-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||     

HOME   ଜିଲ୍ଲା

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି

10-Sep-2026



ବଲାଙ୍ଗୀର(ପ୍ରେରଣା ଖବର) ବହୁ ଦିନରୁ ଦାବି ହୋଇଆସୁଥିବା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ଥିବା ୧୫୦ ରୁ ୨ଠଠ ଏକର ଜମିର ପୁନଃରୁଦ୍ଧାର ପାଇଁ ପଦକ୍ଷେପ ନେବାକୁ ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି ଦାବି କରିଛି । ଏ ସମ୍ବନ୍ଧରେ  କିଛିଦିନ ତଳେ  ରାଜେନ୍ଦ୍ର ବିଶ୍ୱିଦ୍ୟାଳୟର ଏକ  କାର୍ଯ୍ୟକ୍ରମରେ ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ  ଉଲ୍ଲେଖ ମଧ୍ୟ କରିଥିଲେ । ଦୁଃଖର ବିଷୟ ଯେ,ବହୁ ଉପେକ୍ଷିତ ପଶ୍ଚିମ ଓଡ଼ିଶାର ସର୍ବପୂରାତନ ରାଜେନ୍ଦ୍ର କଲେଜ ର ଜମି ପ୍ରଶାସନର ଅବହେଳା ଯୋଗୁଁ କ୍ରମଶଃ ସଂକୁଚିତ ହୋଇ ୫୬ ଏକରରେ ପହଂଚିଛି । ଜବରଦଖଲରେ ଥିବା ଏହି ବଳକା ଜମିକୁ  କଲେଜ ଅଧୀନକୁ ଫେରାଇ ଆଣିବା ପାଇଁ ରାଜ୍ୟ ଉପମୁଖ୍ୟମନ୍ତ୍ରୀ, ରାଜସ୍ବ ମନ୍ତ୍ରୀ, ଶିକ୍ଷା ମନ୍ତ୍ରୀ ଓ କୁଳପତିଙ୍କ ଉଦ୍ଦେଶ୍ୟରେ  ଆଜି ବଲାଙ୍ଗୀର ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାରଙ୍କୁ ଏକ ଦାବିପତ୍ର ପ୍ରଦାନ

କରାଯାଇଛି । ଏଥିସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରୁ ଭୀମ ଭୋଇ ମେଡିକାଲ କଲେଜକୁ ସଂଯୋଗ କରୁଥିବା ରାସ୍ତାର ପ୍ରଶସ୍ତିକରଣ ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା ହୋଇଥିଲା । ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି ର ଆବାହକ ଇଂ. ବେଲାସିଂ ଭୋଇ, ସଂଯୋଜକ ମନୋରଂଜନ ସାହୁ, ସଭ୍ୟ ମନୋରଂଜନ ମିଶ୍ର, ରଘୁ ନନ୍ଦନ ସିଂହ, ସୁବୋଧ ନାଗ, ବାଦଲ ମହାକୁଡ ଓ ଦିବାକର ହୋତା  ପ୍ରମୁଖ ଜିଲ୍ଲାପାଳଙ୍କୁ ସାକ୍ଷାତ କରି ଏହି  ଦାବିପତ୍ର ପ୍ରଦାନ କରିଥିଲେ । ଏ ସଂକ୍ରାନ୍ତରେ ଜିଲ୍ଲାପ୍ରଶାସନ ସକ୍ରିୟ ରହିବା ସହ ଉଚିତ୍ ପଦକ୍ଷେପ ନିଆଯିବ ବୋଲି ଜିଲ୍ଲାପାଳ ଶ୍ରୀ ଇସଲୱାର ପ୍ରତିଶୃତି ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026

You Might Also Like