-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||     

HOME   ଜିଲ୍ଲା

ନୁଆଁଖାଇ ପାଇଁ ୩ ଦିନ ଛୁଟି, କେନ୍ଦ୍ରୀୟ ବିଦ୍ୟାଳୟ ଚୟନ ପରୀକ୍ଷା ତାରିଖ ଘୁଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

08-Sep-2026



ବଲାଙ୍ଗିର(ପ୍ରେରଣା ଖବର):ନୁଆଁଖାଇ ପାଇଁ ପଶ୍ଚିମ ଓଡିଶା ସାରା ଚଳଚଞ୍ଚଳ ହେଉଥିବା ବେଳେ, ଆଉ କିଛି ଦିନ ପରେ ନୁଆଁଖାଇ ପାଳିତ ହେ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳ ଙ୍କ ଜରିଆରେ ଦେବାଳୟ ଓ ଐତିହ୍ୟ ସୁରକ୍ଷା କମିଟି ନିମ୍ନ ରେ ଦାବି ଉପସ୍ଥାପନ କରିଛନ୍ତି । ପାଟଣା ରାଜ୍ୟର ଇଷ୍ଟଦେବୀ ମାଁ ପାଟଣେଶ୍ୱରୀ, ମାଁ ସମଲେଶ୍ୱରୀ ନୁଆଁଖାଇ ଉପଲକ୍ଷେ ଆଲୋକ ସଜ୍ଜା, ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିବା, ଆଗାମୀ ସେପ୍ଟେମ୍ବର ୧୫ ନୁଆଁଖାଇ ପର୍ବ ଅନୁଷ୍ଠିତ ହେବାକୁ ଯାଉଛି । କେବଳ ବଲାଙ୍ଗିର ନୁହେଁ ବିଭିନ୍ନ ମନ୍ଦିର ମାନଙ୍କୁ ଆଲୋକସଜ୍ଜା କରିବା ପାଇଁ ଦେବାଳୟ ସୁରକ୍ଷା କମିଟି ଦାବି କରୁଛି । ରାଜ୍ୟ ବାହାରୁ ବିଭିନ୍ନ କାର୍ଯ୍ୟକର୍ମରେ ସରକାରୀ ବା ବେସରକାରୀ କର୍ମଚାରୀ କାର୍ଯ୍ୟରେ ରହୁଥିବା ବେଳେ ଏ ମାନଙ୍କ ସୁବିଧା ପାଇଁ ତିନି ଦିନ ଛୁଟି ଘୋଷଣା କରିବା ପାଇଁ ଦାବି । ଆଗାମୀ ୧୫ ତାରିଖ ଦିନ ଗଣପର୍ବ ନୁଆଁଖାଇ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଏ ଦିନ କେନ୍ଦ୍ରୀୟ ବିଦ୍ୟାଳୟ ଓ ନବୋଦୟ ରେ ଚୟନ ପ୍ରକ୍ରିୟା ରଖାଯାଇଛି । ଏ ବାବଦକୁ ରାଜ୍ୟ ସରକାର ଗମ୍ଭିର ସହ ବିଚାର କରି ତାରିଖ ଘୁଂଚାଇବା ପାଇଁ ଦାବି । ଯେଭଳି ପଶ୍ଚିମ ଓଡିଶାର ଶିତଳ ଷଷ୍ଠୀ ପାଇଁ ପ୍ୟାକେଜ ଘୋଷଣା କରାଯାଉଛି ସେଭଳି ନୁଆଁଖାଇ ପାଇଁ ବିଭିନ୍ନ ଦେବାଦେବୀ ମନ୍ଦିରକୁ ସ୍ୱତନ୍ତ୍ର ପ୍ୟାକେଜ ଅନୁଦାନ ଦେବା ପାଇଁ ଦାବି । ଏ ବିଷୟରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ଦାବି କରିଛନ୍ତି । ଆଜିର ଏହି ଦାବିପତ୍ର ସଭାପତି ଜୟକୃଷ୍ଣ ମିଶ୍ରଙ୍କ ନେତୃତ୍ୱରେ ସଂପାଦକ ପ୍ରଶାନ୍ତ ମହାକୁର, କୋଷାଧ୍ୟକ୍ଷ ଭବାନୀ ଶଙ୍କର ଭୋଇ, ବିଭୁ କଲ୍ୟାଣ ଗଡତ୍ୟା, ଶୁଶାନ୍ତ କୁମାର ପ୍ରଧାନ, ଅଶୋକ ମେହେର ପ୍ରମୁଖ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026

You Might Also Like