-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||     

HOME   ଜିଲ୍ଲା

ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର

11-Sep-2026



ବରପାଲି,(ସୁଦାମ ଦୀପ) :  ବରଗଡ ଜିଲ୍ଲା   ବରପାଲି ବ୍ଲକ ଆଗଲପୁର ସମିତିସଭ୍ୟ ଅଚ୍ୟୁତ ନାୟକ ଗୁଳିକାଣ୍ଡର ଶିକାର ହୋଇ ନିଜ କାର (OD15 A - 8191)ଭିତରୁ ମୃତଦେହ ପୋଲିସ ଦ୍ବାରା ଉଦ୍ଧାର ହୋଇଯାଇଛି। ହତ୍ୟାର କାରଣ ସ୍ପଷ୍ଟ ଭାବେ ଜଣାପଡିନଥିଲେ ମଧ୍ୟ ଅଚ୍ୟୁତଙ୍କ ଶରିରରେ ବିଭିନ୍ନ ସ୍ଥାନରେ ବନ୍ଧୁକ ଗୁଳିର କ୍ଷତ ମାନ ସ୍ବଷ୍ଟ ଭାବରେ  ଦେଖା ଯାଇଥିଲ। ଘଟଣାଟି ଗତ ଗୁରୁବାର ରାତ୍ର ସମୟରେ ଘଟିଥିବା ବେଳେ ଆଜି ପୂର୍ବାହ୍ନରେ ଲୋକଲୋଚନକୁ ଆସିଥିଲା। ଖବରଟି ପ୍ରସାରିତ ହେଲା ପରେ ଅଞ୍ଚଳରେ ଚାଞ୍ଚଲ୍ୟକର ବାତାବରଣ ସୃଷ୍ଟି ହୋଇଯାଇଛି। ମୃତ ଅଚ୍ୟୁତ ବରପାଲି ବ୍ଲକ କେବାଡ଼ ଗ୍ରାମର ବାସିନ୍ଦା ହୋଇଥିବା ବେଳେ ଆଗଲପୁର ପଞ୍ଚାୟତ ସମିତିସଭ୍ୟ ରହିଥିଲେ। ପରିବାର ଲୋକଙ୍କ  କହିବା ଅନୁଯାୟୀ, ଅଚ୍ୟୁତ ଗତ ରାତିରେ କୌଣସି କାମରେ ନିଜ କାରରେ ପଡୋସି ବ୍ଳକ ଡୁଙ୍ଗୁରିପାଲିକୁ ଘରୁ ବାହାରି କେନାଲ ରାସ୍ତାରେ ଯାଉଥିଲେ।  ଆଜି ସକାଳୁ
 ଡୁଙ୍ଗୁରିପାଲି ବ୍ଲକ ଚିନାଯୋରୀ ଓ କେବାଡ କେନାଲ ରାସ୍ତା ମଝିରେ  ତାଙ୍କର କାରଟି ରହିଥିବା ବେଳେ ଚାଳକ ସିଟରେ ଅଚ୍ୟୁତଙ୍କ ଗୁଳିବିଦ୍ଧ ରକ୍ତାକ୍ତ ମୃତଶରିର ପଡ଼ିରହିଥ‌ିବା ଦେଖିବାକୁ ମିଳିଥିଲା।ଘଟଣା ସମ୍ପର୍କରେ ଖବର ପାଇ ଡୁଙ୍ଗୁରିପାଲି ଓ ବରପାଲି ପୋଲିସ ଦଳବଳ ସହ  ଘଟଣା ସ୍ଥଳରେ ପହଞ୍ଚିଥିଲେ। ଘଟଣାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଏସ୍‌ପି ଏବଂ ବରଗଡ଼ ଏସ୍‌ପି ମଧ୍ୟ ଘଟଣା ସ୍ଥଳରେ ପହଞ୍ଚିଥିଲେ।  ଅଚ୍ୟୁତଙ୍କୁ କିଏ ଓ କେଉଁ କାରଣରୁ ଗୁଳି କରି ହତ୍ୟା କଲା, ତାହା ଏବେ ରହସ୍ୟାବୃତ ହୋଇଥିବା ବେଳେ  ବ୍ୟକ୍ତିଗତ ଶତ୍ରୁତା ନା ଅନ୍ୟ କୌଣସି କାରଣ—ହତ୍ୟା ବିଭିନ୍ନ ମିଳିଥୂବା ଗୁଳି ରାଜନୈତିକ ବିବାଦ ପଛର ପ୍ରକୃତ ଉଦ୍ଦେଶ୍ୟ କ'ଣ, ସେନେଇ ପୋଲିସ ବି ଦିଗରୁ ତଦନୁ ଆରମ୍ଭ କରିଛି। ଘଟଣାସ୍ଥଳରୁ ପୋଲିସ ଆଧାରରେ ମିଳିଥିବା ପ୍ରମାଣ ଆଧାରରେ ରହସ୍ୟର ଉନ୍ମୋଚନ ପାଇଁ ପୋଲିସ ଗୁରୁତ୍ବ ଦେଉଥିବା ଜଣାପଡ଼ିଥିଲା।ଘଟଣାସ୍ଥଳରେ ପର୍ବତନ ମନ୍ତ୍ରୀ ରିତା ସାହୁଙ୍କ ସମେତ ବିଜେଡିର ସ୍ଥାନିୟ ନେତା ଓ ବ୍ଲକର ଜନପ୍ରତିନିଧି ମାନେ ପହଞ୍ଚିଥିଲେ। ଏଭଳି ରହସ୍ୟଜନକ ହତ୍ୟା ଘଟଣାକୁ ନେଇ ଆଗଲପୁର ସମେତ ବରପାଲି ଓ ଡୁଙ୍ଗୁରିପାଲି ଅଞ୍ଚଳରେ  ଆତଙ୍କର ପରିବେଶ ସୃଷ୍ଟି କରିବା ସହ ଆଶ୍ଚର୍ଯ୍ୟଚକିତ କରିଦେଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026

You Might Also Like