-+91-9937148622 |

prerana_bgr@rediffmail.com |

  Monday 23rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||      ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   (22-Nov-2026)       ||      ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   (22-Nov-2026)       ||      *ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||      ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||      ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   (22-Nov-2026)       ||      ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   (22-Nov-2026)       ||      ବଲାଙ୍ଗୀର ହାଟପଡ଼ାରେ ଦ୍ୱାଦଶ ତମ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ଭବ୍ୟ କଳସ ଯାତ୍ରା   (22-Nov-2026)       ||      ସାଇଟ କଲେଜରେ ଶିଶୁ ସୁରକ୍ଷା ଓ  ସଚେତନତା ଶିବିର   (22-Nov-2026)       ||      ପାନ ଦୋକାନରେ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ, ଚୋରି ଟଙ୍କା ଉଦ୍ଧାର ସହ ଲୁହା ରଡ୍ ଜବତ   (22-Nov-2026)       ||      *ଓଡିଶା ପାଇଁ ଗୌରବ ଡା. ଜ୍ୟୋତିର୍ମୟ ନାୟକ ଜାତୀୟ ଶ୍ରେଷ୍ଠ ଚିକିତ୍ସା ଶିକ୍ଷକ ପୁରସ୍କାର ପାଇଁ ମନୋନୀତ*   (22-Nov-2026)       ||      ବାରିପଦା ବାସୀଙ୍କ ଦୀର୍ଘବର୍ଷର ସ୍ୱପ୍ନ ହେବ ପୂରଣ :ବୁଢାବଳଙ୍ଗ ରିଙ୍ଗରୋଡ଼ ପ୍ରକଳ୍ପ ପାଇଁ ୨୭୮.୧୩ କୋଟି ଟଙ୍କାର ଅନୁମୋଦନ   (22-Nov-2026)       ||      *ନବରଙ୍ଗପୁରରେ ଡାକ୍ତରଙ୍କୁ ଧମକ ଅଭିଯୋଗ, ଏକ ଦିନ ଓପିଡି ବନ୍ଦ କରିବ ଓଡ଼ିଶା ମେଡିକାଲ୍ ସର୍ଭିସ୍ ଆସୋସିଏସନ୍*   (22-Nov-2026)       ||      ବରପାଲି ରେ ଗଙ୍ଗାଧର ମେହେର କପ୍ ଫୁଟବଲ ଫାଇନାଲକୁ କୁଚିଣ୍ଡା ଦଳ ପ୍ରବେସ   (22-Nov-2026)       ||      ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ    (21-Nov-2026)       ||     

HOME   ରାଜ୍ୟ

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,

13-Sep-2026



ଆଳି, ପତ୍ରପୁର,ଗୋପାଳପୁର,ସୀତାରାମ ମଣ୍ଡପ ପରିସରରେ ଏକ ବର୍ଣାଢ୍ୟ ପରିବେଶରେ ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ଆନୁକୂଲ୍ୟରେ ପ୍ରତିଭା ସମ୍ନାନ ସମାରୋହ ମହା ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି,ନାଗରିକ ମଞ୍ଚ ର ସମ୍ପାଦକ ପ୍ରାକ୍ତନ ସରପଞ୍ଚ ବିପିନ ବିହାରୀ ପରିଡା ଙ୍କ ସଂଯୋଜନା ବିଶିଷ୍ଟ ଶିକ୍ଷlବିତ ସୁଧୀର ଚନ୍ଦ୍ର ମହାନ୍ତି ଙ୍କ ସଭାପତିତ୍ୱରେ ମଂଚାସୀନ ମୁଖ୍ୟ ଅତିଥି ଅଵସରପ୍ରାପ୍ତ ଅତିରିକ୍ତ ଶାସନ ସଚିବ ଡକ୍ଟର କେଳୁ ଚରଣ ସ୍ୱାଇଁ, ସମ୍ନାନ୍ୱିତ ଅତିଥି ବିଶିଷ୍ଟ ସମାଜସେବୀ ସନ୍ତୋଷ କୁମାର ଦାସ, ମୁଖ୍ୟ ବକ୍ତା ସାହିତ୍ୟିକ ପ୍ରମୋଦ କୁମାର ମଲ୍ଲିକ ଯୋଗ ଦେଇ ବରିଷ୍ଠ ନାଗରିକ ମଞ୍ଚ ଗଠନ ର ଭୂମିକା ଉପରେ ଆଲୋକପାତ କରିଥିଲେ, ସୁସ୍ଥ ସମାଜ ଗଠନ ରେ ଯୁବ ପିଢ଼ି ମାନଙ୍କ ନିମିତ୍ତ ସଚେତନତା ସହିତ ସମାଜ କଲ୍ୟାଣ ଦିଗରେ ଦିଗଦର୍ଶକ ଭାବେ ବରିଷ୍ଠ ନାଗରିକ ମଞ୍ଚ ର ଗୁରୁତ୍ୱ ପ୍ରତିପାଦନ କରିଥିଲେ, ଅଂଚଳର ବିଶିଷ୍ଟ ପ୍ରତିଭା ନ୍ୟାୟ ମୂର୍ତ୍ତି ସଞ୍ଜୟ କୁମାର ସାହୁ, ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଅବିନାଶ ରାଉଳ, ବିଶିଷ୍ଠ କ୍ରୀଡ଼ାବିତ ସଞ୍ଜୟ କୁମାର ଦାସ, ଅବସର ପ୍ରାପ୍ତ ପ୍ରଫେସର ଡକ୍ଟର ଗୁରୁ ଚରଣ ବେହେରା ଙ୍କୁ ଉତ୍ତରୀୟ ପୁଷ୍ପଗୁଛ ଏବଂ ମାନପତ୍ର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା, ଏହି ଭବ୍ୟ ସମାରୋହରେ ସ୍ଥାନୀୟ ଜନ ପ୍ରତିନିଧି ଶିକ୍ଷlବିତ, ସମାଜସେବୀ, ସଂଗଠକଙ୍କ ସମେତ ବହୁ ବରିଷ୍ଠ ନାଗରିକ ଯୋଗ ଦେଇଥିଲେ।

ମୁରଲୀଧର ମିଶ୍ର ଙ୍କ ରିପୋର୍ଟ 


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     22-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   22-Nov-2026
  ଜିଲ୍ଲା  
ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    22-Nov-2026
  ଜିଲ୍ଲା  
ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ   22-Nov-2026
  ଜିଲ୍ଲା  
୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ   22-Nov-2026
  ଜିଲ୍ଲା  
ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ   22-Nov-2026
  ଜିଲ୍ଲା  
ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   22-Nov-2026
  ଜିଲ୍ଲା  
ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   22-Nov-2026
  ଜିଲ୍ଲା  
*ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   22-Nov-2026
  ଜିଲ୍ଲା  
ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   22-Nov-2026
  ଜିଲ୍ଲା  
ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   22-Nov-2026
  ରାଜ୍ୟ  
ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   22-Nov-2026

You Might Also Like