-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||     

HOME   ଜିଲ୍ଲା

ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ

08-Sep-2026



କାଲିମେଳା:(ସନ୍ତୋଷ କୁମାର ପଣ୍ଡା):କାଲିମେଳା ବ୍ଲକ ପ୍ରଶାସନ ତରଫରୁ ଭୁବନପଲ୍ଲୀ ଗ୍ରାମପଞ୍ଚାୟତ ପରିସରରେ ଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଅଞ୍ଚଳବାସୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଏହି ଶିବିରରେ ସମ୍ପୃକ୍ତ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଗ୍ରହଣ କରିଛନ୍ତି। ​ଏହି ଶିବିରରେ ମୋଟ ୨୩ ଗୋଟି ଅଭିଯୋଗ ପଞ୍ଜୀକୃତ ହୋଇଛି। ଏଥିମଧ୍ୟରେ ତାଣ୍ଡାବାଇ ପଞ୍ଚାୟତର ବିଭିନ୍ନ ସମସ୍ୟା ଏବଂ ଏମ୍.ଭି-୭୯ (MV-79) ପାର୍କର ଉନ୍ନତୀକରଣ ନେଇ ଆସିଥିବା ଦାବିପତ୍ର ସାମିଲ ରହିଛି।
​ତୁରନ୍ତ ତଦନ୍ତ ନିର୍ଦ୍ଦେଶ: ଆସିଥିବା ସମସ୍ତ ଅଭିଯୋଗଗୁଡ଼ିକର ଆଜି ହିଁ କ୍ଷେତ୍ର ପରିଦର୍ଶନ (Field Verification) ସାରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ PEO, JE, GRS, CDPO ଏବଂ AWEWS ର JEଙ୍କୁ ନିର୍ଦ୍ଦେଶ ଦିଆଯାଇଛି।ପ୍ରଗତି ପଥେ ଯୁବ ​ମାଲକାନଗିରି  ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କରାଯାଇଛି। ଏପର୍ଯ୍ୟନ୍ତ ଏହାର ଆନୁଷ୍ଠାନିକ ଉଦ୍ଘାଟନ ହୋଇ ନ ଥିଲେ ହେଁ, କାର୍ଯ୍ୟର ସମୀକ୍ଷା କରାଯାଇଛି ଏବଂ ବହୁ ଶୀଘ୍ର ଏହାକୁ ଉଦ୍ଘାଟନ କରାଯିବ ବୋଲି ପ୍ରଶାସନିକ ଅଧିକାରୀ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026

You Might Also Like