-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ

13-Sep-2026



ବରପାଲି (ସୁଦାମ ଦୀପ) ବରଗଡ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ରେଟାମୁଣ୍ଡା ଖେଳପଡିଆରେ  ରେଟାମୁଣ୍ଡା ୟୁଥ୍ କ୍ଳବ୍ ଆନୁକୁଲ୍ୟରେ  ପଞ୍ଚମ ଦିବସୀୟ ୫୦ ତମ ସ୍ଵର୍ଣ୍ଣ ଜୟନ୍ତି ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଅନୁଷ୍ଠିତ ହୋଇଯାଇଛି l ଏହି ଖେଳ ଗତ ୮ ତାରିଖରୁ ଆରମ୍ଭ ହୋଇ ୧୨ ତାରିଖ ଉଦଯାପିତ ହୋଇଯାଇଛି l ଏଥିରେ ୧୬ ଗୋଟି ଦଳ ଅଂଶ ଗ୍ରହଣ କରିଥିଲେ l ଜମୁର୍ଡା, ବଜରଙ୍ଗ ଏଫ୍ସି ,  ସାହାଜବାହାଲ, ବାଦିବାହାଲ, ବଳିଟିକ୍ରା, ଭେଡେନ, ଚିଚିଣ୍ଡା ବରପାଲି, ବଡକର୍ଲେ, ଅମାମୁଣ୍ଡା, ଧିରପୁର, ଆମ୍ବେଦକର ଏଫ୍ ସି ବରଗଡ, ବରାହଗୁଡା, କନାପାଲି, କାଇଁଶିର୍, ବୁଢ଼ା ରଜା ଏଫ୍ ସି ପ୍ରମୁଖ ୧୬ ଗୋଟି ଦଳ ଭାଗ ନେଇ ଥିଲେ l ପ୍ରଥମ ସେମି ଫାଇନାଲ ବଜରଙ୍ଗ ଏଫ୍ ସି ଓ ବରପାଲି ମଧ୍ୟରେ ହୋଇଥିଲା l ପ୍ରଥମ ସେମିଫାଇନାଲରେ ବଜରଙ୍ଗ ଏଫ୍ ସି  ବରପାଲି ଦଳକୁ ୧ - ୦ ଗୋଲ ପରାସ୍ତ କରି ଫାଇନାଲକୁ ପ୍ରବେଶ କରିଥିଲା l ଦ୍ୟୁତିୟ ସେମି ଫାଇନାଲ ଖେଳ ବୁଢ଼ାରଜା ଏଫ୍ ସି ଓ ଅମ୍ବେଦକର ଏଫ୍ ସି ବରଗଡ ମଧ୍ଯରେ ହୋଇଥିଲା l ପେନାଲଟିକ୍ କିକ ଜରିଆରେ ଆମ୍ବେଦକର ଏଫ୍ ସିକୁ ୪ - ୨ ଗୋଲରେ ବୁଢ଼ାରଜା ଏଫ୍ ସି ପରାସ୍ତ କରି ଫାଇନାଲକୁ ପ୍ରବେଶ କରିଥିଲା l ଫାଇନାଲ  ଖେଳଟି ବଜରଙ୍ଗ ଏଫ ସି ଓ ଅମ୍ବେଦକର ବରଗଡ ମଧ୍ଯରେ ହୋଇଥିଲା l ଏଥିରେ      ଅମ୍ବେଦକର ଏଫ୍ ସି ବରଗଡ  ୨ - ୧ ରେ ବଜରଙ୍ଗ ଏଫ୍ ସି ( ତିନିକାନି) ଦଳକୁ ପରାସ୍ତ କରି ବିଜୟୀ ହୋଇଥିଲା l ଉଦଯାପନୀ ଉତ୍ସବରେ ବିଜେପୁର ବିଧାୟକ ସନତ କୁମାର ଗଡତିଆଙ୍କ ପ୍ରତିନିଧି ଭାବରେ ମହେଶ ଦେବତା ,ବିଜେପି ରାଜ୍ୟ ପରିଷଦ ସଭ୍ୟ ଶରତ କୁମାର ବିଶି, ଆଗଲପୁର ମଣ୍ଡଳ ସଭାପତି ପ୍ରଦୀପ ପଧାନ, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ଅଲେଖ ନାୟକ, ପ୍ରକାଶ ରାଉତ, ମନୋଜ ଭୋଇ  , ତ୍ରିଲୋଚନ ଶିକା, ପ୍ରମୁଖ ଯୋଗ ଦେଇ ବିଜେତା ଓ ଉପବିଜେତା ଦଳକୁ ଟ୍ରଫି ପୁରସ୍କୃତ କରିଥିଲେ l ମେନ ଅଫ ମ୍ୟାଚ ଅମ୍ବେଦକର ଏଫ୍ ସି (ବରଗଡ)ର ଶଙ୍କର ଭୋଇ, ବେଷ୍ଟ ଦିଫେନ୍ନ୍ସର ବଜରଙ୍ଗ ଏଫ୍ ସିର ରୁଦ୍ରମଣି ସା, ବେଷ୍ଟ ଗୋଲ କିପର           ଅମ୍ବେଦକର ଏଫ୍ ସି ର ଅପୁ ଭୋଇ, ମେନ ଅଫ ଦି ସିରିଜ ଅମ୍ବେଦକର ଏଫ୍ ସି (ବରଗଡ) ର ସମୀର ତପୋ, ପୁରସ୍କୃତ ହୋଇଥିଲେ l     ଖେଳଟିକୁ ସମୀର ସାହୁ, ଚିକୁ ବଡ଼ପଣ୍ଡା, ବଜରଙ୍ଗ ମାଝି, ଅମିତ ସାହୁ ପରିଚାଳନା କରିଥିଲେ l ରବି ମଟାରୀ, ବିଦ୍ୟାଧର ଦୀପ, ଭାଗିରଥି ଭୋଇ, ସିଧାନ୍ତ ଧରୁଆ, ମିଲନ ଦୀପ, ନିକେଶ ସିଂ ଦାଉ, କବିସୂର୍ଯ୍ୟ ଭୋଇ, ରୋହିତ ଚାଉଁର, ସାହିଲ   ଧରୁଆ , ଶୁଶାନ୍ତ ଭୋଇ, ପ୍ରମୁଖ ଓ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like