-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କୁ ଗାନ୍ଧି ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ

05-Sep-2026



ବଲାଙ୍ଗିର,ରାଜ୍ୟସ୍ତରରେ ବଲାଙ୍ଗିର ପୌର ପରିଷଦ କୁ କାର୍ଯ୍ୟ ଦକ୍ଷତା ସହ ପୌର ବିଭାଗ ବଲାଙ୍ଗିର ସହରର ବିଭିନ୍ନ ଉନ୍ନୟନ ମୂଳକ ତଥା ପୌର ପରିଷଦର ସୁପରିଚାଳନା ପାଇଁ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ଙ୍କୁ ରାଜ୍ୟସ୍ତରରେ ପୁରସ୍କୃତ ହୋଇଥିବାରୁ ଟିକ୍ରାପଡା ଗାନ୍ଧି ପାଠାଗାର ଆଜି ପୌର ପରିଷଦ ସଭା ଗୃହରେ ସଭାପତି ପ୍ରକାଶ ନେପାକ, ବରିଷ୍ଠ ସଭ୍ୟ ଭଗବାନ ବଗର୍ତ୍ତି,

ପୀତବାସ ପଣ୍ଡା, ସଭ୍ୟ ଦାଶରଥି ସାହୁ, ହୃଦୟ ରଂଜନ ସାହୁ, ସଭ୍ୟା ରୀନା ମାହାନା ଓ ଅଜିତ ପଣ୍ଡା ପ୍ରମୁଖ ପାଠାଗାରର ସଭ୍ୟ ଏବଂ ସଂଗଠକ ବୁଲୁ ବେହେରଙ୍କ ଉପସ୍ଥିତିରେ ପୌରାଧ୍ୟକ୍ଷା ଲିକା ସାହୁ ଏବଂ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରା ଙ୍କୁ ଉପଢୈାକନ ଏବଂ ଫୁଲତୋଡା ଦେଇ ସମ୍ବର୍ଦ୍ଧିତ କରିଥିଲେ । ବଲାଙ୍ଗିର ପୌର ପରିଷଦର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଯଥା ରାସ୍ତାଘାଟ ଓ ଡ୍ରେନ ନିର୍ମାଣ, ବନ୍ଧଖୋଳା ଠାରୁ ଆରମ୍ଭ କରି ବିଭିନ୍ନ କ୍ଲବ, ମନ୍ଦିରର ଉନ୍ନତିକରଣ ପାଇଁ ସହଯୋଗ କୁ ବଲାଙ୍ଗିର ମ୍ୟୁନିସିପାଲିଟି ତଥା ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂଦେଓଙ୍କୁ ଗାନ୍ଧି ପାଠାଗାର ତରଫରୁ ଧନ୍ୟବାଦ ଅର୍ପଣ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026

You Might Also Like