-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ

12-Sep-2026



ବଲାଙ୍ଗୀର(ପ୍ରେରଣା ଖବର)- ସରସ୍ଵତୀ ଶିଶୁ ବିଦ୍ୟା ଜ୍ଞାନ ମନ୍ଦିର କଦମପଡା, ବଲାଙ୍ଗିର ଠାରେ ବଲାଙ୍ଗିର ଜିଲ୍ଲା ସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାର ପ୍ରଥମ ଆଚାର୍ଯ୍ୟ ସହଦେବ ଖମାରୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲାର ପ୍ରଥମ ଆଚାର୍ଯ୍ୟା କଲ୍ୟାଣୀ ସରାଫ ଯୋଗ ଦେଇ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଯୋଜନାର ଇତିବୃତି ଓ ସ୍ମୃତି ଚାରଣ କରିଥିଲେ।ବଲାଙ୍ଗିର କଦମପଡା ସରସ୍ଵତୀ ଶିଶୁ ବିଦ୍ୟା ଜ୍ଞାନ ମନ୍ଦିରର ପ୍ରଥମ ପ୍ରଧାନ ଆଚାର୍ଯ୍ୟ ଚିନ୍ତାମଣି ମହନ୍ତ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ।ବିଶ୍ବହିନ୍ଦୁ ପରିଷଦର ପ୍ରାନ୍ତ ସମ୍ପାଦକ ଯୋଗୀନ୍ଦ୍ର ଦାସ ମୁଖ୍ୟବକ୍ତା ଭାବେ ଯୋଗଦେଇ ଏକତ୍ରୀକରଣର ମହତ୍ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ।ପୂର୍ବ ଆଚାର୍ଯ୍ୟ ଆଶୁକବି ଡ.ହେମନ୍ତ କୁମାର ଦାଶ କାବ୍ୟିକ ଢଙ୍ଗରେ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ।ଏଥିରେ ଜିଲ୍ଲାର ଶତାଧିକ ପୁରାତନ ପ୍ରଧାନ ଆଚାର୍ଯ୍ୟ,ପ୍ରଧାନ ଆଚାର୍ଯ୍ୟା ତଥା ଆଚାର୍ଯ୍ୟ,ଆଚାର୍ଯ୍ୟା ଯୋଗ ଦେଇ ଭାବ ବିହ୍ବଳ ହୋଇ ନିଜ ନିଜ ଅନୁଭୂତି ବଖାଣିଥିଲେ।ସଭା ପ୍ରାରମ୍ଭ ରେ ଦୟାନିଧି କରନଙ୍କ ଶୋକ ପ୍ରସ୍ତାବ କ୍ରମେ ଦିବଂଗତ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଅମର ଆତ୍ମାର ସଦଗତି କାମନା କରି ଦୁଇ ମିନିଟ ଶୋକସଭା କରିଥିଲେ।ପୂର୍ବ ପ୍ରଧାନ ଆଚାର୍ଯ୍ୟ ଜବର ସିଂ ବନଛୋର,ଜଗନ୍ନାଥ ମିଶ୍ର,ଦିଲୀପ ପାଢୀ,ମନମୋହନ ପଟ୍ଟନାୟକ,ବିଶ୍ବଜିତ ଗୁରୁ,ଆଚାର୍ଯ୍ୟ ଭବାନୀ ଶଙ୍କର ପାଣିଗ୍ରାହୀ, ସୁଶାନ୍ତ ମହାନ୍ତି ପ୍ରମୁଖ ସମ୍ବର୍ଦ୍ଧିତ ପ୍ରତିଭୂ ମଞ୍ଚାସୀନ ଅତିଥି ତଥା ସର୍ବାଧିକ ସମୟ ସେବାଦାନ ଦେଇ ଅବସର ଗ୍ରହଣ କରିଥିବା କୈଳାସ ବହିଦାର ଓ ଜିଲ୍ଲାରୁ ପ୍ରଥମେ ଅବସର ନେଇଥିବା ଦିଲୀପ କୁଅଁରଙ୍କୁ ଉପଢ଼ୌକନ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ଉଛ୍ବସିତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। 
ଅଞ୍ଜନ କୁମାର ସାଏ, ଧୀରେନ୍ଦ୍ର ମାହାଣl ଓ ରବୀନ୍ଦ୍ର ସାହୁ ଙ୍କ ଦାୟିତ୍ୱ ସମ୍ପାଦନ ପ୍ରଶଂସନୀୟ ଥିଲା।କୌଣସି ଆଚାର୍ଯ୍ୟ,ଆଚର୍ଯା ଙ୍କ ଗମ୍ଭୀର ସ୍ୱାସ୍ଥ୍ୟଗତ ଅବସ୍ଥା ସ୍ଥଳେ ପରିଷଦ ତରଫରୁ ସମ୍ପୃକ୍ତ ଭାଇ ଭଉଣୀଙ୍କୁ ସହାୟତା ରାଶି ପ୍ରଦାନ କରିବା ପାଇଁ ଉପସ୍ଥିତ ସମସ୍ତଙ୍କ ତରଫରୁ ଗୁରୁତ୍ୱପୂର୍ଣ ପ୍ରସ୍ତାବ ଆସିଥିଲା।ଓଡ଼ିଶାରେ ପ୍ରଥମ ଥର ପାଇଁ ଏଭଳି ଏକ ଆୟୋଜନ ହୋଇଥିଲା,ଯାହା ଅନ୍ଯ ଜିଲ୍ଲା ପାଇଁ ପ୍ରେରଣା ଯୋଗାଇବ ବୋଲି ଅନେକ ବକ୍ତା ମତ ପ୍ରକାଶ କରିଥିଲେ।ଶେଷରେ ସତ୍ୟ ନାରାୟଣ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026

You Might Also Like