-+91-9937148622 |

prerana_bgr@rediffmail.com |

  Thursday 12th November 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳରେ ବିଜେଡି ର ଜନସମ୍ପର୍କ ପଦଯାତ୍ରା   (12-Nov-2026)       ||      ଗଣ୍ଡାବାହାଲି ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳ ନୂଆପଡ଼ାଙ୍କୁ ଦାବିପତ୍ର   (12-Nov-2026)       ||      *ଡାବୁଗାଁ ଅଞ୍ଚଳରେ ଜିଓ ନେଟ୍‌ୱାର୍କ ସମସ୍ୟା ଯୋଗୁଁ ଡିଜିଟାଲ୍ ସେବା ଠପ୍, ଫୋନ୍ କଲ୍ ଓ ଇଣ୍ଟର୍ନେଟ୍ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ*   (12-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣ ଜୟନ୍ତୀ କମିଟି ତରଫରୁ ସୁନାମୁଦି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ଭବ୍ୟ ଗୁରୁଦିବସ ପାଳିତ

05-Sep-2026



ସୁନାମୁଦି : ସ୍ଥାନୀୟ ବାପୁଜୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପାଳନ କମିଟି ତରଫରୁ ଗୁରୁଦିବସ ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି। ଏହି ଅବସରରେ ଅଞ୍ଚଳର ସମସ୍ତ ଅବସରପ୍ରାପ୍ତ କର୍ମଚାରୀ ତଥା ବିଦ୍ୟାଳୟର ପୁରାତନ ଶିକ୍ଷକମାନଙ୍କୁ ସମ୍ମାନିତ କରାଯାଇଥିଲା।

କାର୍ଯ୍ୟକ୍ରମର ପ୍ରାରମ୍ଭରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଟିଟୁ ବାଗ ଭାରତର ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଶିକ୍ଷାବିତ୍ ଡଃ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ଓ ଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ। ସ୍କୁଲ ର ଛାତ୍ରୀମାନଙ୍କ ଦ୍ବାରା ସ୍ଵାଗତ ସଙ୍ଗୀତ ଗାନ କରାଯାଇଥିଲା  l

ପରେ ପୁରାତନ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଗୁରୁମାନଙ୍କ ସମ୍ମାନାର୍ଥେ 'ପୂଜ୍ୟ ପୂଜା' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସମସ୍ତ ଗୁରୁଜନଙ୍କୁ ଉପଢୌକନ, ପୁଷ୍ପ ଓ ଚନ୍ଦନ ଦେଇ ବିଧିବଦ୍ଧ ଭାବେ ଗୁରୁପୂଜନ କରାଯାଇଥିଲା।

ପ୍ରାରମ୍ଭରେ କମିଟିର ସମ୍ପାଦକ ମୋହନ ସାହୁ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିବା ବେଳେ, ନିତ୍ୟାନନ୍ଦ ସାହୁ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ।

ଏହି କାର୍ଯ୍ୟକ୍ରମକୁ ଗୋବିନ୍ଦ କାଲସାଏ,  ଅମଜତ ସାହୁ, 

ସୁନୀଲ ସାହୁ, ପ୍ରେମରାଜ ଯୋଷୀ, ଦେବରାଜ ସାହୁ, ସୁସାନ୍ତ ଧରୁଆ, ପକ୍ଷୀରାଜ ସାହୁ, ତେଜଲାଲ ବାରିକ, ଆର୍ତ୍ତ ସେଠ, ଲଳିତ ସାହୁ, ଦିଲୀପ ଧରୁଆ, ଅନିଲ ସାହୁ, ଖୁସିରାମ ମଲ୍ଲିକ,  ମହେଶ ସାହୁ, ମନୋଜ ଧରୁଆ ପ୍ରମୁଖ ସହଯୋଗ କରିଥିଲେ। ସଭା ପରିଚାଳନା ଉପସଭାପତି ଅର୍ଜୁନ କୁମାର ସାହୁ କରିଥିବା ବେଳେ ଶେଷରେ କମିଟିର ସଭାପତି ପ୍ରହଲ୍ଲାଦ ସାହୁ ନିଜର ବକ୍ତବ୍ୟ ରଖି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳରେ ବିଜେଡି ର ଜନସମ୍ପର୍କ ପଦଯାତ୍ରା   12-Nov-2026
  ଜିଲ୍ଲା  
ଗଣ୍ଡାବାହାଲି ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳ ନୂଆପଡ଼ାଙ୍କୁ ଦାବିପତ୍ର   12-Nov-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଜିଓ ନେଟ୍‌ୱାର୍କ ସମସ୍ୟା ଯୋଗୁଁ ଡିଜିଟାଲ୍ ସେବା ଠପ୍, ଫୋନ୍ କଲ୍ ଓ ଇଣ୍ଟର୍ନେଟ୍ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ*   12-Nov-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026

You Might Also Like