-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||     

HOME   ଜିଲ୍ଲା

ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ

12-Sep-2026



ସଇଁତଳା:  ବଲାଙ୍ଗିର ଜିଲ୍ଲାର ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଅନିର୍ଦ୍ଦିଷ୍ଟକାଳ ଆନ୍ଦୋଳନକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସଇଁତଳା ବ୍ଲକ ଶାଖା ଦୃଢ଼ ସମର୍ଥନ ଜଣାଇଛି। ଶନିବାର ସଂଘର କର୍ମକର୍ତ୍ତାମାନେ ଆନ୍ଦୋଳନସ୍ଥଳରେ ପହଞ୍ଚି ଆନ୍ଦୋଳନ କୁ ସମର୍ଥନ କରିଥିଲେ।
ଏହି ଅବସରରେ ପୂର୍ବତନ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି କହିଥିଲେ ଯେ, ସଇଁତଳା ଏନ୍‌ଏସି ହେବା ପାଇଁ ଆବଶ୍ୟକ ଯୋଗ୍ୟତା ରଖିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାର ସମୟରେ ସଇଁତଳାକୁ ଏନ୍‌ଏସି ଘୋଷଣା କରାଯାଇଥିବା ସତ୍ତ୍ୱେ ବର୍ତ୍ତମାନ ଏହାକୁ ଏନ୍‌ଏସି ମାନ୍ୟତା ପ୍ରଦାନ କରାଯାଇନଥିବା ଦୁର୍ଭାଗ୍ୟଜନକ ବୋଲି ସେ କହିଥିଲେ।
ସଇଁତଳାବାସୀଙ୍କ ଦୀର୍ଘଦିନର ନ୍ୟାୟସଙ୍ଗତ ଦାବି ଓ ଜନଭାବନାକୁ ସମ୍ମାନ ଜଣାଇ ରାଜ୍ୟ ସରକାର ତୁରନ୍ତ ସଇଁତଳାକୁ ଏନ୍‌ଏସି ମାନ୍ୟତା ପ୍ରଦାନ କରିବାକୁ ଶ୍ରୀ ବିଶି ଦାବି

କରିଥିଲେ। ସଇଁତଳାର ସାମଗ୍ରିକ ବିକାଶ ଓ ଜନସ୍ୱାର୍ଥ ସହ ଜଡ଼ିତ ଏହି ଗଣତାନ୍ତ୍ରିକ ଆନ୍ଦୋଳନ ପ୍ରତି ତାଙ୍କର ପୂର୍ଣ୍ଣ ସମର୍ଥନ ରହିଛି ବୋଲି ସେ ପ୍ରକାଶ କରିଥିଲେ।
ଏହି ଦାବି ସମ୍ପର୍କରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରେରଣ କରାଯାଇଥିବା ଶ୍ରୀ ବିଶି ସୂଚନା ଦେଇଥିଲେ।
ଆନ୍ଦୋଳନରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସଇଁତଳା ବ୍ଲକ ସଭାପତି ସନ୍ତୋଷ ପୁଟା, ଟିଟିଲାଗଡ଼ ବ୍ଲକ ସଭାପତି ପଦ୍ମନ ପ୍ରଧାନୀ, ବଲାଙ୍ଗିର ବ୍ଲକ ସଭାପତି ପାଳେଶ୍ୱର ଭୋଇ, ସଂଗଠକ ଥବିର ପୁଝାରୀ, ଉପସଭାପତି ପଞ୍ଚୁ ମାଝି, ଅଚ୍ୟୁତ ଧରୁଆ, ନଗର ସଭାପତି ନିତ୍ୟାନନ୍ଦ ମାଝିଙ୍କ ସମେତ ସଂଘର ବହୁ କର୍ମକର୍ତ୍ତା ଓ ସଦସ୍ୟ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026

You Might Also Like