-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||     

HOME   ଜିଲ୍ଲା

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ

03-Sep-2026



 ସଂସ୍କୃତି ପୁରୁଷ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ପ୍ରତି ବର୍ଷ ଭାଦ୍ରବ କୃଷ୍ଣ ପକ୍ଷ, ସପ୍ତମୀ ତିଥିରେ "ପିତୃତ୍ବ ଦିବସ"ପାଳନ କରାଯିବାର  ନିଷ୍ପତ୍ତି ଗ୍ରହଣ କରାଯାଇଛି ।   ଚଳିତ ବର୍ଷ ବହୁମୁଖି ପ୍ରତିଭାସମ୍ପନ୍ନ ସଜ୍ଜନ ତଥା ଜଣେ ସୁଯୋଗ୍ୟ ପିତା ଡଃ ବୁଦ୍ଧଦେବ ମିଶ୍ରଙ୍କୁ ପ୍ରଥମ ପିତୃତ୍ବ ଦିବସ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କ  ସଭାପତିତ୍ବରେ ଗଠିତ "ପିତୃତ୍ବ ଦିବସ ପାଳନ" ପରିଷଦରେ ଡଃ ପ୍ରଦୀପ କୁମାର ବିଶ୍ବାଳ ଉପ ସଭାପତି ଓ ଯୁବ ସାମ୍ବାଦିକ ଅରବିନ୍ଦ ତ୍ରିପାଠୀ,ସାଧାରଣ ସମ୍ପାଦକ , ଯୁବ ସାମ୍ବାଦିକ ଚିରଞ୍ଜିବୀ ସେଠୀ ସାଙ୍ଗଠନିକ ସମ୍ପାଦକ ଏବଂ ଶ୍ରୀଯୁକ୍ତ ସନ୍ତୋଷ କୁମାର ଲେଙ୍କା ସମ୍ପାଦକ ଭାବରେ ସର୍ବସମ୍ମତ କ୍ରମେ ମନୋନୀତ ହୋଇଛନ୍ତି । ପ୍ରତିବର୍ଷ ଏହି ଉତ୍ସବରେ ରାଜ୍ୟର ପାଞ୍ଚ ଜଣ ସୁଯୋଗ୍ୟ ପିତାଙ୍କୁ ସମ୍ବର୍ଦ୍ଧିତ କରାଯିବ ଏବଂ ମାଧ୍ୟମିକ ବିଦ୍ୟାଳୟ ସ୍ତରର ବିଦ୍ୟାର୍ଥୀ ମାନଙ୍କ ମଧ୍ୟରେ " ପିତା ଧର୍ମ, ପିତା ସ୍ବର୍ଗ, ପିତା ହିଁ ପରମ ତପ" ଶୀର୍ଷକରେ  ପ୍ରବନ୍ଧ ଓ ବକୃତା ପ୍ରତିଯୋଗୀତା ଆୟୋଜନ କରାଯାଇ ଶ୍ରେଷ୍ଠ ତିନି ପ୍ରତିଯୋଗୀଙ୍କୁ ଆର୍ଥିକ

ପୁରସ୍କାରରେ ପ୍ରୋତ୍ସାହିତ କରାଯିବାର ନିଷ୍ପତ୍ତି ଗ୍ରହଣ କରାଯାଇଛି। ପୁର୍ଣ୍ଣାଙ୍ଗ ଉତ୍କଳ ନ୍ୟାସ
ମଣ୍ଡଳୀର ସଭାପତି ସମ୍ମାନନୀୟ ସୀତା ବଲ୍ଲଭ ମହାପାତ୍ର, ପୁଷ୍ପ ରାଜ ପ୍ରଧାନ, ସାମ୍ବାଦିକ ମୁରଲୀଧର ମିଶ୍ର, ରଞ୍ଜନ କୁମାର ଖଟାଇ, ସ୍ମୃତି ରଞ୍ଜନ ପଟ୍ଟନାୟକ,  ଅନୀଲ କୁମାର ରଣା ,  ମନୋଜ କୁମାର ଷଡଙ୍ଗୀ, ଅଜୟ କୁମାର ରଥ, ସୀତାଂଶୁ ମହାରଣା, ସ୍ବାଧୀନ କୁମାର ରଣା , ଡାକ୍ତର ସୂର୍ଯ୍ୟକାନ୍ତ ପଣ୍ଡା , ଅଭିଯାନର ସଂଯୋଜକ ନାରାୟଣ ଓଝା , ବାବୁଲା ଧଳ, ପ୍ରମୁଖ ବିଭିନ୍ନ ପ୍ରସ୍ତାବ ଆଗତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ   24-Oct-2026
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026

You Might Also Like