-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*

07-Sep-2026



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷରେ ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ନବରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ବିଶ୍ୱଜିତ୍  ବର୍ମନ୍ ଯୋଗ ଦେଈ କିପାରି  ଲୋକେ ବାହାରକୁ ଦାଦନ ନ ଯାଇ ନିଜ ଅଞ୍ଚଳରେ କାର୍ଯ୍ଯ ପାଇବେ ସେହି  ବିଷୟରେ ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମରେ ମାଚାସୀନ ଥିଲେ ଡାବୁଗାଁ ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ,ଡାବୁଗାଁ ବିଡିଓ ସମିର ପାତ୍ର, ଜୋନ -୧ ଜିଲା ପରିଷଦ ସଭ୍ୟ ଗୁପ୍ତ ବିଶୋଇ, ଜୋନ -୨ ଜିଲା ପରିଷଦ ସଭ୍ୟ ଧନସିଂ ଭତ୍ରା, ଡାବୁଗାଁ ବ୍ଲକ ବିଜେଡ଼ି ସଭାପତି ସୁରେନ୍ଦ୍ର ମିଶ୍ର  ପ୍ରମ୍ମୁଖ । ଜୁନାପାଣୀ ପଞ୍ଚାୟତର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା, ବଡଓଲମା ଓ ନନ୍ଦପୁରା ପଞ୍ଚାୟତ ରେ ଉକ୍ତ ଯୋଜନା ରେ  ମୃତ ବ୍ୟକ୍ତିଙ୍କ ନାମରେ ଟଙ୍କା ପଠା ଯାଇଥିଲା  , ପରେ ସରକାରଙ୍କ ଆକାଉଣ୍ଟ କୁ ନିଆଯାଇଥିଲା। କିପରୀ  ମୃତ ବ୍ୟକ୍ତି ଙ୍କୁ ଟଙ୍କା ପଠାଯାଇଥିଲା ସେ ନେଇ ଆଲୋଚନା ହେବା ପରେ ଉକ୍ତ ଯୋଜନା ରେ ସମ୍ପୃକ୍ତ ଥିବା ଅଧିକାରୀ ଙ୍କୁ ପଚରଜାଇ ଆଗାମୀ ଦିନରେ ଯଦି ଏପରି ଘଟଣା ସାମ୍ନାକୁ ଆସେ ତାହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅତିରିକ୍ତ ଜିଲ୍ଲାପାଳ କହିଥିଲେ। ବଡଓଲମା ବିଦ୍ୟାଳୟ ୱାଲ ର କାର୍ଯ୍ୟ ୭୫% କାମ  ସରିଯାଇଥିବା ବେଳେ ବଳକା  ୨୫% କାମ ହୋଇପାରିନାହିଁ  ନେଇ ଆଲୋଚନା ହୋଇଥଲା , ଚଚରାଗୁଡ଼ା ପଞ୍ଚାୟତ ରେ ବିଗତ ୬ମାସ  ମଧ୍ୟରେ ଉକ୍ତ ଯୋଜନା ରେ  ଜବକାର୍ଡ ଧରୀ ଙ୍କୁ କାର୍ଯ୍ୟ ନଦେବା ଓ କାର୍ଯ୍ୟ ରେ ଅନିୟମିତତା ହୋଇଥିବା କାର୍ଯ୍ୟ ଉପରେ ଅନୁଧ୍ୟାନ କରିଥିଲେ ,  ଜବାଗୁଡ଼ା ରେ ବିନା ପିଓ ଓ ସରପଞ୍ଚ ଙ୍କ ଦସ୍ତଖତ ରେ ଟଙ୍କା ପଠାଯିବା ନେଇ ବିଗିଡି ଥିଲେ ଅତିରିକ୍ତ ଜିଲ୍ଲାପାଳ , ପିଇଓ ଙ୍କ ମନମୁଖୀ କାର୍ଯ୍ୟକଳାପ ଯୋଗୁଁ ତାଙ୍କୁ କାରଣ ଦର୍ଶାଇବା ପାଇଁ କହିଥିଲେ , ସେହିପାରି ଡାବୁଗାଁ ର ବିଭିନ୍ନ ପଞ୍ଚାୟତ ରେ ଉକ୍ତ ଯୋଜନା ରେ ହୋଇଥିବା କାର୍ଯ୍ୟ ଉପରେ ଅନିୟମିତତା ଓ ତାହାର କିପରି ଆଗାମୀ ଦିନରେ  ବ୍ୟତିକ୍ରମ ହେବନାହିଁ ସେନେଇ ଆଲୋଚନା ହୋଇଥଲା। ଏହି କାର୍ଯ୍ୟକ୍ରମ କୁ ଜିଲ୍ଲା ସାମାଜିକ ଅଧିକାରି ବୈଭସୁତ ଚଲାଣ ସମସ୍ତ ସମସ୍ୟା ଉପରେ ଆଲୋଚନା କରିଥିଲେ । ଆଜିର କାର୍ଯ୍ୟକ୍ରମକୁ ବ୍ଲକ ସାମାଜିକ ଅଧିକାରୀ ପ୍ରକାଶ ସୁନା ପରିଚାଳନା କରିଥିଲେ।

*ବିଦ୍ର:-ମନରେଗା ଯୋଜନାରେ ମୃତ ବ୍ୟକ୍ତିଙ୍କ ନାମରେ ଟଙ୍କା ପଠା ଯାଇଥିଲା କିପରି???*


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like