-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||     

HOME   ଜିଲ୍ଲା

*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*

10-Sep-2026



ନବରଙ୍ଗପୁର-(ପ୍ରିୟଦର୍ଶିନୀ ପାତ୍ର,)
ନବରଙ୍ଗପୁର ବନଖଣ୍ଡ ଅଧିନ ଡାବୁଗାଁ ବନାଞ୍ଚଳ ରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡୀ ଓ ପଟା ଗୁରୁବାର ଜବତ ହୋଇଛି । ସୂଚନା ଯୋଗ୍ୟ ଡାବୁଗାଁ ବନାଞ୍ଚଳ ଅଧିନ ରତିଗୁଡ଼ା ଗ୍ରାମ ନିକଟରେ ବେ ଆଇନ ଭାବେ କିଛି ଦୃବୁତ ଶାଗୁଆନ ଗଛ କାଟି ବିକ୍ରି କରିବା ନିମନ୍ତେ ଗଣ୍ଡୀ ଓ ପଟା ତିଆରି କରୁଥିବା ସମୟାରେ କୌଣସି ମତେ ସୂଚନା ପାଇ ବନଖଣ୍ଡ ଅଧିକାରୀ ଉଦ୍ୟମ ସୁବୁଦ୍ଧି ଙ୍କ ନିର୍ଦ୍ଦେଶ କ୍ରମେ ସହକାରୀ ବନ ସଂରକ୍ଷକ ସୁକାନ୍ତ କୁମାର ଖୁଣ୍ଟିଆଙ୍କ ତତ୍ତ୍ଵାବଧାନରେ ଡାବୁଗାଁ ବନାଞ୍ଚଳ ରାମ ଚନ୍ଦ୍ର ଭତ୍ରା ଙ୍କ ସହ ମିଶି ଏକ ଟିମ ଗଠନ କରି ଚଢ଼ଉ କରିଥିଲେ । ଘଟଣା ସ୍ଥଳରୁ ଦୃବୁତ ମାନେ ଖସିଯାଇଥିବା ବେଳେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡୀ ଓ ପଟା ଏବଂ ୨ଟି କରତ ଜବତ କରିଥିଲେ ।ଯାହାର ଆନୁମାନିକ ମୂଲ୍ୟ 1ଲକ୍ଷ ହେବ।ସମସ୍ତ ସାମଗ୍ରୀ କୁ ମଇଦଲପୂର ବାନପାଳଙ୍କ  କାର୍ଯ୍ୟଳୟରେ ରଖାଯାଇଛି ଏନେଇ ଏକ ୟୁଆଇଡି କେସ ନଂ ୧୧୯/୨୦୨୬-୨୭ ରେ ଏକ ମମଲା ରୁଜୁ ହୋଇଛି ।

ଏହି ଚଢ଼ଉ ସମୟରେ ବନପାଳ ବିପିନ କୁମାର ହରିଜନ, ପ୍ରଫୁଲ୍ଲ ମାଝୀ, ଚନ୍ଦ୍ରଧ୍ଵଜ ନାଗ, ବନରକ୍ଷୀ ବସନ୍ତ କୁମାର ନାୟକ , ଉମାଶଙ୍କର ମିଶ୍ର, କାର୍ତ୍ତିକ ମାଝୀ , ସରସ୍ଵତୀ ମେହେର ଓ ସମସ୍ତ ବନାଞ୍ଚଳର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026

You Might Also Like