-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||     

HOME   ଜିଲ୍ଲା

ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ

12-Sep-2026



ବଲାଙ୍ଗୀର(ପ୍ରେରଣା ଖବର):ବଲାଙ୍ଗିର ଜିଲ୍ଲାର ନର୍ସିଂ ଶିକ୍ଷା କ୍ଷେତ୍ରରେ ଆଉ ଏକ ଖୁସି ଖବର।ପୁଇଁତଲାସ୍ଥିତ ବାଲାଜୀ କଲେଜ ଅଫ୍ ନର୍ସିଂକୁ ଚଳିତ ଶିକ୍ଷାବର୍ଷରେ ବିଭିନ୍ନ ନର୍ସିଂ ପାଠ୍ୟକ୍ରମ ପାଇଁ NOC (No Objection Certificate) ଅନୁମୋଦନ ମିଳିଛି।DMET ଅନୁମୋଦନ କ୍ରମେ କଲେଜ ପକ୍ଷରୁ ANM, GNM, B.Sc. Nursing, P.B.B.Sc. Nursing ଓ M.Sc. Nursing ପାଠ୍ୟକ୍ରମ ପାଇଁ NOC ଗ୍ରହଣ କରାଯାଇଛି।
ପ୍ରାପ୍ତ ସୂଚନା ଅନୁଯାୟୀ,ଭୁବନେଶ୍ୱରସ୍ଥିତ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କ ପକ୍ଷରୁ Letter No. ONMRC-WP(C)-97-2026 by 4197 ଏବଂ ONMRC-WP(C)-97-2026 by 4119 ଅନୁଯାୟୀ ଏହି ଅନୁମୋଦନ ପ୍ରଦାନ କରାଯାଇଛି।ଏହା ଫଳରେ ନର୍ସିଂ ଶିକ୍ଷା ପାଇଁ ଆଗ୍ରହୀ ଛାତ୍ରଛାତ୍ରୀଙ୍କ ନିମନ୍ତେ ବାଲାଜୀ କଲେଜ ଅଫ୍ ନର୍ସିଂରେ ଉଚ୍ଚଶିକ୍ଷାର ଅଧିକ ସୁଯୋଗ ସୃଷ୍ଟି ହୋଇଛି।
ଚଳିତ ଶିକ୍ଷାବର୍ଷରେ ANMରେ ୪୦ଟି,GNMରେ ୧୨୦ଟି, B.Sc. Nursingରେ ୧୨୦ଟି,P.B.B.Sc. Nursingରେ ୬୦ଟି ଏବଂ M.Sc. Nursingରେ ୨୫ଟି ସିଟ୍‌ ଅନୁମୋଦିତ ହୋଇଛି।ଅର୍ଥାତ୍ ଉକ୍ତ ପାଠ୍ୟକ୍ରମଗୁଡ଼ିକରେ ମୋଟ ୩୬୫ଟି ସିଟ୍‌ରେ ଛାତ୍ରଛାତ୍ରୀଙ୍କ ପାଇଁ ଶିକ୍ଷାଗ୍ରହଣର ସୁଯୋଗ ରହିଛି।
ନର୍ସିଂ ଶିକ୍ଷା କେବଳ ପାଠ୍ୟପୁସ୍ତକ ମଧ୍ୟରେ ସୀମିତ ନୁହେଁ।ତାତ୍ତ୍ୱିକ ଜ୍ଞାନ ସହ ପ୍ରାୟୋଗିକ ଦକ୍ଷତା ହାସଲ କରିବା ଜଣେ ନର୍ସିଂ ଛାତ୍ରଛାତ୍ରୀଙ୍କ ପେଶାଗତ ଭବିଷ୍ୟତ ପାଇଁ ଅତ୍ୟନ୍ତ ଜରୁରୀ।ଏହାକୁ ଦୃଷ୍ଟିରେ ରଖି ବାଲାଜୀ କଲେଜ ଅଫ୍ ନର୍ସିଂରେ ଶିକ୍ଷାଦାନ ସହ ପ୍ରାୟୋଗିକ ପ୍ରଶିକ୍ଷଣ ଉପରେ ଗୁରୁତ୍ୱ ଦିଆଯାଉଛି।କଲେଜରେ ଆବଶ୍ୟକୀୟ ଯନ୍ତ୍ରପାତି ସହ ଲ୍ୟାବ୍ ବ୍ୟବସ୍ଥା ରହିଥିବା ବେଳେ ଛାତ୍ରଛାତ୍ରୀଙ୍କୁ ପ୍ରାୟୋଗିକ ଜ୍ଞାନ ହାସଲ କରିବାର ସୁଯୋଗ ମିଳୁଛି।

କଲେଜରେ ଦକ୍ଷ ଅଧ୍ୟାପକ-ଅଧ୍ୟାପିକାଙ୍କ ମାଧ୍ୟମରେ ନିୟମିତ ଓ ଶୃଙ୍ଖଳିତ ଶିକ୍ଷାଦାନ ଉପରେ ଗୁରୁତ୍ୱ ଦିଆଯାଉଛି।ଶ୍ରେଣୀଗୃହ ଶିକ୍ଷା ସହ ଛାତ୍ରଛାତ୍ରୀଙ୍କ ବୃତ୍ତିଗତ ଦକ୍ଷତା,ବ୍ୟବହାରିକ ଜ୍ଞାନ ଓ ମାନବିକ ଦୃଷ୍ଟିକୋଣର ବିକାଶ ଦିଗରେ ମଧ୍ୟ ଗୁରୁତ୍ୱ ରହିଛି।
ଦୂରଦୂରାନ୍ତରୁ ଆସୁଥିବା ଆବାସିକ ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ରହଣି ବ୍ୟବସ୍ଥା ସହ ଖାଦ୍ୟର ବ୍ୟବସ୍ଥା ରହିଛି।ଏଥିସହ କଲେଜ ପରିସରର ଶାନ୍ତ,ସୁସ୍ଥ ଓ ଶିକ୍ଷା ଅନୁକୂଳ ପରିବେଶ ଛାତ୍ରଛାତ୍ରୀଙ୍କ ଅଧ୍ୟୟନ ପାଇଁ ସହାୟକ ହେଉଛି।
NOC ଅନୁମୋଦନ ପରେ ବାଲାଜୀ କଲେଜ ଅଫ୍ ନର୍ସିଂରେ ନର୍ସିଂ ଶିକ୍ଷା ହାସଲ କରିବା ପାଇଁ ଇଚ୍ଛୁକ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆଗ୍ରହ ବଢ଼ିଛି।ବିଶେଷକରି ବଲାଙ୍ଗିର ଓ ପଶ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ପାଇଁ ନିଜ ଅଞ୍ଚଳରେ ବିଭିନ୍ନ ସ୍ତରର ନର୍ସିଂ ଶିକ୍ଷା ହାସଲ କରିବାର ସୁଯୋଗ ଏହି ଅନୁମୋଦନ ଦ୍ୱାରା ଆହୁରି ବ୍ୟାପକ ହୋଇଛି।

ଇଚ୍ଛୁକ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ପାଠ୍ୟକ୍ରମ, ନାମଲେଖା ଓ ଅନ୍ୟାନ୍ୟ ବିବରଣୀ ପାଇଁ କଲେଜ ସହ ଯୋଗାଯୋଗ କରିପାରିବେ।
ଯୋଗାଯୋଗ: ୯୦୩୬୪୧୮୦୦୯


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026

You Might Also Like