-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||     

HOME   ଜିଲ୍ଲା

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ

11-Sep-2026



ବରପାଲି (ସୁଦାମ ଦୀପ) ବରଗଡ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ଭଟିଗାଁରେ ବିଶ୍ଵ ଫାର୍ମାସିଷ୍ଟ ଦିବସ ଏବଂ ଫାର୍ମାସୀ ସପ୍ତାହ - ୨୦୨୬ ଅବସରରେ ଏକ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ, ରାଲି ଓ ସଭା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଫାର୍ମାସୀ ଛାତ୍ରଛାତ୍ରୀଙ୍କ ପକ୍ଷରୁ ‘ସ୍ୱସ୍ଥ ଭାରତ : ଆଣ୍ଟିମାଇକ୍ରୋବିଆଲ୍ ରେଜିଷ୍ଟାନ୍ସର ପ୍ରତିରୋଧ’ ବିଷୟବସ୍ତୁକୁ ନେଇ ଏକ ପଥପ୍ରାନ୍ତ ନାଟକ ପରିବେଷଣ କରାଯାଇଥିଲା। ନାଟକ ମାଧ୍ୟମରେ ଆଣ୍ଟିମାଇକ୍ରୋବିଆଲ୍ ଔଷଧର ଅନାବଶ୍ୟକ ଓ ଅନିୟମିତ ବ୍ୟବହାର ଯୋଗୁଁ ସୃଷ୍ଟି ହେଉଥିବା ଔଷଧ ପ୍ରତିରୋଧକତା ସମ୍ପର୍କରେ ସାଧାରଣ ଲୋକଙ୍କୁ ସଚେତନ କରାଯାଇଥିଲା। ଡାକ୍ତରଙ୍କ ପରାମର୍ଶ ବିନା ଔଷଧ ସେବନ ନକରିବା ସହିତ ଆଣ୍ଟିବାୟୋଟିକ୍‌ର ଯଥାର୍ଥ ବ୍ୟବହାର ଉପରେ ଛାତ୍ରଛାତ୍ରୀମାନେ ଗୁରୁତ୍ୱାରୋପ କରିଥିଲେ।ଏହି ରାଲି ଓ ସଭାରେ ମାନ୍ୟବର ଚେୟାରମ୍ୟାନ୍ ନରେନ୍ଦ୍ର କୁମାର ହୋତା, ଟିପିସି ବରପାଲିର ଯୁଗ୍ମ ସମ୍ପାଦକ ସରୋଜ କୁମାର ମେହେର, ନିର୍ଦ୍ଦେଶକ ଡଃ ରଞ୍ଜନ କୁମାର ସାହୁ, ଟିପିସି ବରପାଲିର ଅଧ୍ୟକ୍ଷ ଡଃ ଆଶୁତୋଷ ପଧାନ, ଆର୍‌ଏଲ୍‌ଏଚ୍‌ କଲେଜ୍‌ ଅଫ୍‌ ଫାର୍ମାସୀର ଅଧ୍ୟକ୍ଷ ଡଃ ଆଶୁତୋଷ ମେହେର, ଭାଟିଗାଁ ସରପଞ୍ଚ ହିମାଞ୍ଚଳ ସାହୁ, ଦୀପ୍ତି କୁମାର ସିଂ ଓ ଭିକାରୀ ଚରଣ ପଧାନଙ୍କ ସମେତ ଅନ୍ୟ ଅତିଥିମାନେ ଉପସ୍ଥିତ ଥିଲେ।ଏହି ଅବସରରେ ଭାଟିଗାଁ କଲ୍ୟାଣ ମଣ୍ଡପଠାରେ ସାଧାରଣ ଲୋକଙ୍କ ପାଇଁ ଏକ ମାଗଣା ସ୍ୱାସ୍ଥ୍ୟ ଶିବିର ମଧ୍ୟ ଆୟୋଜିତ ହୋଇଥିଲା। ଶିବିରରେ ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ସହ ଆବଶ୍ୟକୀୟ ଔଷଧ ମାଗଣାରେ ଯୋଗାଇ ଦିଆଯାଇଥିଲା।
କାର୍ଯ୍ୟକ୍ରମକୁ ସଫଳ କରିବାରେ ‘ଦି ଫାର୍ମାସ୍ୟୁଟିକାଲ୍ କଲେଜ୍‌, ବରପାଲି’ ଏବଂ ‘ରାଜୀବ ଲୋଚନ ହୋତା କଲେଜ୍‌ ଅଫ୍‌ ଫାର୍ମାସୀ’ର ମେଡିକାଲ୍ ଟିମ୍‌ ସଦସ୍ୟ, କର୍ମଚାରୀ ଓ ଛାତ୍ରଛାତ୍ରୀମାନେ ସହଯୋଗ କରିଥିଲେ। ସମାଜରେ ସ୍ୱାସ୍ଥ୍ୟ ସଚେତନତା ବୃଦ୍ଧି ଓ ଔଷଧର ସଠିକ୍‌ ବ୍ୟବହାର ନେଇ ଏଭଳି କାର୍ଯ୍ୟକ୍ରମ ଆୟୋଜନ ଏକ ସକାରାତ୍ମକ ପଦକ୍ଷେପ ବୋଲି ଉପସ୍ଥିତ ଅତିଥିମାନେ ମତବ୍ୟକ୍ତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026

You Might Also Like