-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||     

HOME   ଜିଲ୍ଲା

ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।

09-Sep-2026



ଡୁଙ୍ଗୁରିପାଲି, ତା ୯/୯(ପ୍ରେରଣା ଖବର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଅନୁକୂଲ୍ୟରେ ଏକ୍ସ-ରେ ଯୋଗେ ସ୍ୱାସ୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମାୟାବର୍ହା ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରର ଅଧିକାରୀ ସୁଶ୍ରୀ ପୌରବି କର୍ମୀଙ୍କ ତତ୍ୱାବଧାନରେ  ରେଡ଼ିଓଗ୍ରାଫର ଅମୀର ସାହୁ ଓ ସୌମ୍ୟ ସର୍ଗମ ସାହୁ ଯୋଗଦାନ କରି ହାଇସ୍କୁଲ ଓ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର 320 ଜଣ ଛାତ୍ରଛାତ୍ରୀଙ୍କ ଏକ୍ସ ରେ ପରୀକ୍ଷା କରିଥିଲେ ।

ପ୍ରଧାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନ, ଶିକ୍ଷକ ମନୋଜ କୁମାର ପୂଜାରୀ,  ସମ୍ପଦ ଖମାରୀ,  ସଂଜୀବ ପୂଜାରୀ, ନୋଡାଲ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ରିତା ମେହେର ଓ ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରେଇଥିଲେ। ସଂସ୍କୃତ ଶିକ୍ଷକ ରାଜୁ ମେହେର ,ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ଓ ଆଶା କର୍ମୀ ସୁବର୍ଣ୍ଣ ନାୟକ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।   ଶିକ୍ଷୟିତ୍ରୀ ଲିପି ପ୍ରଧାନ, କର୍ମଚାରୀ  ବିଭୀଷଣ ଖମାରୀ, ମିନିକେତନ ଦାସ , ସୁରଜ୍ ଖମାରୀ, ସମୀର କଠ।ର  କାର୍ଯ୍ୟକ୍ରମକୁ  ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026

You Might Also Like