-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି

07-Sep-2026



ବରପାଲି : (ସୁଦାମ ଦୀପଙ୍କ ରିପୋର୍ଟ) ବରପାଲି ରେଲୱେ ଷ୍ଟେସନ ନିକଟରୁ ସୋମବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଷ୍ଟେସନ ନିକଟସ୍ଥ ୬୨୪/୨୬ ନମ୍ବର ଖୁଣ୍ଟି ନିକଟରେ ସକାଳ ପ୍ରାୟ ୮ଟା ୪୫ ମିନିଟ ସମୟରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଥିଲା।ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ରେଲୱେ କର୍ତ୍ତୃପକ୍ଷ ଓ ରେଲୱେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହଟି ଉଦ୍ଧାର କରିଥିଲେ। ପରିଚୟ ଯାଞ୍ଚ ସମୟରେ ମୃତକଙ୍କ ନାମ ପ୍ରକାଶ ଚନ୍ଦ୍ର ମାହାଣା ବୋଲି ଜଣାପଡ଼ିଛି। ତାଙ୍କ ଆଧାର କାର୍ଡ ଅନୁଯାୟୀ ସେ ବିଜେପୁର ଅଞ୍ଚଳର ବାସିନ୍ଦା ବୋଲି ଜଣାପଡ଼ିଛି। ସେହିପରି ମୃତକଙ୍କ ନିକଟରୁ ମିଳିଥିବା ରେଲୱେ ଟିକେଟରୁ ସେ ବରପାଲିରୁ ସମ୍ବଲପୁର ଯାତ୍ରା କରୁଥିବା ଜଣାପଡ଼ିଛି। ତେବେ କେଉଁ ପରିସ୍ଥିତିରେ ତାଙ୍କ ମୃତ୍ୟୁ ଘଟିଲା, ସେନେଇ ଏପର୍ଯ୍ୟନ୍ତ ସ୍ପଷ୍ଟ ସୂଚନା ମିଳିନାହିଁ। ଘଟଣାକୁ ନେଇ ରେଲୱେ ପୁଲିସ ତଦନ୍ତ ଆରମ୍ଭ କରିଛି। ମୃତ୍ୟୁର ପ୍ରକୃତ କାରଣ ତଦନ୍ତ ଓ ଆଇନଗତ ପ୍ରକ୍ରିୟା ପରେ ସ୍ପଷ୍ଟ ହେବ ବୋଲି ଜଣାପଡ଼ିଛି। ଏନେଇ ରେଲୱେ ପୁଲିସ ପକ୍ଷରୁ ଆବଶ୍ୟକ ଆଇନଗତ ପଦକ୍ଷେପ ଜାରି ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like