-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||     

HOME   ରାଜ୍ୟ

ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକ ଉତ୍ସବ ଉପଲକ୍ଷେ ନୂଆପଡା ରେ ବିଭିନ୍ନ କାର୍ଯ୍ୟକ୍ରମ

08-Sep-2026



 ନୂଆପଡା(ପରମେଶ୍ୱର ମେହେର):  ନୂଆପଡ଼ା ଜିଲ୍ଲା ଖରିଆର ରୋଡ ନିବାସୀ ରାଜେନ୍ଦ୍ର ପ୍ରସାଦ ଢୋଲକିଆ ଜୀବନର ୧୦ ବର୍ଷ ବୟସରେ ଲୋକଙ୍କୁ ପାନୀୟ ଜଳ ବଣ୍ଟନ କରି ସେବା କାର୍ଯ୍ୟ ଆରମ୍ଭ କରିଥିଲେ।  ଓଡ଼ିଶା ସରକାରଙ୍କ କେବିନେଟ ମନ୍ତ୍ରୀ ରୂପେ ଦାୟିତ୍ୱ ନିର୍ବାହ କରିଥିବା ବେଳେ ସେବାର ସର୍ବୋଚ୍ଚ ସ୍ଥାନ ରେ ପହଞ୍ଚି ନୂଆପଡ଼ା ବାସୀ ଙ୍କ ସମେତ ଓଡ଼ିଶାରେ ସେବାକୁ ଜୀବନର ବ୍ରତୀ କରି ସେବା ହିଁ ଜୀବନର  ଏକ ମାତ୍ର ଲକ୍ଷ ବାଛି ନେଇଥିଲେ। ତାଙ୍କ ସହ କାର୍ଯ୍ୟ କରୁଥିବା ସମସ୍ତ ସହଯୋଗୀ ତାଙ୍କ କାର୍ଯ୍ୟ ପ୍ରତି ଅନୁପ୍ରାଣିତ ହୋଇ ତାଙ୍କ ସହ ଜଡ଼ିତ ହୋଇଥିଲେ।ଆଜି ତାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକ ଉତ୍ସବ ଉପଲକ୍ଷେ ଗଭୀର ଶ୍ରଦ୍ଧାଞ୍ଜଳି ଦେଇଥିବା ବେଳେ ସମସ୍ତଙ୍କ ହୃଦୟ ତାଙ୍କର ବାସ ରହିବ ବୋଲି ନାଗରିକ ମାନେ ପ୍ରକାଶ କରିଥିଲେ। ଏହି ଉପଲକ୍ଷେ ଏକ ସ୍ଵେଚ୍ଛାକୃତ୍ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଅଛି।  ଜିଲ୍ଲାର କୋଣ ଅନୁକୋଣ ରୁ ବହୁ ନାଗରିକ ଯୋଗ ଦେଇ ପ୍ରଥମ ଶ୍ରାଦ୍ଧବାର୍ଷିକ ଉତ୍ସବ ଉପଲକ୍ଷେ ସ୍ମୃତି ଚାରଣ କରିଥିଲେ। ତାଙ୍କୁ ପ୍ରିୟ ରେ ରାଜୁ ଭାଇ ବୋଲି ସମସ୍ତେ ଦାଖୁ ଥିବା ବେଳେ ତାଙ୍କ ପାଖରୁ କିଏ ମଧ୍ୟ ଖାଲି ହାତରେ ଫେରି ନଥିବା ନାଗରିକ ଅଶୃଭରା ନୟନ ରେ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି। ସେ ଜଣେ ଭଦ୍ର, ଅମାୟିକ, ସରଳ ଏବଂ ଅତି ସ୍ପଷ୍ଟବାଦୀ ମଣିଷ। ରାଜନୀତି ଜୀବନ ଆରମ୍ଭ ଠାରୁ ଅତି ଉଚ୍ଚ ପର୍ଯ୍ୟନ୍ତ ନିଜ ଲକ୍ଷ୍ୟ ପଥ ହାସଲ ପର୍ଯ୍ୟନ୍ତ କାର୍ଯ୍ୟ କରିଥାନ୍ତି।ସମସ୍ତ ସମାଜ, ବର୍ଗ, ଜାତି ଏବଂ ଧର୍ମ ସହ ତାଙ୍କ ଉତ୍ତମ ସମ୍ପର୍କ ଥିବା ବେଳେ  ଜିଲ୍ଲାର ବିକାଶ ଏକମାତ୍ର ଲକ୍ଷ ଥିଲା। ତାଙ୍କ ପୁତ୍ର ବିଧାୟକ ଜୟ ଢୋଲକିଆ ତାଙ୍କ ପିତା ଙ୍କ ସ୍ମୃତି ଓ ଅନୁଭୂତି ସଂଗ୍ରହ କରି ପିତାଙ୍କ ପଥ ଅନୁସରଣ କରିବା ପାଇଁ ଆହ୍ୱାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026

You Might Also Like