-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||     

HOME   ଜିଲ୍ଲା

ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*

10-Sep-2026



ଡାବୁଗାଁ(ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ବ୍ଲକ ଚଚରାଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାଣୁଆଗୁଡ଼ା ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ ବିଦ୍ୟାଧର ମାଝୀଙ୍କ ଅକାଳ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ସୂଚନା ଅନୁଯାୟୀ, ଶିକ୍ଷକ ବିଦ୍ୟାଧର ମାଝୀ ସକାଳ ପ୍ରାୟ ୧୦ଟା ସମୟରେ ବିଦ୍ୟାଳୟକୁ ଯାଇ ଉପସ୍ଥାନ ଖାତାରେ ଦସ୍ତଖତ କରିଥିଲେ। ଅସୁସ୍ଥତା ଅନୁଭବ କରିବାରୁ ସେ ପ୍ରଧାନ ଶିକ୍ଷକଙ୍କ ନିକଟରେ ଛୁଟି ପାଇଁ ଦରଖାସ୍ତ ଦେବା ସହ HRMS ପୋର୍ଟାଲରେ ମଧ୍ୟ ଛୁଟି ପାଇଁ ଆବେଦନ କରିଥିଲେ।
ପରେ ସେ ଚିକିତ୍ସା ପାଇଁ ଡାବୁଗାଁ ସ୍ୱାସ୍ଥ୍ୟକେନ୍ଦ୍ରକୁ ଯାଇ ଚିକିତ୍ସିତ ହୋଇ ଘରକୁ ଫେରିଥିଲେ। ଘରକୁ ଫେରି କିଛି ସମୟ ବିଶ୍ରାମ ନେବା ପରେ ହଠାତ୍ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ପକ୍ଷରୁ ସୂଚନା ମିଳିଛି। ଏହି ଦୁଃଖଦ ଖବର ପାଇ ପରିବାର ଲୋକେ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ଜଣାଇଥିଲେ। ପରେ ପ୍ରଧାନ ଶିକ୍ଷକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ଘଟଣା ସମ୍ପର୍କରେ ଅବଗତ କରାଇଥିଲେ।
ଶିକ୍ଷକଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ଅଞ୍ଚଳର ବହୁ ଶିକ୍ଷକ, ସହକର୍ମୀ, ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀ ତାଙ୍କର ଶେଷ ଦର୍ଶନ ପାଇଁ ତାଙ୍କ ବାସଭବନରେ ପହଞ୍ଚିଥିଲେ।
ବିଦ୍ୟାଧର ମାଝୀ ଜଣେ ପ୍ରିୟ, ଆଦର୍ଶ ଓ ମେଳାପୀ ଶିକ୍ଷକ ଭାବେ ଅଞ୍ଚଳରେ ପରିଚିତ ଥିଲେ। ତାଙ୍କ ଅକାଳ ବିୟୋଗରେ ଶିକ୍ଷକ ସମାଜ, ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଗଭୀର ଶୋକ ପ୍ରକାଶ ପାଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀ ମଧ୍ୟ ଏହି ଦୁଃଖଦ ଘଟଣାରେ ଗଭୀର ସମବେଦନା ପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।
ତାଙ୍କ ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ଏହି ଦୁଃଖଦ ସମୟରେ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ବୋଲି ଅଞ୍ଚଳବାସୀ ପ୍ରାର୍ଥନା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026

You Might Also Like