-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||     

HOME   ଜିଲ୍ଲା

ଗୁରୁ ଦିବସରେ ଗୁରୁ କଳାବ୍ୟାଚ ପିନ୍ଧି ପ୍ରତିବାଦ କଲେ

06-Sep-2026



ବିନିକା(ହିମାଂଶୁ ଶେଖର ପୁଟେଲ)ଗୁରୁ ଯିଏ ଜୀବନକୁ ସଠିକ ମାର୍ଗରେ ପରିଚାଳିତ କରି ଭଲ ମଣିଷ ହେବାର ପଥ ଶିଖାନ୍ତି ।ତାଙ୍କର ପବିତ୍ର ଦିବସ ଶନିବାର ସାରା ରାଜ୍ୟରେ ପାଳିତ ହେଉଥିବା ବେଳେ ଅନ୍ୟପଟେ ଓସ୍ନେଲିଆ ସଂଘ ତରଫରୁ ଏହି ଦିବସକୁ ପ୍ରତିବାଦ ଦିବସ ଅର୍ଥାତ୍ କଳା ଦିବସ ଭାବେ ପାଳନ କରିଥିବା ଜଣାପଡ଼ିଛି ।ଏହି ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲା ଓସ୍ନେଲିଆ ସଂଘ ବ୍ୟବସ୍ତା ପ୍ରମୁଖ ତଥା ବିନିକା ଖଣ୍ଡ ସଂଯୋଜକ ବିଶ୍ୱନାଥ ମିଶ୍ରଙ୍କ ନେତୃତ୍ୱରେ ସିଦ୍ଧାର୍ଥ କଲେଜ ପରିସରରେ କାର୍ଯ୍ୟରତ ଅଧ୍ୟାପକ,ଅଧ୍ୟାପିକା ଓ କର୍ମଚାରୀ ମିଳିତ ହୋଇ କଳା ବ୍ୟାଚ ପରିଧାନ ପୂର୍ବକ ଗୁରୁଦିବସକୁ କଳା ଦିବସ ଭାବେ ପାଳନ କରିଥିବା ଦେଖିବାକୁ ମିଳିଥିଲା।ସୂଚନା ଯୋଗ୍ୟ ଯେ ୨୦୦୮ରୁ୨୦୧୮ମସିହା ମଧ୍ୟରେ ସମସ୍ତ ସରକାରୀ ଓ ବେସରକାରୀ କଲେଜରେ ପରିଚାଳନା କମିଟି ଦ୍ୱାରା ନିଯୁକ୍ତ ଅଧ୍ୟାପକ,ଅଧ୍ୟାପିକା ଓ କର୍ମଚାରୀ ମାନଙ୍କୁ ସ୍ଥାୟୀ ନିଯୁକ୍ତିରେ ଅନ୍ତର୍ଭୁକ୍ତ କରିବା ପାଇଁ ସଂଘ ପକ୍ଷରୁ ଦୀର୍ଘ ଦିନ ହେଲା ଦାବୀ ହୋଇଆସୁଛି l ଗତ ୨୦୨୫ଡିସେମ୍ବର ମାସରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଉକ୍ତ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାହା ପୂରଣ ହୋଇନାହିଁ ।ଯାହାକି ସରକାର ଦେଇଥିବା ପ୍ରତିଶ୍ରୁତି କୁ ପୁନର୍ବାର ମନେ ପକେଇବା ନେଇ ସଂଘ ତରଫରୁ ପ୍ରତିବାଦ କରାଯାଇଛି ।ପ୍ରମୁଖ ଦାବୀ ଯଦି ସରକାର ପୂରଣ ନକରନ୍ତି ତେବେ ଆଗାମୀ ଦିନରେ ଜୋରଦାର ଆନ୍ଦୋଳନ କରାଯିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି  l ଅନୁଷ୍ଟିତ ଏହି ପ୍ରତିବାଦ କାର୍ଯ୍ୟକ୍ରମରେ ମାନସ ରଞ୍ଜନ ମିଶ୍ର,ପ୍ରମିତା କୁମାରୀ ମିଶ୍ର,ଭାରତୀ ବାବୁ,ମାନସ ନାୟକ,ରୋହିତ ଧରୁଆ,ଝଲକ ମିଶ୍ର ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026

You Might Also Like