-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||     

HOME   ଜିଲ୍ଲା

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ♦️ ଯୋଗଦେଲେ ମୁଖ୍ୟମନ୍ତ୍ରୀ ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟର (୭୦ ଜଣ ମହିଳା) ପୋଲିସ ସେବାରେ ସାମିଲ

04-Sep-2026



ଯୁବ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁମନ୍ତ୍ର- ଦୁର୍ନୀତିରୁ ସମ୍ପୂର୍ଣ୍ଣ ଦୂରେଇ ରୁହନ୍ତୁ, ୟୁନିଫର୍ମ ସର୍ଭିସରେ ସର୍ବୋଚ୍ଚ ଶୃଙ୍ଖଳା ବଜାୟ ରଖନ୍ତୁ ଏବଂ କ୍ଷମତାର ଅପବ୍ୟବହାର ନକରି ନିର୍ଦ୍ଦୋଷଙ୍କୁ ସୁରକ୍ଷା ଓ ଅପରାଧୀଙ୍କ ପ୍ରତି କଠୋର ହୁଅନ୍ତୁ

ଭୁବନେଶ୍ୱର(ମୁରଲୀଧର ମିଶ୍ର): ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ ଠାରେ ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହରେ  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୁଇ ବର୍ଷର କଠୋର ଇନ୍‌ଡୋର ଓ ଆଉଟ୍‌ଡୋର ପ୍ରଶିକ୍ଷଣ ସଫଳତାର ସହ ସମ୍ପୂର୍ଣ୍ଣ କରିଥିବା ୩୩୬ ଜଣ ନବନିଯୁକ୍ତ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଏହି ବ୍ୟାଚ୍‌ରେ ୭୦ ଜଣ ମହିଳା ସବ୍-ଇନ୍ସପେକ୍ଟର ସାମିଲ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିବା ସହ ଏହା ଓଡ଼ିଶାର ନାରୀ ସଶକ୍ତିକରଣ ଓ ପରିବର୍ତ୍ତିତ ସାମାଜିକ ଚିତ୍ରର ଏହା ଏକ ଉଜ୍ଜ୍ୱଳ ପ୍ରତିଫଳନ ବୋଲି କହିଛନ୍ତି ।ଦୀକ୍ଷାନ୍ତ ସମାରୋହକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି

ସେବାରେ ଅନେକ ସମସ୍ୟା ଓ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଲେ ମଧ୍ୟ, ସେମାନଙ୍କୁ ସମ୍ପୂର୍ଣ୍ଣ ସାହସିକତା, ନିଷ୍ଠା ଓ ସାଧୁତାର ସହିତ ନିଜର ଦାୟିତ୍ୱ ତୁଲାଇବାକୁ ହେବ। ଏହା ସହିତ ସାଇବର ଅପରାଧ ଭଳି ଆଧୁନିକ ସମସ୍ୟାର ମୁକାବିଲା କରିବା ପାଇଁ ପ୍ରଯୁକ୍ତିବିଦ୍ୟା ଏବଂ ସ୍ମାର୍ଟ ପୋଲିସିଂ ବ୍ୟବସ୍ଥାର ଉପଯୋଗ କରିବା ଜରୁରୀ ଅଟେ। ନକ୍ସଲ ବିରୋଧୀ ଅଭିଯାନ କ୍ଷେତ୍ରରେ ଓଡ଼ିଶା ପୋଲିସ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଏହି ଅସାଧାରଣ କୃତିତ୍ୱ ଓ ସଫଳତା ପାଇଁ ସେ ସମଗ୍ର ଓଡ଼ିଶା ପୋଲିସ ବାହିନୀକୁ ଧନ୍ୟବାଦ ଜଣାଇଛନ୍ତି। 

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ନିର୍ଦ୍ଦେଶକ ତଥା ପୋଲିସ ମହାନିରୀକ୍ଷକ ଶ୍ରୀ ଅନୁପ କୁମାର ସାହୁ ସ୍ୱାଗତ ଅଭିଭାଷଣ ଦେବା ସହ ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ । ଏହି  ଦୀକ୍ଷାନ୍ତ ସମାରୋହରେ  ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀ, ଇନ୍‌ଡୋର ଓ ଆଉଟ୍‌ଡୋର ପ୍ରଶିକ୍ଷକବୃନ୍ଦ, ନବନିଯୁକ୍ତ କ୍ୟାଡେଟ୍‌ମାନଙ୍କ ଅଭିଭାବକ ଓ ପରିବାର ସଦସ୍ୟ ଏବଂ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026

You Might Also Like