-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି  

07-Sep-2026



ବଲାଙ୍ଗିର, ଜିଲ୍ଲା କ୍ରୀଡା ସଂସଦ ଆନୁକୁଲ୍ୟରେ ଚାଲିଥିବା ଫୁଟବଲ ଖେଳ ୬ ଟି ପଡିଆରେ ହୋଇଯାଇଛି । ଖୁଜେନପାଲି ପଡିଆରେ ସ୍ପୋର୍ଟ ହଷ୍ଟେଲ ୭-୦ ଗୋଲରେ ବ୍ଲୁ ମାଉଣ୍ଟେଣ୍ଡ କୁ ହରାଇ ଜୋନ ଚମ୍ପିୟାନ ହେଲା । ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ଯୋଗ ଦେଇଥିବା ବେଳେ ଅତିଥି ଭାବେ ବଲାଙ୍ଗିର ବ୍ଲକ ଅଧ୍ୟକ୍ଷା ସରିତା ବାଗ, କ୍ରୀଡା ସଂସଦର ଯୁଗ୍ମ ସଂପାଦକ ଶତୃଘନ ସିଂ ଓ କ୍ରୀଡା ସଂପାଦକ ବିଭୁତି ଭୂଷଣ ପଣ୍ଡା ଯୋଗ ଦେଇଥିଲେ । ପଲ୍ଲିଶ୍ରୀ ଷ୍ଟାଡିୟମ ସଦାଇପାଲି ଠାରେ ରିଜର୍ଭ ପୋଲିସ ୧-୦ ଗୋଲ ରେ ସାଇଟ ସଦାଇପାଲିକୁ ହରାଇ ଜୋନ ଚମ୍ପିୟାନ ହେଲା । ମୁଖ୍ୟ ଅତିଥି ଭାବେ ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରା ଯୋଗ ଦେଇଥିବା ବେଳେ ଅତିଥି ଭାବେ ସୁଶ୍ରୀ ଆଇଟିଆଇ ଅଧ୍ୟକ୍ଷ ଇଂ.ସନ୍ତୋଷ କୁମାର ବ୍ରହ୍ମା, ପୂର୍ବତନ ଖେଳାଳି ପ୍ରଦୀପ ମହାରଣା, କ୍ରୀଡା ସଂଗଠକ ଆଦିତ୍ୟ ପଟ୍ଟନାୟକ ଓ ଅଶୋକ ପ୍ରଧାନ ଯୋଗ ଦେଇଥିଲେ । ଟାଉନ ହାଇସ୍କୁଲ ପଡିଆରେ ବିକେସି ୟୁନାଇଟେଡ୍ ୩-୦ ଗୋଲରେ ଗେର୍ଡି କୁ ହରାଇ ଜୋନ ଚମ୍ପିୟାନ ହେଲା । ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ଯୋଗ ଦେଇଥିବା ବେଳେ ଅତିଥି ଭାବେ ଜେଆଇଟିଏମ୍ ଅଧ୍ୟକ୍ଷ ଅନଙ୍ଗ ଉଦୟ ନାୟକ, ସଂକିର୍ତ୍ତନ୍ୟ ଗାୟକ ନିରାକାର ସ୍ୱାଇଁ, କ୍ରୀଡା ସଂସଦ ଉପସଭାପତି କୃଷ୍ଣଚନ୍ଦ୍ର ମିଶ୍ର, କୋଷାଧ୍ୟକ୍ଷ ହେମନ୍ତ କୁମାର ବେହେରା, ବରିଷ୍ଠ ସଦସ୍ୟ ଡା. ସିଦ୍ଧେଶ୍ୱର ମିଶ୍ର ଓ ପୂର୍ବତନ ଖେଳାଳି ଲୋକନାଥ ନେପାକ ଯୋଗ ଦେଇଥିଲେ ।  ଜରାସିଂହା ମିନି ଷ୍ଟାଡିୟମରେ ଜରାସିଂହା ୩-୧ ଗୋଲରେ ମହିପୁର କୁ  ହରାଇ ଜୋନ ଚମ୍ପିୟାନ ହେଲା । ଅତିଥି ଭାବେ ଦେଓଗାଁ ବ୍ଲକ ପୂର୍ବତନ ଚେୟାରମେନ ଲକ୍ଷ୍ମଣ କୁମାର ମେହେର, ବରିଷ୍ଠ ନାଗରିକ ପ୍ରମୋଦ କୁମାର ସିଂନିନା ଓ ପୂର୍ବତନ ପୁଇଁନ୍ତଲା ବ୍ଲକ ଭାଇସ ଚେୟାରମେନ ସନ୍ତୋଷ ଗୁରହାଣ୍ଡି ଯୋଗ ଦେଇଥିଲେ । ଲୋଇସିଂହା ମିନି ଷ୍ଟାଡିୟମରେ ବାଦିବାହାଲ ୪-୨ ଗୋଲରେ ଏଚ୍‌ଆରଡିଏ ଖଲିଆପାଲି କୁ ହରାଇ ଜୋନ ଚମ୍ପିୟାନ ହେଲା । ମୁଖ୍ୟ ଅତିଥି ଭାବେ ପୂର୍ବତନ

ଆଇନମନ୍ତ୍ରୀ ନରସିଂହ ମିଶ୍ର ଯୋଗ ଦେଇଥିବା ବେଳେ ଅତିଥି ଭାବେ ଲୋଇସିଂହା ଏଏ ସଭାପତି ଦିଲିପ କୁମାର ବେହେରା, ସଂପାଦିକା ଷ୍ଟାଡିୟମ ଟ୍ରଷ୍ଟବୋର୍ଡ ସ୍ମିତାରାଣୀ ମିଶ୍ର, ଏସୋସିଏସନ ସଂପାଦକ ଶିବ କୁମାର ଅଗ୍ରୱାଲ, ସଦସ୍ୟ ବିଶ୍ୱନାଥ ଭୁୟାଁ ଓ ବିଭୁତି ଭୂଷଣ ସାହାଣି ଯୋଗ ଦେଇଥିଲେ । ହଲଦି ପଡିଆରେ ଗୁଲମି ଟ୍ରାଇବ୍ରେକର ରେ କେସି ୟୁନାଇଟେଡ୍ ଜୁରାବନ୍ଧକୁ ହରାଇ ଜୋନ ଚମ୍ପିୟାନ ହେଲା । ମୁଖ୍ୟ ଅତିଥି ଭାବେ ଜିଲ୍ଲା ଓଷ୍ଟା ସଭାପତି ପ୍ରଦୀପ ପୁଟେଲ ଯୋଗ ଦେଇଥିବା ବେଳେ ଅତିଥି ଭାବେ ସହକାରୀ ଶିକ୍ଷକ ଉଷାବତୀ ବିଶି, ପୂର୍ଣ୍ଣିମା ପୁଟା ଓ ସାମ୍ବାଦିକ କେଦାର ବଡଜେନା ଯୋଗ ଦେଇଥିଲେ । 
    ସୁନିଲ ଚନ୍ଦ୍ର ବିଶ୍ୱାଲ, ବଳରାମ ସା, ପ୍ରଦୀପ ବଗର୍ତ୍ତି,  ନରସିଂସ୍ୱାମୀ ନାଇଡୁ, ଅବଦୁଲ ମୁଜିବ ଓ ଉଜ୍ଜଳ ଝାଙ୍କର ୬ ଗୋଟି ପଡିଆରେ ମ୍ୟାଚ କମିଶନର ଦାୟିତ୍ୱ ତୁଳାଇଥିଲେ । ଖେଳକୁ ଜିତେନ୍ଦ୍ର ପାତ୍ର, ବିକି ବିଶି, ରାଜେନ୍ଦ୍ର ଧରୁଆ, ଧନେଶ୍ୱର ସେଠ,ସଂଜିବ ମହାରଣା, ସୁଧାଂଶୁ ସେଠ, ସୁରେଶ ନାଏକ, ସୁଦର୍ଶନ ସେଠ, ସଂଜନ କୁଦେଇ, ଶୁଶାନ୍ତ ନାଗ, ଅଭିଷେକ ପ୍ରଧାନ, ରେବତି ରମଣ ବାଙ୍କ,     ପୁରୁଷୋତ୍ତମ ବୁଡେକ, ଡୋଳାମଣି ବଗର୍ତ୍ତି, ଭୁବନେ ଭୋଇ, ଅକ୍ଷୟ ଦଣ୍ଡସେନା, କରୁଣାକରଣ ପ୍ରଧାନ, ସନ୍ଦିପ କୁମାର ତରିଆ, ବିଜୟ କୁମାର ରଣା, ଗୋପାଳ ପଧାନ, ଆଶିଷଦେବ ସା, ଅଶ୍ୱିନୀ ଭୁକ୍ତା, ରିଙ୍କୁ ବିଶି ଓ ପାଣ୍ଡବ ବିଶି ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like