଦିବ୍ୟମ କେଜ୍ରିୱାଲ ଓ ଶୁଭ୍ର କେତନ ଯୋଡି ପଶ୍ଚିମବଙ୍ଗ ଯୋଡି ଦିବ୍ୟାନସ ଅଗ୍ରୱାଲ ଓ ଆଦିତ୍ୟ ବ୍ରହ୍ମା ଙ୍କୁ ୧୫-୬ ଓ ୧୫-୭ ପଏଣ୍ଟ ରେ ହରାଇ ଫାଇନାଲରେ ପହଞ୍ଚି ଛନ୍ତି l ଫାଇନାଲରେ ଓଡିଶା ବାଳକ ଦଳ ଉତ୍ତରପ୍ରଦେଶକୁ ୨-୦ହରାଇଥିବା ଉତ୍ତରାଖଣ୍ଡ ଦଳକୁ ଭେଟିବ l
ବାଳିକା ସେମିରେ ଉତ୍ତରାଖଣ୍ଡ 
ଦଳ ଉତ୍ତର ପ୍ରଦେଶ କୁ ୨-୧ ରେ ହରାଇ ଫାଇନାଲକୁ ଯାଇଛି l ଅନ୍ୟ ପଟେ ପଶ୍ଚିମବଙ୍ଗ ବାଳିକା ଦଳ ବିହାରକୁ ୨-୧ ରେ ହରାଇ ଫାଇନାଲ ପହଂଚିଛି l
୪ ତାରିଖ ଦିନ ଦଳଗତ ଇଭେଣ୍ଟ ର ଫାଇନାଲ ମେଚ ଅନୁଷ୍ଠିତ ହେବ l 

 ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ରେ ପୂର୍ବାଂଚଳ ର ୬ ଟି ରାଜ୍ୟ ଯଥା ଓଡିଶା, ଝାରଖଣ୍ଡ, ବିହାର ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ଓ ପଶ୍ଚିମବଙ୍ଗ ଯୋଗ ଦେଇଛନ୍ତି l  ଦଳଗତ ପ୍ରତିଯୋଗିତା ତା ୩ ତାରିଖରୁ ଓ ବ୍ୟକ୍ତିଗତ ପ୍ରତିଯୋଗିତା ୪ତାରିଖ ଅପରାହ୍ନରୁ ଆରମ୍ଭ ହୋଇ ୬ତାରିଖ ଦିନ ଫାଇନାଲ ଖେଳ ଅନୁଷ୍ଠିତ ହେବ ବୋଲି ଓଡିଶା ରାଜ୍ୟ ବେଡ଼ମିଣ୍ଟନ ସଂଘ ସମ୍ପାଦକ ତଥା  ଆୟୋଜନ କମିଟୀ ସମ୍ପାଦକ ନିଲିନ କୁମାର ସୂଚନା ଦେଇଛନ୍ତି l  
 ପ୍ରତିଯୋଗିତାର ଚିଫ ରେଫରୀ ଭାବେ କେରଳର ଇ.ପି. ଦିବାକରଣ, ଡେପୁଟି ରେଫରୀ ଆନ୍ଧ୍ର ପ୍ରଦେଶ ର ସମ୍ପଦ ରାଓ ଓ ମେଚ କଣ୍ଟ୍ରୋଲ ହରିଆଣାର ରବି ଚୌହାନ ଦାୟିତ୍ୱରେ ଅଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026

You Might Also Like