-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ

07-Sep-2026



ବଲାଙ୍ଗିର(ପ୍ରେରଣା ଖବର): ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ତୁରେକେଲା ବ୍ଲକ ଆନୁକୂଲ୍ୟରେ ତହସିଲଦାର କାର୍ଯ୍ୟାଳୟ ଘେରାଓ କରାଯାଇଥିଲା l  ଆଦିବାସୀ ମାନଙ୍କ ଚଉଦ ଦଫା ଦାବୀ ସମ୍ବଳିତ ସ୍ମାରକପତ୍ର ତହସିଲଦାର ଙ୍କ ଜରିଆରେ ରାଷ୍ଟ୍ରପତି ଏବଂ ମୁଖ୍ୟମନ୍ତ୍ରୀ ଙ୍କୁ ଦିଆଯାଇଥିଲା l  ଦାବିଗୁଡିକ ମଧ୍ୟରେ
କଣ୍ଟାବାଞ୍ଜି ଅନ୍ୱେଷା ଯୋଜନାରେ ଆବାସିକ ସୁବିଧା ସହିତ ଜେ.ଏମ୍‌.ଏମ୍‌. ପ୍ରାଇଭେଟ୍‌ ଇଂଲିଶ୍‌ ମିଡିୟମ୍‌ ସ୍କୁଲରେ ତୃତୀୟ ଶ୍ରେଣୀରେ ପଢ଼ୁଥିବା ଆଦିବାସୀ ଛାତ୍ର ଜଗନ୍ନାଥ ଧରୁଆଙ୍କ ମୃତ୍ୟୁ ଘଟଣାରେ ତାଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ, ଉଚ୍ଚସ୍ତରୀୟ ତଦନ୍ତ ଏବଂ ଦାୟୀ ବ୍ୟକ୍ତି ଓ ଅଧିକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ଆଦିବାସୀ ବିରୋଧୀ 
 ଖଣି ଏବଂ ଖଣିଜ ସମ୍ପଦ, ବିକାଶ ଏବଂ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌ ଆଇନ)  ପ୍ରତ୍ୟାହାର କରାଯାଉ l କାରଣ ଏହି ଆଇନ ହେଲେ ଆଦିବାସୀ ମାନେ ଜମି,ଜଙ୍ଗଲ, ପାହାଡ଼,ପର୍ବତ, ନଦୀ ନାଳ ଖଣିଜ ସମ୍ପଦ ସର୍ବସ୍ବ ହରାଇବେ, ଓଡିଶା ସରକାର  ବର୍ଷକୁ ୧୫ କୋଟି  ଖଣି ଟେକ୍ସ, ରୟାଲଟି  କ୍ଷତି ସହିବେ,ରାଜସ୍ବ ଜଙ୍ଗଲ ଅଧିକାର ଆଇନ ଅନୁଯାୟୀ ଜଙ୍ଗଲ ଜମି ପଟ୍ଟା ପ୍ରଦାନ,ଆଦିବାସୀ ଜମିର  ବିକ୍ରି, ବନ୍ଧକି ଆଦି ବେଆଇନ ହସ୍ତାନ୍ତର ବନ୍ଦ କରିବା,ପେସା ଆଇନର ପୂର୍ଣ୍ଣ କାର୍ଯ୍ୟକାରିତା, ୨୦୨୭ ପଞ୍ଚାୟତ ନିର୍ବାଚନରେ ଆଦିବାସୀଙ୍କ ନ୍ୟାୟସଙ୍ଗତ ସଂରକ୍ଷଣ, ଅନ୍ୱେଷା ଯୋଜନାରେ ନୂତନ ନାମଲେଖା ପୁନଃଆରମ୍ଭ, ଆଦିବାସୀ ଚାଷୀ ଓ ଉଦ୍ୟୋଗୀଙ୍କୁ ଋଣ ରିହାତି, ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ଚିନି, ପିଆଜ, ତେଲ ଲୁଣ ପେଟ୍ରୋଲ ଡିଜେଲ ଗ୍ୟାସ ର ଦରଦାମ ହ୍ରାସ କରିବା, ବଲାଙ୍ଗିର  ରେ ସ୍ୱତନ୍ତ୍ର  ଏସଟି ଏସସି କୋର୍ଟ ନିର୍ମାଣ ପାଇଁ ୨0୧୫ ରୁ ୨ କୋଟି ଟଙ୍କା ଆସିଛି ତେଣୁ ତୁରନ୍ତ ଫାଷ୍ଟ ଟ୍ରାକ କୋର୍ଟ ନିର୍ମାଣ,ଆଦିବାସୀ ଅଞ୍ଚଳରେ ନିଯୁକ୍ତିରେ ଅଗ୍ରାଧିକାର ଏବଂ ଖଣି ପ୍ରଭାବିତ ଅଞ୍ଚଳର ଜମି–ଜଳ–ଜଙ୍ଗଲ ଓ ଜୀବନଜୀବିକା ସୁରକ୍ଷାକୁ ମୁଖ୍ୟ ଦାବି ଭାବେ ଉଠାଯାଇଛି।
ଏହି ଦାବିଗୁଡ଼ିକର ସମର୍ଥନରେ ପୂର୍ବତନ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ଓଡ଼ିଶା ଆଦିବାସୀ କଲ୍ୟାଣ ମହାସଂଘର ଉପସଭାପତି ଭାନୁ ପ୍ରତାପ ସିଂ ମାଝି, ବିଶିଷ୍ଟ ଆଦିବାସୀ ନାରୀନେତ୍ରୀ ଶ୍ରୀମତୀ ମିଥିଲା ମାଝି, ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୁରେକେଲା ବ୍ଲକ ସଭାପତି ଚୌବନ କିଶୋର ମାଝି, ସାଧାରଣ ସମ୍ପାଦକ ହେମେନ୍ଦ୍ର ନାଥ ହାଁସଦା, ବଙ୍ଗୋମୁଣ୍ଡା ବ୍ଲକ ସଭାପତି ମନରଞ୍ଜନ ଭୋଇ, ମୁରିବାହାଲ ବ୍ଲକ ସଭାପତି ରାଜୀବ କୁଅଁର, ଟିଟିଲାଗଡ଼ ବ୍ଲକ ସଭାପତି ପଦ୍ମନ ପ୍ରଧାନୀ, ସଂଗଠନ ସମ୍ପାଦକ ଥବିର ପୁଝାରୀ, ଟିଟିଲାଗଡ଼ ନଗର ସଭାପତି ନିତ୍ୟାନନ୍ଦ ମାଝି, କଣ୍ଟାବାଞ୍ଜି ନଗର ସଭାପତି ରାମ ଶବରଙ୍କ ସମେତ ବହୁ ଆଦିବାସୀ ନେତା ଓ କର୍ମକର୍ତ୍ତା ସାମିଲ ହେବେ।
ଅନ୍ୟମାନଙ୍କ ମଧ୍ୟରେ ଅମର ସିଂ ମାଝି, ଲୟକର ଛତ୍ରିଆ,

ମୁକେଶ ଭୋଇ, ଈଶ୍ୱର ନାଏକ, ଶ୍ରୀମତୀ ପତ୍ରଙ୍ଗି ମାଝି, ଶ୍ରୀମତୀ ଲକ୍ଷ୍ମୀ ମାଝି, ଶ୍ରୀମତୀ ଖେଳନ୍ତି ସମରଥ, ଶ୍ରୀମତୀ ଭୂମିସୁତା ସମରଥ, ଶ୍ରୀମତୀ ସୁରେଶ୍ୱରୀ ଯାନୀ, ଆଦିବାସୀ ନେତା ଅଚ୍ୟୁତ ଭୋଇ, ବସନ୍ତ ଭୋଇ, ମଧୁସୂଦନ ଜାନି, ଲିଙ୍ଗ ମାଝି, କ୍ଷେତ୍ର ମାଝି, ମହାଦେବ ଭୋଇ, ଲିଙ୍ଗରାଜ ଧରୁଆ ଓ କୁଶ ମାଝି ପ୍ରମୁଖ ଯୋଗଦେବେ।
ଆଦିବାସୀ ସମାଜର ସାମ୍ବିଧାନିକ ଅଧିକାର, ଜମି–ଜଙ୍ଗଲ–ଜଳ, ସଂସ୍କୃତି, ଶିକ୍ଷା ଓ ଜୀବିକା ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଦାବିଗୁଡ଼ିକ ଉପରେ ତୁରନ୍ତ ପଦକ୍ଷେପ ନେବାକୁ ନେତୃବୃନ୍ଦ ଦାବି କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like