-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||     

HOME   ଜିଲ୍ଲା

ବରପାଲିରେ ବ୍ଲକ ସ୍ତରୀୟ ଗୁରୁପୂଜନ ଉତ୍ସବ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ

06-Sep-2026



ବରପାଲି (ସୁଦାମ ଦୀପ)ଅଦ୍ଯ ରବିବାର ଦିନ ବରଗଡ଼ ଜିଲ୍ଲା ବରପାଲି ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ବ୍ଲକ ସ୍ତରୀୟ ଗୁରୁପୂଜନ ଓ ବାର୍ଷିକ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି। ପୂର୍ବାହ୍ନରେ ବରପାଲି ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଠାକୁର ଆତିଶ ବେହେରାଙ୍କ ସଭାପତିତ୍ବରେ ସାଧାରଣ ସଭାରେ ବରପାଲି ତହସିଲଦାର ରୁକ୍ମଣ ମେହେର ମୁଖ୍ଯ ଅତିଥିରୂପେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ ସହ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ ।  ପ୍ରଥମେ ଶିକ୍ଷୟିତ୍ରୀମାନଙ୍କ ଦ୍ବାରା ପ୍ରାରମ୍ଭିକ ସଙ୍ଗୀତ ପରିବେଷଣ କରାଯାଇଥିଲା।  ଏହାପରେ ଦିବଙ୍ଗତ ଶିକ୍ଷକ ସ୍ବର୍ଗତ ଆନନ୍ଦ ଦାଶ ଏବଂ ସ୍ବର୍ଗତ  ଅଭିମନ୍ୟୁ ବାରିକଙ୍କ ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବରଗଡ଼ ପଞ୍ଚାୟତ ମହାବିଦ୍ୟାଳୟର ଅଧ୍ୟାପକ  ମାନଭଞ୍ଜନ ପାଣିଗ୍ରାହୀ ମୁଖ୍ଯବକ୍ତାଭାବରେ ଯୋଗଦେଇଥିବା ବେଳେ ବରପାଲି ଗୋଷ୍ଠୀ ଶିକ୍ଷା ଅଧିକାରୀ ଆଲୋକ ପଧାନ, ପୂର୍ବତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ମୁକୁନ୍ଦ ମହରା ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ । ଅନ୍ଯତମ ସମ୍ମାନିତ ଅତିଥି ଭାବେ ଏବିଇଓ ରତ୍ନ କୁମାର ଭୋଇ, ଦୁର୍ଯ୍ୟୋଧନ ସିଂହ ଓ ଦିଲିପ ମେହେର ଯୋଗଦେଇଥିଲେ । ଏହି ଅବସରରେ ଶିକ୍ଷକତାରୁ ଅବସର ଗ୍ରହଣ କରିଥିବା ଦଶ ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଗୁରୁପୂଜନ ସହ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ବରପାଲିର ପୂର୍ବତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ମୁକୁନ୍ଦ ମହରାଙ୍କ ସମେତ ନୂତନ ଭାବେ ଯୋଗଦାନ କରିଥିବା ଚାରିଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ମଧ୍ଯ ସମ୍ବର୍ଦ୍ଧିତ କରାଯାଇଥିଲା ।  ଉକ୍ତ ସଭାରେ ସହ ସଂପାଦକ ଆନନ୍ଦ ବାରିକ ମଞ୍ଚ ସଞ୍ଚାଳନ କରିଥିବା ବେଳେ ସଂପାଦକ କ୍ଷେତ୍ର ମେହେର ବାର୍ଷିକ ବିବରଣୀ ପଠନ ଓ ଉପ-ସଭାପତି ମୋହନ ମେହେର ଧନ୍ୟବାଦ ଅର୍ପଣ କରିଥିଲେ । ଅପରାହ୍ନରେ ଶିକ୍ଷକ ଶିକ୍ଷୟିତ୍ରୀଙ୍କଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । କବି ମୁନିରାମ କୁମ୍ଭାର, ମନୋରଞ୍ଜନ ଲୁହା ଓ ତେଜୁରୁ ବାରିକ ହାସ୍ଯକବିତା ପରିବେଷଣ କରିଥିଲେ ।ଏହି କାର୍ଯ୍ୟକ୍ରମରେ ବ୍ଲକର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026

You Might Also Like