-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||     

HOME   ଜିଲ୍ଲା

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ

12-Sep-2026



ଭୁବନେଶ୍ୱର(ମୁରଲୀଧର ମିଶ୍ର): ଦୁର୍ଘଟଣାଗ୍ରସ୍ତ ଆହତ କିମ୍ବା ଅସୁସ୍ଥ ହୋଇପଡିଥିବା ରୋଗୀର ଜୀବନରକ୍ଷା କରିବାକୁ ଜନସଚେତନତା ସୃଷ୍ଟି ପାଇଁ ବିଶ୍ଵାବ୍ୟାପି ସେପ୍ଟେମ୍ବର ଦ୍ୱିତୀୟ ଶନିବାରକୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ରୂପେ ପାଳନ କରାଯାଉଅଛି l ଚଳିତ ବର୍ଷର ବିଷୟବସ୍ତୁ "ପ୍ରବାସୀ ଓ ବିସ୍ଥାପିତଙ୍କ ଜୀବନ ଜୀବିକା ଅନ୍ୱେଷଣରେ ଯାତ୍ରା ସମୟରେ ଜୁରୁରୀକାଳୀନ ସମୟରେ ସେମାନଙ୍କ ଜୀବନରକ୍ଷା ପାଇଁସହାୟତା ଓ ପ୍ରାଥମିକ ଚିକତ୍ସା ସହଜ ଲବ୍ଧ କରିବା "l ପ୍ରତିବର୍ଷ ଆହତ ମୃତ୍ୟୁ ବରଣ କରିଥାନ୍ତି l ସ୍ଥାନୀୟ ମହାଲେଖାକାର (ଏଜି ) କାର୍ଯ୍ୟାଳୟ ଆମ୍ବୁଲାନ୍ସ ଡିଭିଜନ ଆନୁକୂଲ୍ୟରେ ଓ ରାଜଧାନୀ ଚିକିତ୍ସାଳୟ ସରକାରୀ ଏଏନଏମ ତାଲିମ ପ୍ରତିଷ୍ଠାନ, ତ୍ରିଧା ନର୍ସିଙ୍ଗ ଡିଭିଜନ ସହଯୋଗରେ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ, ସିଆଇଏସଏଫ ଓ ସ୍ବେଛାସେବୀ ଅନୁଷ୍ଠାନର ସ୍ବେଛାସେବୀମାନଙ୍କୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ଅବସରରେ ସରଳ ଜୀବନ ରକ୍ଷା କୌଶଳ ଉପରେ ତାଲିମ ପ୍ରଦାନ କରାଯାଇଥିଲା l ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ଅବସରରେ ଏଏନଏମ ତାଲିମ ପ୍ରତିଷ୍ଠାନର ଅଧକ୍ଷା ଡାକ୍ତର ଲକ୍ଷ୍ମୀପ୍ରିୟା ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କର୍ମଶାଳା ଓ ଆଲୋଚନା ଚକ୍ରରେ ଆୟୁଷ ନିର୍ଦେଶାଳୟର ପୂର୍ବତନ ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରମୋଦ କୁମାର ମହାପାତ୍ର, ମୁଖ୍ୟ ଅତିଥି,ଖୋର୍ଦ୍ଧା ଜିଲ୍ଲା ସେଣ୍ଟ ଜନ ଆମ୍ବୁଲାନ୍ସର ଯୁଗ୍ମ ସଚିବ ପୁରୁଷୋତ୍ତମ ବଳ,ତ୍ରିଧା ଆମ୍ବୁଲାନ୍ସ ଡିଭିଜନର ଡିଭିଜିନାଲ କମାଣ୍ଡର ସୁଶ୍ରୀ ସଂଜିତା ମୋହାପାତ୍ର, ଏଏନଏମ ତାଲିମ ପ୍ରତିଷ୍ଠାନର ବରିଷ୍ଠ ପ୍ରଶିକ୍ଷକ ଗୀତାଞ୍ଜଳି ରାୟ, ମୀରା ବରାଳ, ପାର୍ବତୀ କୁମାରୀ ସ୍ୱାଇଁ, ଅର୍ଣ୍ଣପୂର୍ଣ୍ଣା ସାହୁ, ସେଣ୍ଟ ଜନ ଆମ୍ବୁଲାନ୍ସର ତାଲିମ ପ୍ରଶିକ୍ଷକ ଡ଼ ନମିତା ପଟ୍ଟନାୟକ, ରାଜଧାନୀ ମହାବିଦ୍ୟାଳୟର ପ୍ରଫେସର ଡ଼ ଅଭିପ୍ସା ବଳ,କାଦମ୍ବିନୀ ଦାସ ଓ ଡାକ୍ତର ପ୍ରଫେସର ସତ୍ୟଜିତ ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ l ଡାକ୍ତରୀ ସହାୟତା ମିଳିବା ପୂର୍ବରୁ ଜରୁରୀକାଳୀନ ଓ ସଙ୍କଟଜନକ ପରିସ୍ଥିତିରେ ଉପସ୍ଥିତ ଥିବା ପ୍ରତ୍ୟକ୍ଷଦର୍ଶୀ କିଭଳି ଆହତ ରୋଗୀର ଜୀବନ ରକ୍ଷା କରିପାରିବ ଓ ପ୍ରତିଟି ସେକେଣ୍ଡ କିପରି ଜୀବନ ଓ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଆହତ

ବ୍ୟକ୍ତିପାଇଁ ଗୁରୁତ୍ୱପୂର୍ଣ୍ଣ ଓ ମୂଲ୍ୟବାନ ସେ ବିଷୟରେ ଆଲୋକପାତ କରିଥିଲେ l ଏଏନଏମ ମାନେ ଗାଁ ଗହଳିରେ କିମ୍ବା ପ୍ରସବ ଗୃହରେ ଜରୁରୀକାଳୀନ ପରିସ୍ଥିତିରେ କିଭଳି ମା ଓ ଛୁଆଙ୍କର ଜୀବନ ବଞ୍ଚାଇ ପାରିବେ ତା ଉପରେ ଗୁରତ୍ୱ ପ୍ରଦାନ କରିଥିଲେ l ବିଭିନ୍ନ ଦିବସରେ ଅନୁଷ୍ଠିତ ତାଲିମ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ, ସରକାରୀ କର୍ମଚାରୀ, ସ୍ବେଛାସେବୀ ଓ ଜନସାଧାରଣଙ୍କୁ ପ୍ରାଥମିକ ଚିକିତ୍ସାର ସରଳ କୌଶଳ ସହ ସିପିଆର, ରକ୍ତସ୍ରାବ ବନ୍ଦ, ଅସ୍ତି ଭଗ୍ନର ଉପଚାର ଓ ରୋଗୀକୁ ନିରାପଦ ସ୍ଥାନାନ୍ତର ଉପରେ ତାଲିମ ପ୍ରଶିକ୍ଷକ ମାନେ ତାଲିମ ପ୍ରଦାନ କରିବା ସହ ପ୍ରାଥମିକ ଚିକିତ୍ସା ଉପରେ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026

You Might Also Like